Untitled 3jpg 2026 04 14 11 50 02 e1776175955877 300x108

କକାବନ୍ଧ ଆଶ୍ରମ ସ୍କୁଲ ହଷ୍ଟେଲରେ ଝାଡ଼ାବାନ୍ତି: ୫ମ ଶ୍ରେଣୀ ଛାତ୍ରୀ ମୃତ

ବାରିପଦା : ପଖାଳ ଖାଇବା ପରେ ବିଗିଡିଲା ସ୍ୱାସ୍ଥ୍ୟାବସ୍ଥା। ହେଲା ପଞ୍ଚମୀ ଶ୍ରେଣୀ ନାବାଳିକାଙ୍କ ମୃତ୍ୟୁ। ଏଭଳି ଏକ ଅଭାବନୀୟ ଘଟଣା ମୟୁରଭଞ୍ଜ ବାରିପଦାରୁ ଆସିଛି। ମିଳିଥିବା ସୂଚନା ଅନୁଯାୟୀ, ଝାଡ଼ାବାନ୍ତିରେ ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିବା ଜଣେ ଛାତ୍ରୀଙ୍କ ମଙ୍ଗଳବାର ମୃତ୍ୟୁ ହୋଇଛି। ମୟୁରଭଞ୍ଜ ରାସଗୋବିନ୍ଦପୁର ବ୍ଲକର କକାବନ୍ଧ ଆଶ୍ରମ ସ୍କୁଲର ହଷ୍ଟେଲରେ ପଖାଳ ଭାତ ଖାଇ ପାଖାପାଖି ୧୫୦ ରୁ ଊର୍ଦ୍ଧ୍ବ୍ୱ ଛାତ୍ରଛାତ୍ରୀ ରାସଗୋବିନ୍ଦପୁର ମେଡିକାଲରେ ଭର୍ତ୍ତି ହୋଇଥିଲେ। ସେମାନଙ୍କ ମଧ୍ୟରୁ ଅଧିକାଂଶ ଛାତ୍ରଛାତ୍ରୀ ସୁସ୍ଥ […]

Read More Text.
Screenshot 2026 04 13 235315

ବିଲ୍ ବକେୟା ଥିଲେ ଗ୍ରୀଷ୍ମ ଋତୁରେ ବିଚ୍ଛିନ୍ନ କରାଯିବନି ବିଦ୍ୟୁତ୍ ସଂଯୋଗ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ, କନକ ବର୍ଦ୍ଧନ ସିଂହଦେଓ ନିର୍ଦ୍ଦେଶ ଦେଇଛନ୍ତି ଯେ, ୨୦୨୬ର ଏହି ପ୍ରଚଣ୍ଡ ଗ୍ରୀଷ୍ମ ସମୟରେ ମୌସୁମୀ ଆସିବା ପର୍ଯ୍ୟନ୍ତ ବକେୟା ବିଦ୍ୟୁତ୍ ବିଲ୍ ଥିଲେ ମଧ୍ୟ କୌଣସି ଘରୋଇ ଗ୍ରାହକଙ୍କ ବିଦ୍ୟୁତ୍ ସଂଯୋଗ ବିଚ୍ଛିନ୍ନ କରାଯିବ ନାହିଁ। ଉପମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ବିଲ୍ ପୈଠ ନକରିବା କାରଣରୁ କୌଣସି ବି ଡ଼ିସକମ୍ (DISCOM) ଦ୍ୱାରା ଘରୋଇ ଗ୍ରାହକଙ୍କ ଅଘୋଷିତ ବିଦ୍ୟୁତ୍ […]

Read More Text.

ଚୈତ୍ର ପର୍ବ ଉପଲକ୍ଷେ ଜିଲ୍ଲାସ୍ତରୀୟ ଗ୍ରାମୀଣ ଛଉ ନୃତ୍ୟ ପ୍ରତିଯୋଗିତା: ଵାଦଡା ଛଉ ନୃତ୍ୟ ପ୍ରତିଷ୍ଠାନ ପ୍ରଥମ

ବାରିପଦା : ବାରିପଦା ଛଉ ପଡ଼ିଆରେ ଚୈତ୍ର ପର୍ବ ଉପଲକ୍ଷେ ୧୧ ତାରିଖରେ ଜିଲ୍ଲାସ୍ତରୀୟ ଗ୍ରାମୀଣ ଛଉ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ।ଏହି କାର୍ଯ୍ୟକ୍ରମରେ ରାଇରଙ୍ଗପୁର ବ୍ଳକର ବାବା ଛଉ ନୃତ୍ୟ ପ୍ରତିଷ୍ଠାନର କଳାକାର‌ମାନେ ଛଉ ନୃତ୍ୟ ପରିବେଷଣ କରି ହଜାର‌ହଜାର ଦର୍ଶକଙ୍କ ମନ କିଣିବା ସହ ପ୍ରତିଯୋଗିତାରେ ପ୍ରଥମ ହୋଇ ୧୦ ହଜାର ଟଙ୍କା ପୁରସ୍କାର ଲାଭ କରିଛନ୍ତି ।ସେହିଭଳି ଦ୍ଵିତୀୟ ସ୍ଥାନ ଦଖଲ କରିଛନ୍ତି ବାରିପଦାର  ଦାନ୍ତିଆମୁହାଁର  ବଡଯାମଵଣି ଛଉ ନୃତ୍ୟ ପ୍ରତିଷ୍ଠାନ ଏବଂ […]

Read More Text.

ସାଇବର ସୁରକ୍ଷା ଉପରେ ସଚେତନତା କାର୍ଯ୍ୟକ୍ରମ

ବାରିପଦା : ମୟୁରଭଞ୍ଜ ଜିଲ୍ଲା  ଶୁଳିଆପଦା ବ୍ଲକ ଅନ୍ତର୍ଗତ ଦେଉଳି ସରକାରୀ ଉଚ୍ଚ ବିଦ୍ୟାଳୟରେ ସାଇବର ସୁରକ୍ଷା ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ରଶ୍ମିତା ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ଚାନ୍ଦୁଆ ଥାନା ଅଧିକାରୀ ଲକ୍ଷ୍ମଣ କୁମାର ନାୟକ ଓ ଜମ୍ଭୀରା ଫାଣ୍ଡି ଅଧିକାରୀ ସତ୍ୟରଞ୍ଜନ ଭୂୟାଁ ଯୋଗଦେଇ ସାଇବର ଠକ ମାନଙ୍କ ଠାରୁ କିପରି ନିଜକୁ ସୁରକ୍ଷିତ ରଖିବେ, ଅଜଣା ଲିଙ୍କରେ କ୍ଲିକ […]

Read More Text.

 ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର 

୧୩୦ ଅଭିଯୋଗର ହେଲା ଶୁଣାଣୀ, ୪ଟି ଅଭିଯୋଗର ହେଲା ତତ୍କାଳ ସମାଧାନ. ବାରିପଦା : ଆଜି ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛି | ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟଙ୍କ  ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ, ଶ୍ରୀ ବରୁଣ ଗୁଣ୍ଟୁପାଲ୍ଲି, ଅତିରିକ୍ତ ଉପଜିଲ୍ଲାପାଳ ଶ୍ରୀମତୀ ବାସନ୍ତୀ ଲାକ୍ରା, ରାଇରଙ୍ଗପୁର ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ର […]

Read More Text.

ଜିଲ୍ଲାସ୍ତରୀୟ ନାରୀ ଶକ୍ତି ବନ୍ଦନ ସମ୍ମିଳନୀ

ବାରିପଦା : ବିଧାନସଭା ଓ ଲୋକସଭାରେ ମହିଳାଙ୍କ ପାଇଁ ସ୍ଥାନ ସଂରକ୍ଷଣ ନେଇ ସଂସଦର ସ୍ୱତନ୍ତ୍ର ଅଧିବେଶନ ପୂର୍ବରୁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ‘ନାରୀ ଶକ୍ତି ବନ୍ଦନ’ ଉପରେ ଉଦବୋଧନ ଦେଇଛନ୍ତି  ।  ଶ୍ରୀ ମୋଦୀ ସଂସଦରେ ନାରୀଶକ୍ତି ବନ୍ଦନ ଅଧିନିୟମ ଆଗତ ପରେ ସମସ୍ତଙ୍କ ସହଯୋଗରେ ଏହି ବିଲ୍ ପାରିତ କରିବା ଲକ୍ଷ୍ୟ ରଖିଛନ୍ତି ।  ଏହି ଉଦବୋଧନ କାର୍ଯ୍ୟକ୍ରମ ଆଭାସୀ ମାଧ୍ୟମରେ ସାଧାରଣ ମହିଳା ତଥା ମାଆ ମାନଙ୍କ ନିକଟରେ ବାର୍ତ୍ତା […]

Read More Text.

ଓଭରଟାଇମ୍ କଲେ ମିଳିବ ଡବଲ୍‌ ଦରମା; ଶ୍ରମିକଙ୍କ ହିତ ପାଇଁ ଯୋଗୀ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ଶ୍ରମିକମାନଙ୍କ ହିତ ପାଇଁ ଏକ ବଡ଼ ଏବଂ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ବିଶେଷକରି ନୋଏଡା ଏବଂ ଆଖପାଖ ଶିଳ୍ପ ଅଞ୍ଚଳର ଶ୍ରମିକମାନେ ଏବେ ନୂତନ ଶ୍ରମ ନୀତିରୁ ସିଧାସଳଖ ଲାଭ ପାଇବେ। ସରକାରଙ୍କ ନୂଆ ନିୟମ ଅନୁଯାୟୀ, ଯଦି ଜଣେ ଶ୍ରମିକ ନିର୍ଦ୍ଧାରିତ ସମୟଠାରୁ ଅଧିକ ସମୟ କାମ କରନ୍ତି, ତେବେ ସେମାନେ ଏବେ ସେମାନଙ୍କର ସାଧାରଣ ମଜୁରୀର ଦୁଇଗୁଣ ପାଇବେ। ଶ୍ରମିକ ମାନଙ୍କ କଠିନ ପରିଶ୍ରମର ଉପଯୁକ୍ତ […]

Read More Text.

ସିମେଣ୍ଟ ମିକ୍ସର ସହ ଟାକ୍ସି ଧକ୍କା: ୧୦ ମୃତ

ମହାରାଷ୍ଟ୍ର : ମହାରାଷ୍ଟ୍ର ଥାନେ ଜିଲ୍ଲାରେ ଅଭାବନୀୟ ଘଟଣା । ଏକ ସେତୁ ଉପରେ ସିମେଣ୍ଟ ମିକ୍ସର ସହିତ ଏକ ଗାଡ଼ି ଧକ୍କା ହେବା ଫଳରେ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ଥାନେ ଜିଲ୍ଲା ମୁରୱାଡରେ କଲ୍ୟାଣ-ମୁରବାଡ ମାର୍ଗରେ ଦୁର୍ଘଟଣା ପରେ ରାୟତେ ସେତୁ ଉପରେ ଯାତାୟାତ ବନ୍ଦ ହୋଇଯାଇଥିଲା । ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ସ୍ଥାନୀୟ ପୋଲିସ, ଉଦ୍ଧାରକାରୀ ଦଳ ଏବଂ ଡାକ୍ତରୀ ଦଳ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ । ଆହତ ମାନଙ୍କୁ […]

Read More Text.

ଓଡ଼ିଶା ସରକାରୀ ବିଶ୍ୱ ବିଦ୍ୟାଳୟ ଅଧିନିୟମ-୨୦୨୬କୁ ସ୍ୱୀକୃତି ପ୍ରଦାନ କଲେ ରାଜ୍ୟପାଳ

ଭୁବନେଶ୍ଵର:ଓଡ଼ିଶାରେ ଲାଗୁହେଲା ଓଡ଼ିଶା ସରକାରୀ ବିଶ୍ୱ ବିଦ୍ୟାଳୟ (ଶିକ୍ଷକ କ୍ୟାଡରରେ ସଂରକ୍ଷଣ) ଅଧିନିୟମ-୨୦୨୬। ରାଜ୍ୟପାଳ ଡ଼. ହରିବାବୁ କମ୍ଭମପାଟି ବିଧାନସଭାରେ ପାରିତ ହୋଇଥିବା ଓଡ଼ିଶା ସରକାରୀ ବିଶ୍ୱ ବିଦ୍ୟାଳୟ (ଶିକ୍ଷକ କ୍ୟାଡରରେ ସଂରକ୍ଷଣ) ବିଧେୟକ-୨୦୨୬କୁ ସ୍ୱୀକୃତି ପ୍ରଦାନ କରିଛନ୍ତି। ଏହା ପରେ ଓଡ଼ିଶା ରାଜ୍ୟ ସରକାରୀ ବିଶ୍ୱ ବିଦ୍ୟାଳୟ (ଶିକ୍ଷକ କ୍ୟାଡରରେ ସଂରକ୍ଷଣ) ଅଧିନିୟମ- ୨୦୨୬କୁ ଓଡ଼ିଶାରେ ଲାଗୁ କରାଯାଇଛି।ମାର୍ଚ୍ଚ ୩୧ ତାରିଖରେ ବିଧାନସଭାରେ ବିଳମ୍ବିତ ରାତି ପର୍ଯ୍ୟନ୍ତ ଆଲୋଚନା ହେବା ପରେ ଓଡ଼ିଶା ରାଜ୍ୟ ସରକାରୀ […]

Read More Text.
ELECTRY SHOCK

୧୧ କେଭି ତାର ସଂସ୍ପର୍ଶରେ ଆସି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ପାଟଲ୍ ଗ୍ରାମରେ ଅଘଟଣ । ୧୧ କେଭି ତାର ସଂସ୍ପର୍ଶରେ ଆସି ୩ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ମାନେ ହେଲେ ବାଲିମି ଥାନା ପାଟଲ୍ ଗ୍ରାମର ସୁଧାକର ସାହୁ (୩୨), ଲକ୍ଷ୍ମୀଧର ସାହୁ(୨୪) ଏବଂ ମୋଟଙ୍ଗା ଥାନା ବିଡ଼ ଗ୍ରାମର ମିଲନ ମହାଳିକ (୩୪) । ଗୁରୁତର ଦୁଇ ଜଣ ହେଲେ ପାଟଲ୍ ଗ୍ରାମର ପ୍ରଫୁଲ୍ଲ ତରାଇ (୫୦) ଓ ନିର୍ମଳ ସାହୁ । ଦଣ୍ଡନାଚ ପାଇଁ ଟେଣ୍ଟ ପ୍ରସ୍ତୁତ […]

Read More Text.