ସଦ୍ଭାବନା ସମିତିର ୪୭ତମ ମାନବ ଧର୍ମ ସମ୍ମିଳନୀ ବାର୍ଷିକୋତ୍ସବ
ଜିଲ୍ଲାର ଶ୍ରେଷ୍ଠ ୪ ସେବକଙ୍କୁ ସେବାଶ୍ରୀ ଉପାଧି ଓ ସର୍ବଧର୍ମ ସଞ୍ଚାଳକ ବର୍ଗଙ୍କୁ ଭବ୍ୟ ଅଭ୍ୟର୍ଥନା ବାରିପଦା :୧୯୮୦ ମସିହା ଠାରୁ ଦେଶରେ ନିଆରା ଗଠିତ ବାରିପଦା ସଦ୍ଭାବନା ସମିତି ତାର ପ୍ରତିଷ୍ଠା ଦିବସ ଅପ୍ରେଲ ୧ ଉତ୍କଳ ଦିବସରେ ୪୭ତମ ମାନବ ଧର୍ମ ସମ୍ମିଳନୀ ବାର୍ଷିକୋତ୍ସବ ପାଳିତ ହୋଇଯାଇଛି । ଜିଲ୍ଲାପାଳଙ୍କ ସଦଭାବନା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଉତ୍ସବରେ ଓଡିଶାରେ ମାନବ ଧର୍ମର ତଥା ବାରିପଦା ସଦ୍ଭାବନା ସମିତିର ପ୍ରତିଷ୍ଠାତା ପୂର୍ଣ୍ଣଚନ୍ଦ୍ର ବୁଗୁଡେଇ ପୌରହିତ୍ୟ କରି […]
Read More Text.