ପାକିସ୍ତାନକୁ ଧୂଳି ଚଟାଇଲା ଭାରତ, ୬୧ ରନ୍ ରେ ଜିତିଲା
କଲମ୍ବୋ : ପାକିସ୍ତାନକୁ ମୁହଁତୋଡ ଜବାବ ଦେଇଛି ଭାରତ। ଆଜିର ହାଇଭୋଲ୍ଟେଜ ମ୍ୟାଚରେ ପାକିସ୍ତାନକୁ ୬୧ରନରେ ହରାଇଲା ଭାରତ। ୨୦୨୬ ଟି-୨୦ ବିଶ୍ୱକପର ସବୁଠାରୁ ପ୍ରତୀକ୍ଷିତ ମ୍ୟାଚ୍ ଦୁଇ ପାରମ୍ପରିକ କ୍ରିକେଟ ପ୍ରତିଯୋଗୀ ଭାରତ ଓ ପାକିସ୍ତାନ ପରସ୍ପରକୁ ସାମ୍ନା କରିଛନ୍ତି। ଏହି ମ୍ୟାଚରେ ଭାରତ ପାକିସ୍ତାନକୁ ୬୧ ରନରେ ପରାସ୍ତ କରିଛି। ଏହାସହ ଭାରତ ଲଗାତାର ୩ଟି ମ୍ୟାଚ ଜିତି ବିଜୟ ଧାରା ଆଗକୁ ନେଇଛି। ପ୍ରଥମ ଇନିଂସରେ ଭାରତ ଟସ ହାରି ବ୍ୟାଟିଂ କରିଥିଲା। ପ୍ରଥମ […]
Read More Text.