ଯୁଦ୍ଧବିରତି ନେଇ ଆଲୋଚନା ହୋଇନଥିବା କହିଲା ଇରାନ
ନୂଆଦିଲ୍ଲୀ : ଟ୍ରମ୍ପଙ୍କୁ ଝଟକା ! ଇରାନ ମନା କଲା । ଆମେରିକା ସହ କୌଣସି ସିଧାସଳଖ ଆଲୋଚନା ହୋଇନଥିବା କହିଛି ଇରାନ । ଇରାନର ବୈଦେଶିକ ମନ୍ତ୍ରୀ ଆମେରିକାର ଦାବିକୁ ଖଣ୍ଡନ କରି କହିଛନ୍ତି ଯେ, ୱାଶିଂଟନ୍ ସହିତ ସେମାନଙ୍କର କୌଣସି ସିଧାସଳଖ ଆଲୋଚନା ହୋଇନାହିଁ । ଆମେରିକା କେବଳ ସମୟ ଗଡ଼ାଇବା ପାଇଁ ଏଭଳି ମିଥ୍ୟା ପ୍ରଚାର କରୁଛି ବୋଲି ଇରାନ ଅଭିଯୋଗ କରିଛି । ଇରାନ ସରକାର ସ୍ପଷ୍ଟ କରିଛନ୍ତି ଯେ, ସେମାନେ […]
Read More Text.