ଲଦାଖରେ ହିମସ୍ଖଳନ: ୭ ମୃତ, ୫ ଗୁରୁତର

ଲଦାଖ: ଲଦାଖରେ ବଡ ଧରଣର ହିମସ୍ଖଳନ। ଶ୍ରୀନଗର -ଲେହ ଜାତୀୟ ରାଜପଥରେ ଏକ ଭୟଙ୍କର ହିମସ୍ଖଳନ ହୋଇଛି । ଏହି ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି । ଏବେ ବି ବରଫ ଭିତରେ ବହୁ ଗାଡି ଫସି ରହିଛି। ଉଦ୍ଧାର କାର୍ଯ୍ୟ ଏବେ ବି ଜାରି ରହିଥିବାରୁ ମୃତ୍ୟୁ ସଂଖ୍ୟା ବଢିବା ଆଶଙ୍କା ରହିଛି । ଶ୍ରୀନଗର-ଲେହ ଜାତୀୟ ରାଜପଥର ଜୋଜିଲା ପାସ୍ ନିକଟରେ ଏହି ଅଘଟଣ ଘଟିଛି […]

Read More Text.

୨୩ଟି ଦେଶକୁ ମାଡ଼ିଲାଣି କରୋନା ଭୂତାଣୁର ନୂଆ ଭାରିଆଣ୍ଟ ‘ସିକାଡ଼ା’

ନୂଆଦିଲ୍ଲୀ: ପୁଣି ଫେରିଲା କରୋନା ଡର। ନୂଆ ଭାରିଆଣ୍ଟର ନାଁ ‘ସିକାଡ଼ା’। ପ୍ରଥମେ ଦକ୍ଷିଣ ଆଫ୍ରିକାରେ ଠାବ ହୋଇଥିଲା । ବର୍ତ୍ତମାନ ୨୩ଟି ଦେଶକୁ ମାଡ଼ିଗଲାଣି । ବୈଜ୍ଞାନିକ ଏହାର ନାଁ BA.3.2 ବା ‘ସିକାଡ଼ା ରଖିଛନ୍ତି । ଏହା ଓମିକ୍ରନ୍ ପରିବାରର ଏକ ଅଂଶ। ଏଥିରେ ଅନେକ ପରିବର୍ତ୍ତନ ଦେଖିବାକୁ ମିଳିଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO) ଏହା ଉପରେ ନଜର ରଖିଛି । ‘ସିକାଡ଼ା’ ଏକ ପ୍ରକାରର ପୋକ। ଯିଏ ବହୁ ବର୍ଷ ଧରି […]

Read More Text.

ଏପ୍ରିଲ ୧ ରୁ ସୁଭଦ୍ରା ପାଇଁ ନୂତନ ପଞ୍ଜୀକରଣ

ଭୁବନେଶ୍ବର: ରାଜ୍ୟର ନୂତନ ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଆଗାମୀ ଏପ୍ରିଲ ୧ ତାରିଖରୁ ଏଥିନେଇ ଆବେଦନ ଆରମ୍ଭ ହେବ ବୋଲି ଘୋଷଣା କରିଛନ୍ତି ଶ୍ରୀମତୀ ପରିଡ଼ା। ସୁଭଦ୍ରା ଯୋଜନାରେ ନୂତନ ଆବେଦନ ପାଇଁ ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ଯୋଜନାରେ ଅଧିକ ସଂଖ୍ୟକ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରିବା ପାଇଁ ସରକାର ପ୍ରୟାସ ଆରମ୍ଭ କରିଛନ୍ତି। ଯେଉଁ ମହିଳାମାନେ ଏବେ ୨୧ ବର୍ଷରେ ପହଞ୍ଚିଛନ୍ତି ବିଶେଷକରି ସେମାନଙ୍କ […]

Read More Text.

ବାରିପଦାରେ ତାଣ୍ଡବ ରଚିଲା କାଳବୈଶାଖୀ: ୨ ମୃତ, ୩ ଆହତ

ମୟୁରଭଞ୍ଜ: ବାରିପଦାରେ କାଳବୈଶାଖୀ ତାଣ୍ଡବ । ପ୍ରବଳ ବର୍ଷା ଓ ପବନରେ ଦୁଇ ମୃତ ଓ ୩ ଆହତ ।  ଆହତଙ୍କୁ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ହସ୍ପିଟାଲ ରେ ଭର୍ତ୍ତି କରାଯାଇଛି ।  ଗତକାଲି ରାତି ପ୍ରାୟ ୮ଟା ବେଳେ ପ୍ରବଳ ବର୍ଷା ଓ ପବନ ଆରମ୍ଭ ହୋଇଥିଲା । ରାତି ୧୦ଟା ବେଳକୁ ପ୍ରବଳ ବର୍ଷା ଓ ଘଡଘଡି ହୋଇଥିଲା । ଏହି ସମୟରେ ଗଛ ପଡିଯିବାରୁ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି […]

Read More Text.
Bus

ଓଲଟିଲା ଟୁରିଷ୍ଟ ବସ୍: ୫ ମୃତ, ୩୦ରୁ ଉର୍ଦ୍ଧ୍ବ ଆହତ

ଦଶପଲ୍ଲା: ଓଲଟିଲା ଟୁରିଷ୍ଟ ବସ୍ । ୫ ମୃତ, ୩୦ରୁ ଉର୍ଦ୍ଧ୍ବ ଆହତ । ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ପୀଠାଖାଇ ଘାଟି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ସମସ୍ତ ମୃତାହତ ବ୍ରହ୍ମପୁର ଅଞ୍ଚଳର। ବସଟି ୫୦ରୁ ଉର୍ଦ୍ଧ୍ବ ଯାତ୍ରୀଙ୍କୁ ନେଇ ବ୍ରହ୍ମପୁରରୁ ବୌଦ୍ଧ ଅଭିମୁଖେ ଯାଉଥିଲା । ବିଳମ୍ବିତ ରାତିରେ ବସଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା । ପୋଲିସ ଓ ଅଗ୍ନିମବାହିନୀ ପହଂଚି ଯାତ୍ରୀଙ୍କୁ ଉଦ୍ଧାର କରିଛନ୍ତି । ଗୁରୁତରଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ […]

Read More Text.

ଆମେ ନାଟ୍ୟସଂସ୍ଥା ପକ୍ଷରୁ ବିଶ୍ୱ ନାଟ୍ୟ ଦିବସ 

ବାରିପଦା : ପବିତ୍ର ରାମନବମୀ ଅବସରରେ ସ୍ଥାନୀୟ ମା’ ଅମ୍ବିକା ମନ୍ଦିର ପ୍ରାଙ୍ଗଣରେ ଓଡିଶାର ଅଗ୍ରଣୀ ନାଟ୍ୟସଂସ୍ଥା ଆମେ : ବାରିପଦା ଦ୍ୱାରା ନାଟ୍ୟପ୍ରେମୀ ଓ କଳାକାରଙ୍କ ଗହଣରେ ବିଶ୍ୱ ନାଟ୍ୟ ଦିବସ ପାଳିତ ହୋଇଯାଇଛି| ସଂସ୍ଥା ଦ୍ୱାରା ଚଳିତ ବର୍ଷ ଆୟୋଜିତ ହେବାକୁ ଥିବା ୨ୟ ବାର୍ଷିକ ଜାତୀୟ ନାଟ୍ୟ ଉତ୍ସବ ପାଇଁ ପ୍ରଥମ  ପ୍ରସ୍ତୁତି ବୈଠକ ସଭାପତି କୈଳାଶ ଚନ୍ଦ୍ର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା| ଉପ ସଭାପତି ତଥା ବରିଷ୍ଠ ସାମ୍ବାଦିକ ଡଃ […]

Read More Text.
IMG 20260327 WA0246

ମୟୁରଭଞ୍ଜ ସେବା ସଂଗଠନର ପ୍ରଥମ ବାର୍ଷିକ ବୈଠକ

ବାରିପଦା : ସ୍ଥାନୀୟ ରଘୁନାଥପୁର ନିକଟସ୍ଥ ହଦହଦି ଗ୍ରାମରେ ମୟୁରଭଞ୍ଜ ସେବା ସଂଗଠନର ନିଜସ୍ୱ ଗୃହ ପବିତ୍ର ରାମନବମୀ ଅବସରରେ ଉଦଘାଟିତ ହେବାସହ ୧ମ ବାର୍ଷିକ ବୈଠକ ଅନୁଷ୍ଠିତ ହୋଇଯାଇଛି I ଅତିଥି ଭାବେ ଯୋଗଦେଇ ସମାଜସେବୀ ଡଃ ନିରୋଜ କୁମାର ପୋଥାଳ, ସୋମନାଥ ସିଂହ, ଚିତ୍ତରଞ୍ଜନ ସ୍ୱାଇଁ, ହିମାଂଶୁ ପ୍ରହରାଜ ସଂଗଠନର ନିଜସ୍ୱ ନୂତନ କାର୍ଯାଳୟର ଉଦଘାଟନ କରିଥିଲେ| ଏହି ଅବସରରେ ସଂଗଠନର ସଭାପତି ଚିନ୍ମୟ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବାର୍ଷିକ ବୈଠକରେ ସମ୍ପାଦକ ଭରତ […]

Read More Text.

ବାରିପଦା କଳାକାର ପରିବାର ତରଫରୁ ବିଶ୍ୱ ନାଟ୍ୟ ଦିବସ ପାଳିତ 

ବାରିପଦା : ବାରିପଦା ଷ୍ଟାଡିୟମ ସମ୍ମିଳନୀ କକ୍ଷରେ ବାରିପଦା କଳାକାର ପରିବାର ଆନୁକୂଲ୍ୟରେ ବିଶ୍ୱ ନାଟ୍ୟ ଦିବସ ପାଳିତ ହୋଇଯାଇଛି I ପରିବାରର ସଭାପତି ସନ୍ତୋଷ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ନାଟ୍ୟ ଆଲୋଚନା ଚକ୍ରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନଗରପାଳ କୃଷ୍ଣIନନ୍ଦ ମହାନ୍ତି ନାଟକ ମଣିଷର ସାମାଜିକ ଚଳଣିକୁ ପ୍ରଭାବିତ କରିଥାଏ ବୋଲି ପ୍ରକାଶ କରିଥିଲେ I ସ୍ୱତନ୍ତ୍ର ଅତିଥି ଭାବେ ଯୋଗଦେଇ ବାରିପଦା ଉପ ଜିଲ୍ଲାପାଳ ଡଃ ଦୟାସିନ୍ଧୁ ପରିଡା ନାଟକ ସମାଜର ଦର୍ପଣ […]

Read More Text.

୪୭ତମ ମାନବ ଧର୍ମ ସମ୍ମିଳନୀ: ୪ ଜଣଙ୍କୁ ମିଳିବ ‘ସେବକଶ୍ରୀ’ ସମ୍ମାନ

ବାରିପଦା : ସଦ୍‌ଭାବନା ସମିତି, ବାରିପଦା ପକ୍ଷରୁ ଆସନ୍ତା ଅପ୍ରେଲ ୧ତାରିଖ ବୁଧବାର  ଅପରାହ୍ନ ୫ ଘଟିକାରେ ଜିଲ୍ଲାପାଳଙ୍କ ସଦଭାବନା ସମ୍ମିଳନୀ କକ୍ଷରେ ୪୭ତମ ମାନବ ଧର୍ମ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି।  ମୁଖ୍ୟ ଅତିଥି ଭାବେ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସଏ, ବିଶିଷ୍ଟ ଅତିଥି ଭାବେ ମହାରାଜା ପ୍ରବୀଣ ଚନ୍ଦ୍ର ଭଞ୍ଜଦେଓ ଏବଂ ସ୍ୱତନ୍ତ୍ର ଅତିଥି ଭାବେ  ମହାରାଣୀ ରଶ୍ମୀ ରାଜ୍ୟଲକ୍ଷ୍ମୀ ଭଞ୍ଜଦେଓ, ସମ୍ମାନୀତ ଅତିଥି ଭାବେ ପୂର୍ବତନ ସାଂସଦ ବୀରଭଦ୍ର ସିଂ ଉପସ୍ଥିତ ରହିବାକୁ […]

Read More Text.

ଲକଡାଉନ୍ ଗୁଜବରେ ବିଶ୍ୱାସ କରନ୍ତୁ ନାହିଁ, ସ୍ପଷ୍ଟୀକରଣ ରଖିଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ : ଲକଡାଉନ୍ ଗୁଜବରେ ବିଶ୍ୱାସ କରନ୍ତୁ ନାହିଁ । ସରକାର ଦେଲେ ବଡ଼ ସ୍ପଷ୍ଟୀକରଣ । ଦେଶରେ ପୁଣିଥରେ ‘ଲକଡାଉନ୍’ ଲାଗୁ ହେବା ନେଇ ଚାଲିଥିବା ଚର୍ଚ୍ଚା ଉପରେ କେନ୍ଦ୍ର ସରକାର ନିଜର ନୀରବତା ଭାଙ୍ଗିଛନ୍ତି । କେନ୍ଦ୍ରମନ୍ତ୍ରୀ ହରଦୀପ ସିଂ ପୁରୀ ସ୍ପଷ୍ଟ କରିଛନ୍ତି, ଲକଡାଉନ୍ ଲାଗୁ କରିବା ପାଇଁ ସରକାରଙ୍କ ପାଖରେ କୌଣସି ପ୍ରସ୍ତାବ ନାହିଁ। ଏହିସବୁ ଖବର ସମ୍ପୂର୍ଣ୍ଣ ଭିତ୍ତିହୀନ ଏବଂ ମିଥ୍ୟା। ବିଶ୍ୱ ସ୍ତରରେ ଯୁଦ୍ଧ ପରିସ୍ଥିତି ଲାଗି ରହିଥିବା ବେଳେ […]

Read More Text.