ପଶ୍ଚିମ ଏସିଆ ସଙ୍କଟ : ଭାରତ ପାଇଁ ଏକ ବଡ଼ ପରୀକ୍ଷା

ହରିହର ତ୍ରିପାଠୀ, ବରିଷ୍ଠ ସାମ୍ବାଦିକ ପଶ୍ଚିମ ଏସିଆରେ ଦିନକୁ ଦିନ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ଭାରତ ସରକାର ଏକ ‘ସର୍ବଦଳୀୟ ବୈଠକ’ ଡକାଇବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଦର୍ଶାଉଛି ଯେ ସେଠାକାର ପରିସ୍ଥିତି କେତେ ଗମ୍ଭୀର ଏବଂ ଏହା ଭାରତ ଉପରେ କି ପ୍ରଭାବ ପକାଇପାରେ। ଭାରତର ଶକ୍ତି ସୁରକ୍ଷା (ତେଲ), ବାଣିଜ୍ୟ ଏବଂ ସେଠାରେ ରହୁଥିବା କୋଟି କୋଟି ଭାରତୀୟଙ୍କ ସୁରକ୍ଷା ପାଇଁ ଏବେ ଏକ ଦୃଢ଼ ଓ ମିଳିତ ରଣନୀତି ପ୍ରସ୍ତୁତ […]

Read More Text.

ଜିଲ୍ଲାସ୍ତରୀୟ ପଲ୍ଲିଶ୍ରୀ ମେଳା ଓ ଚୈତ୍ର ପର୍ବ ପ୍ରସ୍ତୁତି ବୈଠକ

ବାରିପଦା : ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ତରଫରୁ ଚୈତ୍ର ପର୍ବ -୨୦୨୬ ପାଳନ ଅବସରରେ ଜିଲ୍ଲାସ୍ତରୀୟ ପଲ୍ଲିଶ୍ରୀ ମେଳା ଆୟୋଜନ କରିବା ପାଇଁ  ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟ୍ ଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ଏପ୍ରିଲ ମାସ ୧୧ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଚୈତ୍ର ପର୍ବ ଅବସରରେ ପଲ୍ଲିଶ୍ରୀ ମେଳା ଆୟୋଜନ ହେବ । ଓରମାସ୍ ତଥା ଓଡ଼ିଶା ଗ୍ରାମ୍ୟ ଉନ୍ନୟନ ଓ ବିପଣନ ସମିତି ପକ୍ଷରୁ […]

Read More Text.

କିଶୋରୀ ବାଳିକାଙ୍କ ଆନ୍ତଃଜିଲ୍ଲା ପରିଦର୍ଶନ କାର୍ଯ୍ୟକ୍ରମ

ବାରିପଦା : ମୟୂରଭଞ୍ଜ ଜିଲ୍ଲା ସମାଜ କଲ୍ୟାଣ କାର୍ଯ୍ୟାଳୟ ଦ୍ବାରା ଆଜି କିଶୋରୀମାନଙ୍କ ପାଇଁ ଆନ୍ତଃଜିଲ୍ଲା ଏକ୍ସପୋଜର ପରିଦର୍ଶନ ଅନୁଷ୍ଠିତ ହୋଇଛି । ଏହା ଅତ୍ୟନ୍ତ ଉତ୍ସାହ ଏବଂ ଦଳଗତ ଭାବନା ସହିତ ସଫଳତାର ସହ ଆୟୋଜିତ ହୋଇଛି । ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ଶ୍ରୀମତୀ ନିହାରିକା ମହାନ୍ତି ପତାକା ଦେଖାଇ ଏହି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ । ଏହି ପରିଦର୍ଶନର ଏକ ଅଂଶ ଭାବରେ କିଶୋରୀମାନଙ୍କୁ ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ କାର୍ଯ୍ୟାଳୟ ଏବଂ ଅନୁଷ୍ଠାନକୁ ନିଆଯାଇଥିଲା […]

Read More Text.

 ବିପର୍ଯ୍ୟୟ ପ୍ରଶମନ ଓ ଅଗ୍ନି ନିର୍ବାପକ ଡ୍ରିଲ

ବାରିପଦା : ବାରିପଦା ମୁନିସିପାଲିଟି ଅନ୍ତର୍ଗତ ସାଇ ଆଦର୍ଶ ସ୍ନାତକ ମହାବିଦ୍ୟାଳୟରେ ବିପର୍ଯ୍ଯୟ ପ୍ରଶମନ ଓ ଅଗ୍ନି ନିର୍ବାପକ ଡ୍ରିଲ ଅନୁଷ୍ଠିତ ହୋଇଯାଇଛି I ଅଗ୍ନିଶମ ବିଭାଗ, ଓଡ଼୍ରାଫ୍ ଓ ଜିଲ୍ଲା ଆପଦ କାଳୀନ ବିଭାଗର ମିଳିତ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା I ମହାବିଦ୍ୟାଳୟର ଅଧ୍ୟକ୍ଷ ଜିତେନ୍ଦ୍ର ପାଲ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ଜିଲ୍ଲା ଆପଦ କାଳୀନ ବିଭାଗର ଡେପୁଟି କଲେକ୍ଟର ଭବାନୀ ପ୍ରସାଦ ସାହୁ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ […]

Read More Text.

ସ୍ୱରାଜ ବାରିକ “ମୟୂରଭଞ୍ଜ ଛଉ ନୃତ୍ୟ ମୋ ଗର୍ବ” ଅଭିଯାନର ବ୍ରାଣ୍ଡ୍ ଏମ୍ବାସାଡର୍

ବାରିପଦା : ମୟୂରଭଞ୍ଜର ସମୃଦ୍ଧ ସାଂସ୍କୃତିକ ଐତିହ୍ୟର ଅଂଶ ମୟୂରଭଞ୍ଜ ଛଉ ନୃତ୍ୟକୁ ବିଶ୍ୱପଟରେ ପ୍ରତିଷ୍ଠା କରିବା ପାଇଁ ଉତ୍ତରସାହି ଛଉ ନୃତ୍ୟ ପ୍ରତିଷ୍ଠାନ, ବାରିପଦା ଦ୍ୱାରା “ମୟୂରଭଞ୍ଜ ଛଉ ନୃତ୍ୟ ମୋ ଗର୍ବ” ନାମକ ଅଭିଯାନ ଗତ ୨୦୨୫ ଜୁନ ୧୫ ତାରିଖ ଆରମ୍ଭ କରାଯାଇଥିଲା I ଏହି ଅଭିଯାନର ବ୍ରାଣ୍ଡ୍ ଏମ୍ବାସାଡର୍ ଭାବେ ଓଡ଼ିଆ ଚଳଚ୍ଚିତ୍ର ଜଗତର ଚର୍ଚ୍ଚିତ ଅଭିନେତା ସ୍ୱରାଜ ବାରିକଙ୍କୁ ମନୋନୀତ କରାଯାଇଛି I  ଆଜି ଅମ୍ବିକାସାହି ସ୍ଥିତ ପ୍ରତିଷ୍ଠାନର କାର୍ଯ୍ୟାଳୟ […]

Read More Text.

ବିଦ୍ୟାଳୟ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ସଂପର୍କିତ କର୍ମଶାଳା 

ବାରିପଦା : ବାରିପଦା ମୁନିସିପାଲିଟି ଅନ୍ତର୍ଗତ ୧୫ନଂ ୱାର୍ଡ ସ୍ଥିତ ପୂର୍ଣ୍ଣଚନ୍ଦ୍ର ପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କେ ସି ପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ବିଦ୍ୟାଳୟ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ଉପରେ  ଦିନିକିଆ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି I ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ତପସ୍ୱିନୀ ଦାଶ ଓ ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୌମ୍ୟ ଦାଶ ଉପସ୍ଥିତ ରହି ଏହି କର୍ମଶାଳାକୁ ଉଦଘାଟନ କରିବା […]

Read More Text.

ସେନାରେ ମହିଳା ଅଧିକାରୀଙ୍କୁ ମିଳିବ ସ୍ଥାୟୀ ନିଯୁକ୍ତି

ନୂଆଦିଲ୍ଲୀ : ସୁପ୍ରିମକୋର୍ଟ ସେନାରେ ମହିଳା ଅଧିକାରୀମାନଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଦେଇଛନ୍ତି। ଭାରତୀୟ ସେନାରେ ଲିଙ୍ଗଗତ ସମାନତାକୁ ସୁଦୃଢ଼ କରି ସୁପ୍ରିମକୋର୍ଟ ଏକ ବଡ଼ ପଦକ୍ଷେପ ସ୍ୱରୂପ, ଆଜି ମହିଳା ଅଧିକାରୀଙ୍କୁ ସ୍ଥାୟୀ ନିଯୁକ୍ତି ମିଳିବା ନେଇ ଘୋଷଣା କରିଛନ୍ତି । ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱରେ ଗଠିତ ଏକ ବେଞ୍ଚ୍ ସମ୍ବିଧାନର ଧାରା ୧୪୨ ଅନୁଯାୟୀ ନିଜର ବିଶେଷ କ୍ଷମତା ପ୍ରୟୋଗ କରି ଏହି ରାୟ ଶୁଣାଇଛନ୍ତି। ବର୍ଷକୁ କେବଳ ୨୫୦ ମହିଳା ଅଧିକାରୀଙ୍କୁ ସ୍ଥାୟୀ ନିଯୁକ୍ତି […]

Read More Text.

କଲମ୍ବିଆ ମିଲିଟାରୀ ପ୍ଲେନ କ୍ରାସ: ଚାଲିଗଲା ୬୬ ଜୀମନ, ୬୦ରୁ ଉର୍ଦ୍ଧ୍ବ ଆହତ

ନୂଆଦିଲ୍ଲୀ: କଲମ୍ବିଆ ମିଲିଟାରୀ ପ୍ଲେନ କ୍ରାସ । ୬୬ ମୃତ । ଦକ୍ଷିଣ କଲମ୍ବିଆ ସୀମା ପେରୁ ନିକଟରେ ବିମାନ କ୍ରାସ । ୧୨୫ ଜଣଙ୍କୁ ନେଇ କଲମ୍ବିଆର ପୁଏର୍ଟୋ ଲେଗୁଇଜାମୋ ବିମାନ ବନ୍ଦରରୁ ଉଡ଼ାଣ ଭରିବାର କିଛି ସମୟ ପରେ ଘଟିଛି ଦୁର୍ଘଟଣା ।  ବିମାନ ବନ୍ଦରଠାରୁ ପ୍ରାୟ ଦେଢ଼ କିଲୋମିଟର ଦୂରରେ ଜଙ୍ଗଲ ମଧ୍ୟରେ ଖସିପଡ଼ିଥିଲା ମିଲିଟାରୀ ପ୍ଲେନ ।  ସାମରିକ ବିମାନ ଦୁର୍ଘଟଣାରେ ୬୬ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ପ୍ରାୟ ୬୦ରୁ ଉର୍ଦ୍ଧ୍ବ […]

Read More Text.

ଦେଶରେ ପ୍ରଥମ ଇଚ୍ଛାମୃତ୍ୟୁ, ଦିଲ୍ଲୀ ଏମ୍ସରେ ଶେଷ ନିଶ୍ବାସ ତ୍ୟାଗ କଲେ ହରିଶ ରାଣା

ଗାଜିଆବାଦ: ଦିଲ୍ଲୀ ଏମ୍ସରେ ଶେଷ ନିଶ୍ବାସ ତ୍ୟାଗ କଲେ ହରିଶ ରାଣା । ସୁପ୍ରିମକୋର୍ଟରୁ ଇଚ୍ଛାମୃତ୍ୟୁ ପାଇଁ ଅନୁମତି ମିଳିବା ପରେ, ତାଙ୍କର ଶେଷ ଯାତ୍ରା ଲାଗି ଦିଲ୍ଲୀ ଏମ୍ସରେ ଚାଲିଥିଲା ପ୍ରସ୍ତୁତି । ଆଉ ଆଜି ସବୁଦିନ ପାଇଁ ଦୁନିଆ ଛାଡ଼ି ଆରପାରିକୁ ଚାଲିଯାଇଛନ୍ତି ଗାଜିଆବାଦର ହରିଶ ରାଣା । ସେ ଦୀର୍ଘ ୧୩ ବର୍ଷ ଧରି କୋମାରେ ଥିଲେ । ତାଙ୍କୁ ଇଚ୍ଛାମୃତ୍ୟୁ ମିଳୁ ବୋଲି ଦାବି କରି ଦୀର୍ଘ ଦିନ ଧରି ନ୍ୟାୟିକ […]

Read More Text.

ଆସନ୍ତାକାଲି ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି, ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ

ପୁରୀ  : ଆସନ୍ତାକାଲି ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ହେବ ।  ଏଥିପାଇଁ ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ ହୋଇଛି ।  ଗଣତିମଣତି ବେଳେ ଫଟୋଗ୍ରାଫି, ଭିଡିଓଗ୍ରାଫି ସହ ଥ୍ରୀ-ଡି ମ୍ୟାପିଂ କରାଯିବ ।  ଫଳରେ ଏଥିରେ ରହିବ ସ୍ୱଚ୍ଛତା ।  ମହାପ୍ରଭୁଙ୍କ ରତ୍ନଭଣ୍ଡାର ଅଳଙ୍କାର ଗଣତି ପାଇଁ ନିୟମ ହୋଇଛି । ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।  ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଏବଂ ମୁଖ୍ୟ ପ୍ରଶାସକ […]

Read More Text.