ଗ୍ରୀଷ୍ମ ପ୍ରବାହ ମୁକାବିଲା ନେଇ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି ବୈଠକ
ଅଂଶୁଘାତ ଜନିତ ମୃତ୍ୟୁ ଘଟିଲେ ତୁରନ୍ତ ରିପୋର୍ଟ ଦେବାକୁ ତହସିଲଦାର ଓ ବିଡ଼ିଓଙ୍କୁ ପରାମର୍ଶ ଦେଲେ ଜିଲ୍ଲାପାଳ ବାରିପଦା : ଗ୍ରୀଷ୍ମ ପ୍ରଭାବର ଭୟାବହତା ଓ ତାର ସଠିକ ମୁକାବିଲା ନେଇ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ହେମକାନ୍ତ ସଏ ଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାର୍ୟାଳୟସ୍ଥିତ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି I ବିଗତ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଗ୍ରୀଷ୍ମ ପ୍ରଭାହ ଓ ଅଂଶୁଘାତର ଯଥେଷ୍ଟ ସମ୍ଭାବନା ରହିଛି ଏବଂ ଏ ସମ୍ଭନ୍ଧୀୟ […]
Read More Text.