ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ବିବାହ ବନ୍ଧନରେ ବାନ୍ଧି ହେଲେ ୪୩ ଦମ୍ପତି 

ବାରିପଦା : ରାଜ୍ୟ ସରକାରଙ୍କ ସାମାଜିକ କଳ୍ୟାଣମୂଳକ ପଦକ୍ଷେପ ଭାବେ ଆରମ୍ଭ ହୋଇଥିବା ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ ଆର୍ଥିକ ଦୁର୍ବଳ ଶ୍ରେଣୀର କନ୍ୟାମାନଙ୍କୁ ବିବାହ ସମୟରେ ସହାୟତା ପ୍ରଦାନ କରି ସମାଜରେ ସାମାଜିକ ସୁରକ୍ଷା ଓ ସମତା ସୃଷ୍ଟି କରିବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରୂପେ ପ୍ରମାଣିତ ହେଉଛି। ଏହି ଯୋଜନା ମାଧ୍ୟମରେ ଯୋଗ୍ୟ ହିତାଧିକାରୀ କନ୍ୟାମାନଙ୍କ ବିବାହକୁ ସମୂହ ଭାବେ ସମ୍ପନ୍ନ କରାଯାଇ ସେମାନଙ୍କୁ ଏକ ସୁନ୍ଦର ଓ ସୁରକ୍ଷିତ ଭବିଷ୍ୟତ ପାଇଁ ପ୍ରେରିତ […]

Read More Text.

ମାସିକ ଧର୍ମ ବେଳେ ମହିଳାଙ୍କ ଛୁଟି ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ମାସିକ ଧର୍ମ ସମୟରେ ମହିଳା କର୍ମଚାରୀଙ୍କୁ ଛୁଟି ପ୍ରଦାନ କରିବା ପାଇଁ ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି । କୋର୍ଟ ଏହି ମାମଲାକୁ ବିଚାର କରିବାକୁ ମନା କରିଦେଇଛନ୍ତି । କୋର୍ଟ କହିଛନ୍ତି, “ମହିଳାମାନଙ୍କୁ ଏତେ ଦୁର୍ବଳ ଭାବନ୍ତୁ ନାହିଁ ।” ଯଦି ପେଡ୍ ପିରିୟଡ଼୍ ଲିଭକୁ ବାଧ୍ୟତାମୂଳକ କରାଯାଏ, ତେବେ କେହି ସେମାନଙ୍କୁ ନିଯୁକ୍ତି ଦେବାକୁ ଇଚ୍ଛୁକ ହେବେ ନାହିଁ । ଏମିତି ହେଲେ ଆଗକୁ ମହିଳାମାନଙ୍କୁ ଚାକିରି ମିଳିବାରେ ସମସ୍ୟା ଦେଖାଦେବ । […]

Read More Text.

ଭୟରେ ଅଧିକ ଗ୍ୟାସ୍‌ କିଣୁଛନ୍ତି ଗ୍ରାହକ: ଦୈନିକ ୭୫.୭ ଲକ୍ଷ ବୁକିଂ

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟ ଯୁଦ୍ଧ ପାଇଁ ଦେଶରେ ରନ୍ଧନ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହୋଇଛି। ଘରୋଇ ଏଲ୍‌ପିଜି ଯୋଗାଣକୁ ନିଶ୍ଚିତ କରିବା ପାଇଁ ସରକାର ବାଣିଜ୍ୟିକ ଏଲ୍‌ପିଜି ଯୋଗାଣ ଉପରେ କଟକଣା ଲଗାଇଛନ୍ତି। ଏଭଳି ସମୟରେ ସରକାର ଆଜି କହିଛନ୍ତି ଯୁଦ୍ଧ କାରଣରୁ ଏଲ୍‌ପିଜି ନପାଇବା ଆଶଙ୍କା ଗ୍ରାହକଙ୍କ ମନରେ ଦେଖାଦେଇଛି। ଏଥିପାଇଁ ସେମାନେ ଅଧିକ ସଂଖ୍ୟାରେ ଏଲ୍‌ପିଜି ବୁକିଂ କରୁଛନ୍ତି। ଭୟରେ ଏଲ୍‌ପିଜି ବୁକିଂ ନକରିବା ପାଇଁ ଲୋକଙ୍କୁ ସରକାର କହିଛନ୍ତି। ଆବଶ୍ୟକତା ଥିଲେ ବୁକିଂ କରିବା […]

Read More Text.

ତେହେରାନରେ ଏୟାରଷ୍ଟ୍ରାଇକ, ୧୦ ଇରାନ ସୁରକ୍ଷାକର୍ମୀ ମୃତ

ନୂଆଦିଲ୍ଲୀ : ଇରାନ ଉପରେ ଆମେରିକା-ଇସ୍ରାଏଲର ପ୍ରଚଣ୍ଡ ଆକ୍ରମଣ । ବଡ଼ ଧରଣର ଏୟାରଷ୍ଟ୍ରାଇକରେ ଥରହର ତେହେରାନ । ଇରାନର ସବୁ ଯୁଦ୍ଧ ଜାହାଜକୁ ବୁଡ଼ାଇ ଦେଲା ଆମେରିକା । ଆମେରିକା ଏବଂ ଇସ୍ରାଏଲ ମିଳିତ ଭାବେ ଇରାନର ରାଜଧାନୀ ତେହେରାନ ଉପରେ ଭୟଙ୍କର ଆକ୍ରମଣ କରିଛନ୍ତି । ଏଥିରେ ସୁରକ୍ଷା ବାହିନୀର ଅତିକମରେ ୧୦ ଜଣ କର୍ମଚାରୀ ପ୍ରାଣ ହରାଇଛନ୍ତି । ଇରାନର ଶକ୍ତିଶାଳୀ ସେନା ‘IRGC’ ର ଗୁପ୍ତଚର ବିଭାଗ ଏବଂ କୁର୍ଦ୍ଦିସ୍ତାନ ଅଞ୍ଚଳରେ ଥିବା […]

Read More Text.

ଏପ୍ରିଲରୁ ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା, ବଦ୍ରିନାଥ-କେଦାରନାଥ ମନ୍ଦିରରେ ଅଣହିନ୍ଦୁଙ୍କ ପ୍ରବେଶ ନିଷେଧ

ନୂଆଦିଲ୍ଲୀ : ୨୦୨୬ ଏପ୍ରିଲ ୧୯ ତାରିଖରୁ ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ଆରମ୍ଭ ହେବାକୁ ଯାଉଛି। ଏହି ଦିନ ଗଙ୍ଗୋତ୍ରୀ ଏବଂ ଯମୁନୋତ୍ରୀ ମନ୍ଦିରର ଦ୍ୱାର ଖୋଲିବ। ତୀର୍ଥଯାତ୍ରୀଙ୍କ ପାଇଁ ପଞ୍ଜୀକରଣ ପ୍ରକ୍ରିୟା ମାର୍ଚ୍ଚ ୬ ତାରିଖରୁ ଆରମ୍ଭ ହୋଇଥିଲା । ସରକାର ତୀର୍ଥଯାତ୍ରୀମାନଙ୍କୁ ଉନ୍ନତ ସୁବିଧା ଯୋଗାଇବା ପାଇଁ ବ୍ୟବସ୍ଥା କରୁଛନ୍ତି । ସରକାର ପୂର୍ବରୁ ଚାରିଧାମ ମନ୍ଦିରରେ ମୋବାଇଲ୍ ଫୋନ୍ ନିଷିଦ୍ଧ କରିବାକୁ ନିଷ୍ପତ୍ତି ନେଇସାରିଛନ୍ତି। ଏହି ସମୟରେ, ବଦ୍ରିନାଥ-କେଦାର ମନ୍ଦିର କମିଟି ଅଣହିନ୍ଦୁମାନଙ୍କୁ ମନ୍ଦିର […]

Read More Text.
Puriscreengrab 1773316070 1024x576

ଦେଶରେ ଇନ୍ଧନର ଅଭାବ ନାହିଁ, ଗଚ୍ଛିତ ଅଛି ପର୍ଯ୍ୟାପ୍ତ ଅଶୋଧିତ ତୈଳ: ପେଟ୍ରୋଲିୟମ ମନ୍ତ୍ରୀ

ନୂଆଦିଲ୍ଲୀ: ଦେଶରେ ଦେଖା ଦେଇଥିବା ଏଲପିଜି ସଙ୍କଟ ମଧ୍ୟରେ ବଡ ଆଶ୍ୱସନା ଦେଇଛନ୍ତି ପେଟ୍ରୋଲିୟମ୍ ଏବଂ ପ୍ରାକୃତିକ ଗ୍ୟାସ୍ ମନ୍ତ୍ରୀ ହରଦୀପ ସିଂହ ପୁରି। ଗୁରୁବାର ମନ୍ତ୍ରୀ କହିଛନ୍ତି ଯେ ଦେଶରେ କୌଣସି ଇନ୍ଧନ ଅଭାବ ନାହିଁ। ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି। ଭାରତର ଅଶୋଧିତ ଯୋଗାଣ ସ୍ଥିତି ସୁରକ୍ଷିତ ବୋଲି ଦାବି କରି ମନ୍ତ୍ରୀ ଲୋକଙ୍କୁ ଗୁଜବ ପ୍ରଚାର ନକରିବା ଏବଂ ମିଥ୍ୟା କାହାଣୀ ସୃଷ୍ଟି କରିବାରୁ ଦୂରେଇ ରହିବାକୁ ଅନୁରୋଧ କରିଛନ୍ତି। ମନ୍ତ୍ରୀ […]

Read More Text.

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟ ସାହିତ୍ୟ ଓ ସାଂସ୍କୃତିକ ପରିଷଦ ଦ୍ୱାରା ଶାସ୍ତ୍ରୀୟ ଭାଷା ଦିବସ ପାଳିତ 

ବାରିପଦା : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟ ସାହିତ୍ୟ ଓ ସାଂସ୍କୃତିକ ପରିଷଦ ଦ୍ୱାରା ତ୍ରୟୋଦଶ ଶାସ୍ତ୍ରୀୟ ଭାଷା ଦିବସ ତଥା ପରିଷଦର ସପ୍ତମ ବାର୍ଷିକ ଉତ୍ସବ ସ୍ନାକୋତ୍ତର ପରିଷଦର ଅଧ୍ୟକ୍ଷ ପ୍ରଫେସର କମଳ ଲୋଚନ ବାରିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଯାଇଅଛି। ଏହି ସମାରୋହରେ ବିଶ୍ଵବିଦ୍ୟାଳୟ କୁଳପତି ପ୍ରଫେସର ପ୍ରମୋଦ କୁମାର ଶତପଥୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ନିଜ ବକ୍ତବ୍ୟରେ ପ୍ରତ୍ୟେକ ଓଡ଼ିଆ ପାଇଁ ଏହି ଶାସ୍ତ୍ରୀୟ ଭାଷା ଦିବସ କିପରି ଗୌରବମୟ ସେ […]

Read More Text.

ହାଇଡ୍ରୋସିଲ ରୋଗୀଙ୍କ ନିମନ୍ତେ ଅସ୍ତ୍ରୋପଚାର ଶିବିର  

ବାରିପଦା : ଆଜି  ଉପଖଣ୍ଡ ଚିକିତ୍ସାଳୟ ପରିସରରେ ଫାଇଲେରିଆ ରୋଗର ନିରାକରଣ ଅଭିଯାନ ପରିପ୍ରେକ୍ଷୀରେ ହାଇଡ୍ରୋସିଲ ରୋଗୀମାନଙ୍କ ନିମନ୍ତେ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଏବଂ ଲେପ୍ରା ସୋସାଇଟି, ମୟୂରଭଞ୍ଜଙ୍କ ମିଳିତ ସହଯୋଗରେ ଏକ ଜିଲ୍ଲା ସ୍ତରୀୟ ଅସ୍ତ୍ରୋପଚାର ଶିବିର ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ (ଭି. ବି. ଡ଼ି.), ମୟୂରଭଞ୍ଜ ଡାକ୍ତର ବିଜୟ କୁମାର ଦାଶ ଏବଂ  ଉପଖଣ୍ଡ ଚିକିତ୍ସାଳୟର ଅଧିକ୍ଷକ ଡ଼ା. ରବୀନ୍ଦ୍ର କୁମାର ମାର୍ଣ୍ଡିଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଉକ୍ତ ଶିବିର ପରିଚାଳନା […]

Read More Text.
IMG 20260311 WA0198

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା: ପୁରୀ ଗଲେ ୨୩୨ ବରିଷ୍ଠ ନାଗରିକ

ବାରିପଦା : ରାଜ୍ୟ ସରକାରଙ୍କ ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାରେ ଆଜି ମୟୂରଭଞ୍ଜ ଜିଲ୍ଲାରୁ ୨୩୨ ଜଣ ବରିଷ୍ଠ ନାଗରିକ ପୁରୀ ଅଭିମୁଖେ ତୀର୍ଥଯାତ୍ରା କରିଛନ୍ତି। ଶହୀଦ ସ୍ମୃତି ଭବନ ନିକଟରୁ ଓଏସ୍‌ଆର୍‌ଟିସିର ୭ଟି ଅତ୍ୟାଧୁନିକ ବିଳାସପୂର୍ଣ୍ଣ ବସ୍ ଯୋଗେ ତୀର୍ଥଯାତ୍ରୀମାନେ ପୁରୀ ଯାଇଛନ୍ତି। ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦୁଖବନ୍ଧୁ ନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ତୀର୍ଥଯାତ୍ରାର ଶୁଭାରମ୍ଭ କରିଛନ୍ତି । ସରକାରଙ୍କ ଏହି ଯୋଜନା ମାଧ୍ୟମରେ ବରିଷ୍ଠ ନାଗରିକମାନଙ୍କ ଜଗନ୍ନାଥ ଦର୍ଶନର ଅଧୁରା ସ୍ୱପ୍ନ ସାକାର […]

Read More Text.
Medicine

ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବରେ ମହଙ୍ଗା ହେବ ଅତ୍ୟାବଶ୍ୟକ ଔଷଧ !

ନୂଆଦିଲ୍ଲୀ: ଇରାନ ଉପରେ ଇସ୍ରାଏଲ ଏବଂ ଆମେରିକାର ଆକ୍ରମଣ ଯୋଗୁଁ ସମଗ୍ର ବିଶ୍ୱ ତେଲ ଏବଂ ଗ୍ୟାସ ସଙ୍କଟର ସମ୍ମୁଖୀନ ହେଉଛି। ସମ୍ପ୍ରତି, ଔଷଧ ଉତ୍ପାଦନରେ ବ୍ୟବହୃତ କଞ୍ଚାମାଲର ମୂଲ୍ୟରେ ମଧ୍ୟ ତୀବ୍ର ବୃଦ୍ଧି ଘଟିଛି। ଗତ କିଛି ସପ୍ତାହ ମଧ୍ୟରେ ମୂଲ୍ୟ ପ୍ରାୟ ୩୦ ପ୍ରତିଶତ ବୃଦ୍ଧି ପାଇଛି। ଯାହା ଭାରତର ଔଷଧ ଶିଳ୍ପ ଉପରେ ପ୍ରବଳ ଚାପ ସୃଷ୍ଟି କରିଛି। ଇରାନ ଯୁଦ୍ଧ ପରେ ଦେଖାଦେଇଥିବା ପରିବହନ ସଙ୍କଟକୁ ଏହାର ମୂଲ୍ୟ ବୃଦ୍ଧିର ମୁଖ୍ୟ […]

Read More Text.