ଭାରତକୁ ପରମାଣୁ ବୋମାର ଧମକ ଦେଲା ପାକିସ୍ତାନ

ନୂଆଦିଲ୍ଲୀ : ଭାରତକୁ ପରମାଣୁ ବୋମାର ଧମକ। ଆମେରିକା ଆମ ପରମାଣୁ ଅସ୍ତ୍ରକୁ ଟାର୍ଗେଟ୍ କଲେ ଆମେ ଦିଲ୍ଲୀ-ମୁମ୍ବାଇ ଉପରେ ବୋମା ପକାଇବୁ ବୋଲି କହିଛନ୍ତି ପାକିସ୍ତାନର ପୂର୍ବତନ ହାଇକମିଶନର ଅବଦୁଲ ବାସିତ।  ପାକିସ୍ତାନର ପୂର୍ବତନ ହାଇକମିଶନର ଅବଦୁଲ ବାସିତ ଏକ ଅତ୍ୟନ୍ତ ବିବାଦୀୟ ଏବଂ ଆଶ୍ଚର୍ଯ୍ୟଜନକ ବୟାନ ଦେଇଛନ୍ତି । ସେ କହିଛନ୍ତି, ଯଦି କେବେ ଆମେରିକା ପାକିସ୍ତାନର ପରମାଣୁ ସାମର୍ଥ୍ୟକୁ ନଷ୍ଟ କରିବାକୁ ଚେଷ୍ଟା କରେ ତାହେଲେ ପାକିସ୍ତାନ ବିନା ଦ୍ୱିଧାରେ ଭାରତର ଦିଲ୍ଲୀ ଏବଂ […]

Read More Text.

ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁଁ ବିମାନ ଶିଳ୍ପ ପ୍ରଭାବିତ, ୩ ସପ୍ତାହ ମଧ୍ୟରେ ୨୫୦୦ ଉଡାଣ ରଦ୍ଦ

ନୂଆଦିଲ୍ଲୀ : ଏୟାର ଇଣ୍ଡିଆ ଫ୍ଲାଇଟ୍ ଉପରେ ପଶ୍ଚିମ ଏସିଆରେ ଚାଲୁଥିବା ଯୁଦ୍ଧର ବହୁତ ବଡ଼ ପ୍ରଭାବ ପଡିଛି ।  ଗତ ତିନି ସପ୍ତାହ ମଧ୍ୟରେ ପାଖାପାଖି ୨୫୦୦ ଉଡାଣ ବାତିଲ କରାଯାଇଛି ବୋଲି ଏୟାରଲାଇନ୍ସର ସିଇଓ କ୍ୟାମ୍ପେବେଲ ୱିଲସନ୍ କର୍ମଚାରୀମାନଙ୍କୁ ସୂଚନା ଦେଇଛନ୍ତି । ଏୟାର ଇଣ୍ଡିଆ ବର୍ତ୍ତମାନ ପଶ୍ଚିମ ଏସିଆକୁ ଏହାର ସାଧାରଣ ଉଡାଣର ପ୍ରାୟ ୩୦% ପରିଚାଳନା କରୁଛି ବୋଲି ମଧ୍ୟ ସେ କହିଛନ୍ତି । ଏବେ ସମସ୍ତଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବିମାନ […]

Read More Text.
Klausuren Uni Schule Blog 738x332 1 696x313

୨୩ରୁ ବିଏଡ, ଏମଏଡ, ବିଏଚଏଡ ପ୍ରବେଶିକା ପରୀକ୍ଷା ପାଇଁ ଆବେଦନ ଆରମ୍ଭ

ଭୁବନେଶ୍ଵର:ଶିକ୍ଷାବର୍ଷ ୨୦୨୬-୨୭ ନିମନ୍ତେ ଦୁଇ ବର୍ଷିଆ ବି. ଏଡ଼, ଏମ. ଏଡ଼, ବି.ଏଚ.ଏଡ଼ ପାଠ୍ୟକ୍ରମରେ ନାମଲେଖା ପ୍ରକିୟା ଶୀଘ୍ର ଆରମ୍ଭ କରାଯିବା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି।   ଦୁଇ ବର୍ଷିଆ ବି. ଏଡ଼, ଏମ. ଏଡ଼, ବି.ଏଚ.ଏଡ଼ ପାଠ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କର ଚୟନ ପ୍ରବେଶିକା ପରୀକ୍ଷା ମାଧ୍ୟମରେ କରାଯିବ। ଉକ୍ତ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଆଗ୍ରହୀ ଥିବା ଛାତ୍ରଛାତ୍ରୀମାନେ ୨୩ ମାର୍ଚ୍ଚ, ୨୦୨୬ ଠାରୁ ୬ ଏପ୍ରିଲ, ୨୦୨୬ ପର୍ଯ୍ୟନ୍ତ ସାମ୍ସ […]

Read More Text.
Screenshot 2026 03 22 140236 750x430

ଏଣିକି ବଡ଼ଦାଣ୍ଡରେ ମଦ ଦୋକାନ ଖୋଲିବାକୁ ମିଳିବନି ଅନୁମତି

ଭୁବନେଶ୍ୱର: ଏଣିକି ବଡ଼ଦାଣ୍ଡରେ ଖୋଲି ପାରିବେନି ମଦ ଦୋକାନ। ପୁରୀ ଶ୍ରୀମନ୍ଦିର ୧ କି.ମି. ପରିଧି ବଡ଼ଦାଣ୍ଡରେ ମଦ ଦୋକାନ ଖୋଲିବାକୁ ଅନୁମତି ଦିଆଯାଇ ପାରିବ ନାହିଁ। ଏହି ପରିଧି ମଧ୍ୟରେ ମଦ ଦୋକାନ ଖୋଲିବାକୁ କୌଣସି ସ୍ବତନ୍ତ୍ର ନିୟମ ନାହିଁ। ଏହାକୁ ଅବକାରୀ ବିଭାଗ କଡ଼ାକଡ଼ି ଭାବେ ପାଳନ କରିବାକୁ ଷ୍ଟାଣ୍ଡିଂ କମିଟି ଅବକାରୀ ବିଭାଗକୁ ସୁପାରିସ କରିଛି।   ଓଡ଼ିଶା ଅବକାରୀ ନିୟମ-୨୦୧୭ ଅନୁସାରେ, ସହରାଞ୍ଚଳରେ ଥିବା ମନ୍ଦିରଠାରୁ ୩୦୦ ମିଟର ଭିତରେ ମଦ […]

Read More Text.
IMG 20260320 WA0259

ଅଧୀକାରୀଙ୍କ ଲିଖିତ ପ୍ରତିଶ୍ରୁତି ପରେ ମୟୂରଭଞ୍ଜ ଆଦିବାସୀ ଏକତା ମଞ୍ଚ ତରଫରୁ ବାମନଘାଟି ଵନ୍ଦ ସ୍ଥଗିତ

ବାରିପଦା : ମୟୁରଭଞ୍ଜ ଜିଲ୍ଲା ତିରିଂ ଥାନା ଅନ୍ତର୍ଗତ ସୁନାପୋଷୀ ଗ୍ରାମରେ ସଂଖ୍ୟାଲଘୁ ସଂପ୍ରଦାୟର ଯୁବକର ଆଦିବାସୀ ନାବାଳିକା ପ୍ରତି ବଳାତ୍କାର ଉଦ୍ୟମରେ ପୋଲିସଠାରୁ ନ୍ୟାୟ ପାଇଁ ଚଳିତ ମାସ ୧୩ ତାରିଖ  ଦିନ ଵହଳଦା ବାଇପାସରେ ରାସ୍ତା ଅବରୋଧ କରିଥିଲେ ।ରାସ୍ତା ଅବରୋଧ ସମୟରେ ପୋଲିସ ଅବରୋଧକାରୀଙ୍କୁ ମାଡ଼ ଦେବା ଫଳରେ ଉତ୍ୟକ୍ତ ଅବରୋଧକାରୀ  ପୋଲିସଙ୍କୁ ପ୍ରତି ଆକ୍ରମଣ କରିବାରୁ  ୨ ପୋଲିସ ଗୁରୁତର ଥିବାବେଳେ ୧୧ କର୍ମଚାରୀ ଆହତ ହୋଇଥିଲେ ।ପୋଲିସ ଘଟଣାକୁ ନେଇ […]

Read More Text.
Pan

ମାର୍ଚ୍ଚ ୩୧ ସୁଦ୍ଧା ପାନ୍-ଆଧାର ଲିଙ୍କ ଶେଷ ସୁଯୋଗ, ଭାରତୀୟ ଆୟକର ବିଭାଗର ନୂତନ ବିଜ୍ଞପ୍ତି

ନୂଆଦିଲ୍ଲୀ: ଭାରତୀୟ ଆୟକର ବିଭାଗ ପକ୍ଷରୁ ମାର୍ଚ୍ଚ ୨୦୨୬ ପାଇଁ କିଛି ଗୁରୁତ୍ୱପୂର୍ଣ୍ଣ ନୂତନ ବିଜ୍ଞପ୍ତି ଏବଂ ନିୟମ ଜାରି କରାଯାଇଛି। ଆର୍ଥିକ ବର୍ଷ ଶେଷ ହେବାକୁ ଯାଉଥିବାରୁ ଆଧାର-ପାନ ଲିଙ୍କ୍ କରିବାର ଶେଷ ସୁଯୋଗ ଦିଆଯାଇଛି। ସରକାରଙ୍କ ନୂତନ ବିଜ୍ଞପ୍ତି ଅନୁଯାୟୀ ୩୧ ମାର୍ଚ୍ଚ ୨୦୨୬ ସୁଦ୍ଧା ଯଦି ଆପଣ ନିଜର ପାନ୍‌କୁ ଆଧାର ସହିତ ଲିଙ୍କ୍ କରିନାହାଁନ୍ତି, ତେବେ ଆପଣଙ୍କର ପାନ୍ କାର୍ଡ ଅକାମୀ ହୋଇଯିବ। ବର୍ତ୍ତମାନ ଏଥିପାଇଁ ଜଣେ ବ୍ୟକ୍ତି ୧,୦୦୦ ର […]

Read More Text.
Natanz

ଇରାନର ନତାଞ୍ଜ ପରମାଣୁ କେନ୍ଦ୍ର ଉପରେ ବୋମା ବର୍ଷା କଲେ ଆମେରିକା-ଇସ୍ରାଏଲ

ନୂଆଦିଲ୍ଲୀ : ଆମେରିକା ଓ ଇସ୍ରାଏଲ ଇରାନର ନତାଞ୍ଜ ପରମାଣୁ କେନ୍ଦ୍ର ଉପରେ ଆକ୍ରମଣ କରିଛନ୍ତି । ଆଜି ଏହି ଦୁଇଟି ଦେଶ ଇରାନର ନତାଞ୍ଜ ପରମାଣୁ କେନ୍ଦ୍ର ଉପରେ ଏୟାରଷ୍ଟ୍ରାଇକ୍ କରିଛନ୍ତି । ଏହି ଆକ୍ରମଣରେ ଏପର୍ଯ୍ୟନ୍ତ କୌଣସି ପ୍ରକାର ରେଡିଓ ଆକ୍ଟିଭ ଲିକ୍ ହୋଇନାହିଁ । ଏହି ଅଞ୍ଚଳ ଓ ଆଖପାଖର ଲୋକଙ୍କ ପାଇଁ କୌଣସି ବିପଦ ନାହିଁ ବୋଲି କୁହାଯାଇଛି । ବୋମାମାଡ଼ ଯୋଗୁଁ ସ୍ଥାନୀୟ ଲୋକ ଭୟଭୀତ ହୋଇ ରହିଛନ୍ତି । ଆକ୍ରମଣ […]

Read More Text.

କାର୍ ପାର୍ଟସ୍ କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ, ୧୦ ମୃତ, ୫୯ ଆହତ

ସିଓଲ : ଦକ୍ଷିଣ କୋରିଆ ଡେଜେଓନ୍ ସହରର ଏକ କାର୍ ପାର୍ଟସ୍ କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ । ଏଥିରେ ୧୦ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୫୯ ଜଣ ଆହତ ହୋଇଛନ୍ତି । ତେବେ ବିସ୍ଫୋରଣ ଯୋଗୁଁ ଅଗ୍ନିକାଣ୍ଡ ହୋଇଥିବା ଜଣାପଡିଛି । ଘଟଣାରେ ୪ ଜଣ ନିଖୋଜ ରହିଛନ୍ତି । ଅଗ୍ନିଶମ ବାହିନୀ ଭଗ୍ନାବଶେଷ ତଳୁ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଅଗ୍ନିକାଣ୍ଡ ସମୟରେ ପ୍ଲାଣ୍ଟରେ ମୋଟ ୧୭୦ ଜଣ କର୍ମଚାରୀ ରହିଥିଲେ । […]

Read More Text.

ଆସନ୍ତା ୭ ଦିନ ଯାଏଁ କାଳବୈଶାଖୀ ବର୍ଷା ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର : ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷା ।  ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ।  ବର୍ଷା ସମୟରେ ୩୦ ରୁ ୪୦ କିମି ବେଗରେ ପବନ ବହିପାରେ ।  ତେବେ ଆସନ୍ତା ଦୁଇ ଦିନ ପାଇଁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆଜି ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲାରେ ତାଣ୍ଡବ ରଚିପାରେ କାଳବୈଶାଖୀ ।  ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣଂ ଜାରି ହୋଇଛି ।  […]

Read More Text.

ଅଖାରୁ ମିଳିଲା ନିଖୋଜ ଛାତ୍ରୀଙ୍କ ମୃତଦେହ

 କରଞ୍ଜିଆ: ଅଖା ଭିତରୁ ମିଳିଲା ନିଖୋଜ ଛାତ୍ରୀଙ୍କ ମୃତଦେହ। ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ। କରଞ୍ଜିଆ ଏନଏସି ୱାର୍ଡ ନ ୧୫ ବଣସାହି ନିକଟରେ ଅଖା ଭିତରୁ ମିଳିଲା ନିଖୋଜ ନାବାଳିକାଙ୍କ ମୃତଦେହ । ନିଖୋଜ ହୋଇଥିବା ନେଇ ଗତକାଲି ବିଳମ୍ବିତ ରାତିରେ ଥାନାରେ ଏତଲା କରିଥିଲେ ପରିବାର ଲୋକେ। ଆଜି ସକାଳୁ ଘର ଠାରୁ ୨୦୦ମିଟର ଦୂରରେ ଏକ ଅଖା ଭିତରୁ ମିଳିଲା ମୃତଦେହ। ମୃତ ଛାତ୍ରୀ ଜଣକ କରଞ୍ଜିଆ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର […]

Read More Text.