ମଧ୍ୟପ୍ରାଚ୍ୟ ସଂଘର୍ଷରେ ପ୍ରାଣ ହରାଇଛନ୍ତି ଦୁଇ ଭାରତୀୟ, ଜଣେ ନିଖୋଜ

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟ ଚାଲିଥିବା ସଂଘର୍ଷ ମଧ୍ୟରେ ଦୁଇ ଜଣ ଭାରତୀୟ ନାଗରିକ ପ୍ରାଣ ହରାଇଛନ୍ତି ଏବଂ ଜଣେ ଏପର୍ଯ୍ୟନ୍ତ ନିଖୋଜ ଅଛନ୍ତି। ବୁଧବାର ଏନେଇ ସୂଚନା ଦେଇଛନ୍ତି ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ମୁଖପାତ୍ର ରଣଧୀର ଜାସିୱାଲ।ରଣଧୀର କହିଛନ୍ତି ଯେ, ଭାରତୀୟ ନାଗରିକମାନେ  ମର୍ଚ୍ଚାଣ୍ଟ ଜାହାଜରେ ଯାଉଥିବା ସମୟରେ ଆକ୍ରମଣର ଶିକାର ହୋଇଥିଲେ । ଏହି ଆକ୍ରମଣରେ ଦୁଇ ଭାରତୀୟଙ୍କୁ ହରାଇଛୁ ଏବଂ ଆଉ କିଛି ଭାରତୀୟ କ୍ରିଉ ମେମ୍ବର ମଧ୍ୟ ଆହତ ହୋଇଛନ୍ତି। ତାହା ସହ  ଇସ୍ରାଏଲରେ […]

Read More Text.

ବିଜ୍ଞାନ ପ୍ରଚାର ସମିତିରେ ଆନ୍ତର୍ଜାତିକ ମହିଳାଦିବସ ପାଳନ

ସାଲେପୁର  :  ସ୍ଥାନୀୟ ବିଜ୍ଞାନ ପ୍ରଚାର ସମିତି, ସାଲେପୁର ଶାଖା ରେ ସମିତିର ଉପସଭାପତି ଶିକ୍ଷାବିତ୍ ଶ୍ରୀ ବିପିନ୍ ବିହାରୀ କରଙ୍କ ଅଧ୍ୟକ୍ଷତାରେ ଜଜଗନ୍ନାଥ ଗୋପୀନାଥ ଟ୍ରଷ୍ଟ ସଭାଗୃହରେ ଆନ୍ତର୍ଜାତିକ ମହିଳା ଦିବସ ପାଳିତ ହୋଇଯାଇଛି । ଲିଟିଲ୍ ମାଷ୍ଟର ସମର୍ପିତଙ୍କ ଯନ୍ତ୍ର ସଙ୍ଗୀତ ପରିବେଷିତ “ବନ୍ଦେ ଉତ୍କଳ ଜନନୀ ‘ ଗାନ ସହ କୁଇଜ ମାଷ୍ଟର ଇଂ ନୈବେଦ୍ୟ କର ଓ ସୁନିତା କରଙ୍କ ଦ୍ୱାରା ଏକ ସୁନ୍ଦର “କୁଇଜ” କାର୍ଯ୍ୟକ୍ରମ କଲେଜର ଛାତ୍ରଛାତ୍ରୀଙ୍କର କମ୍ପୁଟର […]

Read More Text.

ଓଡିଶା ରାଜ୍ୟ ଖାଦ୍ୟ ଆୟୋଗ ସଦସ୍ୟଙ୍କ ମୟୂରଭଞ୍ଜ ଗସ୍ତ

ବାରିପଦା: ଓଡିଶା ରାଜ୍ୟ ଖାଦ୍ୟ ଆୟୋଗ ସଦସ୍ୟଙ୍କ ଚାରି ଦିନିଆ ମୟୂରଭଞ୍ଜ ଗସ୍ତ ଅବସରରେ ଆଜି ଅପରାହ୍ନରେ ରାଇରଙ୍ଗପୁର ବ୍ଲକ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସମୀକ୍ଷା ବୈଠକରେ ରାଜ୍ୟ ଖାଦ୍ୟ ଆୟୋଗଙ୍କ ସଦସ୍ୟ ଶ୍ରୀ ଦୟାନିଧି ଦାଶ, ଶ୍ରୀ ଅକ୍ଷୟ କୁମାର ବେହେରା ଓ ଶ୍ରୀ ପ୍ରିୟବ୍ରତ ସାମନ୍ତରାୟ ଯୋଗ ଦେଇଥିଲେ। ରାଇରଙ୍ଗପୁର ଗୋଷ୍ଠୀ ଉନ୍ନୟନ ଅଧିକାରିଣୀ ଶ୍ରୀମତୀ ନାରାୟଣୀ ପ୍ରିୟଦର୍ଶିନୀ ପଣ୍ଡା, ରାଇରଙ୍ଗପୁର ଅତିରିକ୍ତ […]

Read More Text.

ମାର୍ଚ୍ଚ ୧୩ରୁ ବଳାଙ୍ଗୀ ସାଂସ୍କୃତିକ ଜାଗରଣ ଯାତ୍ରା 

ଜିଲ୍ଲା ପରିକ୍ରମା କରିବ ମହାରାଜା ଶ୍ରୀରାମଚନ୍ଦ୍ର  ଜ୍ୟୋତି ରଥ  ବାରିପଦା : ମୟୁରଭଞ୍ଜ ଜିଲ୍ଲାରେ ଓଡ଼ିଆ ଭାଷା ସାହିତ୍ୟ କଳା ସଂସ୍କୃତି ଐତିହ୍ୟ ଏବଂ ପର୍ଯ୍ୟଟନର ବିକାଶ ପାଇଁ 2003 ମସିହାରୁ ବାରିପଦାର ବୁଢା ବଳଙ୍ଗ, ଚିପଟ ଏବଂ ଇଟାଯୋଡ଼ି ନଦୀର ତ୍ରିବେଣୀ ସଙ୍ଗମ ସ୍ଥଳରେ ଅନୁଷ୍ଠିତ ହୋଇ ଆସୁଥିବା ବଳାଙ୍ଗୀ ମହୋତ୍ସବ କମିଟି ପକ୍ଷରୁ ବିଗତ 9 ବର୍ଷ ଧରି ଜିଲ୍ଲାର ଚାରିଟି ଯାକ ଉପଖଣ୍ଡର ଅଧିବାସୀଙ୍କ ମଧ୍ୟରେ ସାଂସ୍କୃତିକ ସମନ୍ୱୟ ରକ୍ଷା ଏବଂ ଭାଇଚାରାର […]

Read More Text.

 ଜଗନ୍ନାଥ ମିସ୍ତ୍ରୀ ସ୍ମାରକୀ ମୟୁରଭଞ୍ଜ ଫୁଟବଲ ଟୁର୍ଣ୍ଣାମେଣ୍ଟ

ବାରିପଦା : ସ୍ଥାନୀୟ ମଧୁବନ ମିନି ଷ୍ଟାଡିୟମରେ ଜଗନ୍ନାଥ ମିସ୍ତ୍ରୀ ସ୍ମୃତି କମିଟି ଆନୁକୂଲ୍ୟରେ ଆୟୋଜିତ ୨ୟ ବାର୍ଷିକ ସର୍ବଭାରତୀୟ ଦିବାରାତ୍ର ଜଗନ୍ନାଥ ମିସ୍ତ୍ରୀ ସ୍ମାରକୀ ମୟୁରଭଞ୍ଜ ଫୁଟବଲ ଟୁର୍ଣ୍ଣାମେଣ୍ଟର ୩ୟ ଦିନର ପ୍ରଥମ ମ୍ୟାଚରେ ଝାଡ଼ଖଣ୍ଡର ବ୍ଲାକ ପେନ୍ଥାର ଏଫ ସି ୧-୦ ଗୋଲରେ ପି ଆର ଏମ ଏଫ ସି କୁ ପରାସ୍ତ କରିଛି I ରାଜେନ ମୁର୍ମୁ ଏକ ମାତ୍ର ଗୋଲ ସ୍କୋର କରିଥିଲେ I ସନ୍ତୋଷ କୁମାର ରାଉତ, ଦିଲ୍ଲୀପ କୁମାର […]

Read More Text.

ବିଶ୍ୱ ମହିଳା ଦିବସ କାର୍ଯ୍ୟକ୍ରମରେ ୩୫୦ ଛାତ୍ରୀଙ୍କ ଯୋଗଦାନ 

ବାରିପଦା : ଜିଲ୍ଲା ପ୍ରଶାସନ ଓ ଜିଲ୍ଲା କ୍ରୀଡା ବିଭାଗର ଆନୁକୂଲ୍ୟରେ ଆୟୋଜିତ ବିଶ୍ୱ ମହିଳା ଦିବସ ବଡ଼ସାହି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି I ଏହି ଦିବସ ପାଳନ ଅବସରରେ ଚଳିତ ମାସ ୬ ତାରିଖରୁ ୮ ତାରିଖ ମଧ୍ୟରେ ୩୫୦ ଜଣ ଛାତ୍ରୀଙ୍କୁ ନେଇ ସମୂହ ଯୋଗାସନ, ମିନି ମାରାଥନ ଓ ଆତ୍ମ ସୁରକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା I ମୁଖ୍ୟ ଅତିଥି ଭାବେ ଯୋଗଦେଇ ସ୍ଥାନୀୟ ସରପଞ୍ଚ ବୁଧୁରାମ […]

Read More Text.

ଗର୍ଭାଶୟ କ୍ୟାନ୍ସର ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ 

ସାଇକେଲ ଯାତ୍ରା କରି ସଚେତନତା ବାର୍ତ୍ତା ଦେଉଛନ୍ତି ସମୀରା ଖାନ  ବାରିପଦା: ଗର୍ଭାଶୟ କ୍ୟାନ୍ସର ସମ୍ପର୍କରେ ସଚେତନତାର ବାର୍ତ୍ତା ସାଇକଲିଂ ଯାତ୍ରା କରି ପ୍ରଚାର କରୁଛନ୍ତି ସମୀରା ଖାନ୍ । ଏଥିପାଇଁ ଆନ୍ଧ୍ରପ୍ରଦେଶରୁ ସାଇକଲିଂ ଯାତ୍ରା ଆରମ୍ଭ କରି ବିଭିନ୍ନ ରାଜ୍ୟ ଅତିକ୍ରମ କରି ଆଜି ବାରିପଦାରେ ପହଞ୍ଚି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷ ସମ୍ମୁଖରେ ଏ ସମ୍ପର୍କିତ ବୈଠକରେ ଯୋଗଦାନ କରିଛନ୍ତି । ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଇଶ୍ୱର ଚନ୍ଦ୍ର ନାଏକ ମୁଖ୍ୟଅତିଥି ଭାବେ […]

Read More Text.

ପାକିସ୍ତାନରେ ଦୁଇ ସପ୍ତାହ ସ୍କୁଲ ବନ୍ଦ, ଦରମା ୨୫% ହ୍ରାସ

ନୂଆଦିଲ୍ଲୀ: ଇରାନ ବିରୋଧରେ ଆମେରିକା ଓ ଇସ୍ରାଏଲର ଯୁଦ୍ଧ ପାକିସ୍ତାନ ପାଇଁ ବଡ ବିପର୍ଯ୍ୟୟ ପାଲଟିଛି।  ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଦେଶର ତୈଳ ସଂରକ୍ଷଣ ପାଇଁ ଅନେକ କଠୋର ପଦକ୍ଷେପ ଘୋଷଣା କରିଛନ୍ତି । ତେଲ ଏବଂ ଗ୍ୟାସ୍ ପାଇଁ ଉପସାଗରୀୟ ଦେଶମାନଙ୍କ ଉପରେ ନିର୍ଭରଶୀଳ ଥିବା ପାକିସ୍ତାନ ସରକାର ପେଟ୍ରୋଲ ମୂଲ୍ୟ ୨୦ ପ୍ରତିଶତ ବୃଦ୍ଧି କରିଛନ୍ତି । ଏହା ଫଳରେ ଦେଶର ବିଭିନ୍ନ ପେଟ୍ରୋଲ ପମ୍ପରେ ଲମ୍ବା ଲାଇନ ଲାଗିଛି । ତେଲ […]

Read More Text.

କୋଭିଡ ୧୯ ଭ୍ୟାକସିନ ଯୋଗୁଁ ମୃତ୍ୟୁ ହୋଇଥିଲେ ମିଳିବ କ୍ଷତିପୂରଣ

ନୂଆଦିଲ୍ଲୀ : କେନ୍ଦ୍ର ସରକାରଙ୍କୁ କୋଭିଡ ଭ୍ୟାକସିନ ଯୋଗୁଁ ହୋଇଥିବା ଗମ୍ଭୀର ସ୍ବାସ୍ଥ୍ୟ ସମସ୍ୟା କ୍ଷତି ପାଇଁ କ୍ଷତିପୂରଣ ନୀତି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ସୁପ୍ରିମକୋର୍ଟ କହିଛନ୍ତି, ଭ୍ୟାକସିନ୍ର କୁପ୍ରଭାବ ସମସ୍ତଙ୍କ ଉପରେ ପଡିଛି । ତେଣୁ ଏହାର ସଂଖ୍ୟା ବେଳେ ବେଳେ ସାର୍ବଜନିତ ହେବା ଜରୁରୀ । କୋର୍ଟ ଭିନ୍ନ ବିଶେଷଜ୍ଞ କମିଟି ଗଠନ କରିବା ଦାବିକୁ ମାନିନଥିଲେ । କୋଭିଡ ୧୯ ଭ୍ୟାକସିନର କୁପ୍ରଭାବ ଯୋଗୁଁ ହୋଇଥିବା ପ୍ରାଣହାନୀ ମାମଲାର ଯାଚିକା ଶୁଣାଣି […]

Read More Text.
Accident 3 1 300x169

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଜଣେ ମୃତ, ୩ ଗୁରୁତର

ବାରିପଦା : ଆଜି ରାତ୍ରୀ ପାଖା ପାଖି ନଅଟା ସମୟରେ ବାରିପଦା ସହର ଦେଇ ଯାଇଥିବା 18 ନମ୍ବର ଜାତୀୟ ରାଜପଥ ର ଦାରୋଗଦାହି ଗୋଲେଇ ଏବଂ ତକତପୁର ଛକ  ମଧ୍ଯରେ ଦୁଇ ବାଇକ ମୁହାଁ ମୁହିଁ ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ତିନିଜଣ ଗୁରୁତର ଆହତ ହୋଇଛନ୍ତି l ଖବର ନେବାରୁ ଜଣା ପଡିଅଛି ଯେ ଗୋଟିଏ ବାଇକ ରେ ଦୁଇ ଜଣ ଏବଂ ଅନ୍ୟଗୋଟିଏ ବାଇକରେ […]

Read More Text.