ମାଦଳ ମହୁରୀ ଉତ୍ସବ – ୨୦୨୬ ଉଦଯାପିତ ( ନାଟକ “ମରୀଚିକାର ଛାଇ” ମଞ୍ଚସ୍ଥ )

ବାରିପଦା :  ସ୍ଥାନୀୟ ସହିଦ ସ୍ମୃତି ଭବନରେ ଦୁର୍ଯ୍ୟ – ସରସ୍ବତୀ ସାଂସ୍କୃତିକ ପରିଷଦ ଓ ସୌଖିନ କଳାକାର କ୍ଲବ ଆନୁକୂଲ୍ୟରେ ଆୟୋଜିତ ୩ ଦିନିଆ ମାଦଳ ମହୁରୀ ଉତ୍ସବ – ୨୦୨୬ ଉଦଯାପିତ ହୋଇଯାଇଛି I ଶେଷ ସନ୍ଧ୍ୟାରେ କ୍ଷୀରୋଦ ସିଟଙ୍କ ରଚିତ ତଥା ନିର୍ଦ୍ଦେଶିତ ନାଟକ “ମରୀଚିକାର ଛାଇ” ରେ କାକୋଲୀ ନନ୍ଦି ଓ କ୍ରିଷ୍ଣା ଦାସଙ୍କ ଅଭିନୟ ଦର୍ଶକଙ୍କୁ ସ୍ତବ୍ଧ କରିଥିଲା I  ନାଟକ ପ୍ରାରମ୍ଭରେ ପରିଷଦର ମୁଖ୍ୟ ସଂଯୋଜକ କ୍ଷୀରୋଦ ବିହାରୀ […]

Read More Text.

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ୨୦୨୬ ଅନ୍ତର୍ଜାତୀୟ ଯୋଗ ଦିବସ ପାଇଁ ୭୨ ଦିନିଆ କାଉଣ୍ଟଡାଉନ୍ କାର୍ଯ୍ୟକ୍ରମ ସମାପନ

ବାରିପଦା (୧୦/୦୪) :  ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ଦୂର ଓ ଅନଲାଇନ୍ ଶିକ୍ଷା କେନ୍ଦ୍ର (ସିଡିଓଇ) ଦ୍ୱାରା ଶୁକ୍ରବାର ଦିନ, ୨୦୨୬ ଅନ୍ତର୍ଜାତୀୟ ଯୋଗ ଦିବସ ପାଇଁ ଏକ ୭୨ ଦିନିଆ କାଉଣ୍ଟଡାଉନ୍ କାର୍ଯ୍ୟକ୍ରମ ଆୟୋଜନ ହୋଇଯାଇଛି । ଭାରତ ସରକାରଙ୍କ ଆୟୁଷ ମନ୍ତ୍ରଣାଳୟ, ନୂଆଦିଲ୍ଲୀ, ମୋରାରଜୀ ଦେଶାଇ ଜାତୀୟ ଯୋଗ ପ୍ରତିଷ୍ଠାନ ଦ୍ୱାରା ଜାରି ନିର୍ଦ୍ଦେଶାବଳୀକୁ ପାଳନ ପୂର୍ବକ ଏହି କାର୍ଯ୍ୟକ୍ରମ ଛାତ୍ରଛାତ୍ରୀ, ଅଧ୍ୟାପକ ଅଧ୍ୟାପିକା ଏବଂ ଜନସାଧାରଣଙ୍କ ମଧ୍ୟରେ ଯୋଗ ବିଷୟରେ ସଚେତନତା […]

Read More Text.

ଚୈତ୍ର ପର୍ବ ଓ ପଲ୍ଲିଶ୍ରୀ ମେଳା–୨୦୨୬ ପାଳନ : ୧୧ରୁ ୧୫ ତାରିଖ ଯାଏଁ ଅନୁଷ୍ଠିତ ହେବ

ପ୍ରଥମ ତିନି ଦିନ ବିଭିନ୍ନ ଛଉ ନୃତ୍ୟ ଆୟୋଜନ ହେବ ବାରିପଦା (୧୦/୦୪) : ମୟୂରଭଞ୍ଜ ଜିଲ୍ଲାର କଳା ସଂସ୍କୃତି ପାଇଁ ସ୍ୱତନ୍ତ୍ର ପରିଚୟ ପ୍ରାପ୍ତ ଚୈତ୍ର ପର୍ବ-୨୦୨୬ କୁ ମହା ଧୁମଧାମରେ ପାଳନ କରିବା ଜିଲ୍ଲା ପ୍ରଶାସନ ପ୍ରସ୍ତୁତ ଚୂଡ଼ାନ୍ତ କରିଛି । ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦୁଃଖବନ୍ଧୁ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ସାମ୍ବାଦିକ ସମ୍ମିଳନୀରେ ଏହାର ବିଭିନ୍ନ ରୂପରେଖ ସମ୍ପର୍କରେ ସୂଚନା ଦେଇଥିଲେ । ଚଳିତ ବର୍ଷ ଚୈତ୍ର ପର୍ବ […]

Read More Text.

ଆରଜି କର ମେଡିକାଲ କଲେଜ ଗଣଦୁଷ୍କର୍ମ ପୀଡ଼ିତାଙ୍କ ମା’ଙ୍କୁ ଟିଏମସି କର୍ମୀଙ୍କ ଆକ୍ରମଣ

ନୂଆଦିଲ୍ଲୀ: ଆରଜି କର ମେଡିକାଲ କଲେଜ ଗଣଦୁଷ୍କର୍ମ ଘଟଣାର ପୀଡ଼ିତାଙ୍କ ମାଙ୍କୁ ଟିଏମସିର କିଛି କର୍ମୀ ହଇରାଣ କରିଥିବା ଅଭିଯୋଗ ଆଣିଛନ୍ତି ପୂର୍ବତ୍ତନ କେନ୍ଦ୍ରମନ୍ତ୍ରୀ ତଥା ବିଜେପି ନେତ୍ରୀ ସ୍ମୃତି ଇରାନୀ। ଯାହାର ଏକ ଭିଡ଼ିଓ ମଧ୍ୟ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବାରେ ଲାଗିଛି। ପୀଡ଼ିତାଙ୍କ ମାଆ ରତ୍ନା ଦେବନାଥ ଝିଅ ପ୍ରତି ଘଟିଥିବା ଘଟଣାର ପ୍ରତିଶୋଧ ନେବାକୁ ଟିଏମସି ବିରୁଦ୍ଧରେ ପ୍ରାର୍ଥୀ ହୋଇଛନ୍ତି। ସେ ଉତ୍ତର ପ୍ରଗଣା ଜିଲ୍ଲାର ପାଣିହାଟି ବିଧାନସଭା ମଣ୍ଡଳୀରୁ ବିଜେପିରୁ ନିର୍ବାଚନ […]

Read More Text.

ରାଜ୍ୟସଭା ସାଂସଦ ଭାବେ ଶପଥ ନେଲେ ନୀତିଶ କୁମାର

ବିହାର : ନୀତିଶ କୁମାରଙ୍କ ନୂଆ ଇନିଂସ । ଦିଲ୍ଲୀରେ ରାଜ୍ୟସଭା ସାଂସଦ ଭାବେ ଶପଥ ନେଲେ ନୀତିଶ କୁମାର । ତାଙ୍କୁ ଶପଥ ପାଠ କରାଇଲେ ରାଜ୍ୟସଭା ସଭାପତି ସିପି ରାଧାକ୍ରିଷ୍ଣନ । ଶପଥ ନେବା ପୂର୍ବରୁ ବିଜେପିର ପୂର୍ବତନ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଭେଟିଥିଲେ । ଶପଥ ନେବା ପରେ ଚାରିଟି ଗୃହର ସଦସ୍ୟ ତାଲିକାରେ ହେଲେ ସାମିଲ । ଅର୍ଥାତ ବିଧାନସଭା, ବିଧାନପରିଷଦ, ଲୋକସଭା ଏବଂ ରାଜ୍ୟସଭା ସଦସ୍ୟ ତାଲିକାରେ ସାମିଲ ହେଲେ […]

Read More Text.

ଇସ୍ତଫା ଦେଲେ ଜଷ୍ଟିସ ଯଶୱନ୍ତ ବର୍ମା, ସରକାରୀ ବାସଭବନରୁ ମିଳିଥିଲା ବିପୁଳ ଟଙ୍କା

ନୂଆଦିଲ୍ଲୀ : ଆଲ୍ଲାହାବାଦ ହାଇକୋର୍ଟ ବିଚାରପତି ଜଷ୍ଟିସ ଯଶୱନ୍ତ ବର୍ମା ଇସ୍ତଫା ଦେଇଛନ୍ତି । ନିଜର ଇସ୍ତଫାପତ୍ର ରାଷ୍ଟ୍ରପତିଙ୍କ ନିକଟକୁ ପଠାଇଛନ୍ତି । ଜଷ୍ଟିମ ଯଶୱନ୍ତ ବର୍ମା ବିରୋଧରେ ଗତବର୍ଷ ମାର୍ଚ୍ଚ ୧୪ରେ ଦିଲ୍ଲୀର ସରକାରୀ ବାସଭବନରେ ନିଆଁ ଲାଗିବା ଯୋଗୁଁ ବିପୁଳ ଟଙ୍କା ଧରାପଡିଥିଲା । ଏତେ ମାତ୍ରାର ନଗଦ କ୍ୟାସ୍ ମିଳିବା ପରେ ତାଙ୍କ ବିରୋଧରେ ମହାଭିଯୋଗ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଥିଲା । ଅଗଷ୍ଟ ୨୦୨୫ରେ ଲୋକସଭା ଅଧ୍ୟକ୍ଷ ଓମ ବିରଲା ୧୪୬ ଜଣ ସାଂସଦଙ୍କ […]

Read More Text.

ରାଜ୍ୟ କ୍ୟାବିନେଟରେ ୫ ବିଭାଗର ୧୧ ପ୍ରସ୍ତାବକୁ ମୋହର

ଭୁବନେଶ୍ୱର : ୫ ବିଭାଗର ୧୧ ପ୍ରସ୍ତାବକୁ ମୋହର ।  ଜଳସଂପଦ ବିଭାଗର ୫ଟି ଟେଣ୍ଡରକୁ ଅନୁମୋଦନ । ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ପାନୀୟଜଳ ପରିଚାଳନା ଓ ରକ୍ଷଣାବେକ୍ଷଣ ନୀତିକୁ ମଞ୍ଜୁରୀ । ୩ ,୪୦୦ କୋଟିର ଅଟକଳ ବସଷ୍ଟାଣ୍ଡ ଯୋଜନାକୁ ଅନୁମୋଦନ । ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ପରିଚାଳନା ଏବଂ ରକ୍ଷଣାବେକ୍ଷଣ ନୀତି ଆଣିଲେ ରାଜ୍ଯ ସରକାର । ଏହାକୁ ରାଜ୍ଯ କ୍ୟାବିନେଟରେ ଆଜି ଅନୁମୋଦନ ମିଳିଛି। ଏହି ନୀତି […]

Read More Text.
Vote

ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି: ଏପ୍ରିଲ୍ ସୁଦ୍ଧା ସିଟ୍ ସଂରକ୍ଷଣ ଶେଷ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର : ୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ । ଏପ୍ରିଲ୍ ସୁଦ୍ଧା ସିଟ୍ ସଂରକ୍ଷଣ ଶେଷ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ । ସରପଞ୍ଚଙ୍କ ଠାରୁ ଜିଲ୍ଲା ପରିଷଦ, କାହା ପାଇଁ କେଉଁ ସିଟ୍ ସଂରକ୍ଷଣ ରହିବ ହେବ ଚିହ୍ନଟ । ୫୦% ମହିଳାଙ୍କ ପାଇଁ ସଂରକ୍ଷଣ ହେବ । ଏପ୍ରିଲ୍ ୧୭ ସୁଦ୍ଧା ଆପତ୍ତି ଅଭିଯୋଗ କରିପାରିବେ ଜନସାଧାରଣ । ଆସନ୍ତାବର୍ଷ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ପାଇଁ ଓଡ଼ିଶା ସରକାର ପ୍ରକ୍ରିୟା ତ୍ୱରାନ୍ୱିତ କରିଛନ୍ତି […]

Read More Text.

୨୭ ସୁଦ୍ଧା ଛାତ୍ରଛାତ୍ରୀଙ୍କୁ ପୋଷାକ ବଣ୍ଟନ ନେଇ SOP

ଭୁବନେଶ୍ୱର : କେବେ ଖରା ଛୁଟି ହେବ ନିଷ୍ପତ୍ତି ହୋଇନି । ଏପ୍ରିଲ ୨୭ ସୁଦ୍ଧା ସବୁ ସ୍କୁଲର ଛାତ୍ରଛାତ୍ରୀଙ୍କୁ ପୋଷାକ ବଣ୍ଟନ ନେଇ SOP ଜାରି ହୋଇଛି । ଛୁଟି ଭିତରେ ସମସ୍ତଙ୍କୁ ଡ୍ରେସ ଯୋଗାଇ ଦିଆଯିବ। ତେବେ କେବେ ସ୍କୁଲ ଛୁଟି ହେବ କିଛି ନିଷ୍ପତ୍ତି ହୋଇନି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି । ସମୟ ଦେଖି ସଠିକ୍ ସମୟରେ ନିଷ୍ପତ୍ତି ନିଆଯିବ। ଏଥରକ ଖରା ଛୁଟି ପୂର୍ବରୁ ସବୁ […]

Read More Text.

ବାତିଲ ହୋଇନି ମେଟ୍ରୋ ପ୍ରକଳ୍ପ, ସାମୟିକ ଭାବେ ସ୍ଥଗିତ ରଖାଯାଇଛି: ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ବର: ଭୁବନେଶ୍ବରରେ ମେଟ୍ରୋ ପ୍ରକଳ୍ପ ନେଇ ନଗର ଉନ୍ନୟନ ମନ୍ତ୍ରୀ ପ୍ରତିକ୍ରିୟା ଦେଇଅଛନ୍ତି । ବାତିଲ ହୋଇନି ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ, ସାମୟିକ ଭାବେ ସ୍ଥଗିତ ରଖାଯାଇଛି । ମୁଖ୍ୟମନ୍ତ୍ରୀ କେଉଁଠି ମନା କରିନାହାନ୍ତି, ପ୍ରକଳ୍ପ ମୁଖ୍ୟମନ୍ତ୍ରୀଙ୍କ ବିଚାରଧୀନ ରହିଥିବା କହିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଆଜି ନ ହେଲେ କାଲି ମେଟ୍ରୋର ଆବଶ୍ୟକତା ରହିଥିବା ମନ୍ତ୍ରୀ କହିଛନ୍ତି । ଏଥିପାଇଁ ଆନ୍ତଃମନ୍ତ୍ରୀସ୍ତରୀୟ କମିଟି ଗଠନ କରାଯାଇଛି । କେଉଁ ଉପାୟରେ ମେଟ୍ରୋ ପ୍ରକଳ୍ପ […]

Read More Text.