Si

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଦୁଷ୍କର୍ମ ଅଭିଯୋଗରେ SI ଗିରଫ

ମୟୂରଭଞ୍ଜ: ମହଙ୍ଗା ପଡ଼ିଲା ପ୍ରେମ ପ୍ରତାରଣା । ଦୁଷ୍କର୍ମ ଅଭିଯୋଗରେ ବନ୍ଧା ହେଲେ SI ବାବୁ । ସବଇନସ୍ପେକ୍ଟର ପ୍ରଭାତ କୁମାର ନାୟକଙ୍କୁ ଗିରଫ କଲା ବାରିପଦା ଟାଉନ ଥାନା ପୋଲିସ । ମୟୂରଭଞ୍ଜ ଜିଲ୍ଲା ବାରିପଦା ଟାଉନ ଥାନାରେ କାର୍ଯ୍ୟରତ SIଙ୍କ ନାଁରେ ଦୁଷ୍କର୍ମ ଅଭିଯୋଗ ହୋଇଛି। ବିବାହର ପ୍ରତିଶ୍ରୁତି ଦେଇ ପ୍ରତାରଣା କରିଥିବା ଅଭିଯୋଗ କରିଛନ୍ତି ଯୁବତୀ । ଅଭିଯୋଗ ଅନୁଯାୟୀ, ପୁରୀର ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିଥିଲେ । […]

Read More Text.
Blu lake

ବ୍ଲୁ ଲେକ୍ ରେ ବୁଡିଗଲେ ୩ ଛାତ୍ର : ଦୁଇ ନିଖୋଜ, ଜଣେ ଉଦ୍ଧାର

ନୀଳଗିରି : ନୀଳଗିରିରେ ମିତ୍ରପୂର୍ ନିକଟ ବ୍ଲୁ ଲେକ୍ ପୁଣି ପାଲଟିଲା କାଳ।   ତିନି ଛାତ୍ର ବୁଲିବାକୁ ଆସି ପାଣିରେ ବୁଡି ଦୁଇ ନିଖୋଜ ।  ରେମୁଣା କଲେଜରେ ପଢୁଥିବା ତଥା ଭଦ୍ରକ ଅଞ୍ଚଳର ରୋଶନ ନାୟକ ସୁରକ୍ଷିତ ଅଛନ୍ତି ।  ନୀଳଗିରି ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର କାର୍ଯ୍ୟ ଜାରି ।  ନିଖୋଜ ଥିବା ଦୁଇ ଛାତ୍ର ହେଲେ ଜଣେ ଭଦ୍ରକ ଅଞ୍ଚଳର ଅଂଶୁମାନ ପାତ୍ର ଓ ଜଣେ ବାରିପଦା ଅଞ୍ଚଳର ଭବିଷ୍ୟ ପାତ୍ର ବୋଲି ସୂଚନା […]

Read More Text.
Mmdr 678x430

MMDR ବିଲ୍ ଉପରେ ସ୍ୱତନ୍ତ୍ର ବିଧାନସଭା ଅଧିବେଶନ ଡାକିବାକୁ କଂଗ୍ରେସର ଦାବି

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ଦ୍ୱାରା ଅଣାଯାଇଥିବା ଖଣିଜ ଓ ଖଣି ଉନ୍ନୟନ ଏବଂ ନିୟନ୍ତ୍ରଣ ସଂଶୋଧନ ବିଲ୍‌କୁ ନେଇ ଓଡ଼ିଶାରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏହି ବିଲ୍ ଯୋଗୁଁ ରାଜ୍ୟକୁ ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ଆର୍ଥିକ କ୍ଷତି ସହିବାକୁ ପଡ଼ିବ ବୋଲି ଦର୍ଶାଇ ଓଡ଼ିଶା କଂଗ୍ରେସ ଏହାକୁ ଦୃଢ଼ ବିରୋଧ କରିଛି। ଏହି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ବିସ୍ତୃତ ଆଲୋଚନା ପାଇଁ ତୁରନ୍ତ ରାଜ୍ୟ ବିଧାନସଭାର ଏକ ସ୍ୱତନ୍ତ୍ର ଅଧିବେଶନ ଡାକିବାକୁ ଦଳ […]

Read More Text.
Screenshot 2026 08 22 132909 e1787386088750

ସର୍ପାଘାତରେ ଚାଲିଗଲା କକା-ପୁତୁରାଙ୍କ ଜୀବନ

ନୂଆପଡ଼ା: ରାତିରେ ଖୋଲା କ୍ୟାମ୍ପରେ ଶୋଇଥିବା ବେଳେ ଅଜାଣତରେ ବିଷାକ୍ତ ସାପ କାମୁଡ଼ିଦେଲା। ସାପ କାମୁଡ଼ିଥିବା ଜାଣିପାରିଲେ ନାହିଁ କକା-ପୁତୁରା। ଅନ୍ୟ ଜଣେ ଶ୍ରମିକଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲ ନେବା ପରେ ସେଠାରେ ଜଣାପଡ଼ିଲା କକା-ପୁତୁରାଙ୍କୁ ମଧ୍ୟ ସାପ କାମୁଡ଼ିଛି। ଚିକିତ୍ସାଧୀନ ଅବସ୍ଥାରେ ଉଭୟଙ୍କ ମୃତ୍ୟୁ ହୋଇଛି। ଏଭଳି ଏକ ଦୁଃଖଦ ଘଟଣା ଘଟିଛି ବଲାଙ୍ଗୀର ଜିଲ୍ଲାର ବଙ୍ଗୋମୁଣ୍ଡା ଥାନା ବଲଧା ଗାଁରେ ଘଟିଛି। ମୃତକ ହେଲେ ସିନାପାଲି ଥାନା ଚଚରାଭଟା ଗାଁର ଦୈତାରୀ ତାଣ୍ଡି (୪୦) […]

Read More Text.
IMG 20260821 WA0257

ବର୍ଦ୍ଧିତ ଚୋରି, ନିୟନ୍ତ୍ରଣ  ପାଇଁ ନିଆରା ପ୍ରୟାସ, ସୁନା ଦୋକାନୀ ଓ ପୋଲିସ ଅଧିକାରୀଙ୍କ ମଧ୍ୟରେ ଆଲୋଚନା

ବାରିପଦା : ଆଜି ବାମନଘାଟି ଉପଖଣ୍ଡ ର ରାଇରଙ୍ଗପୁର ପୋଲିସ ଜିଲ୍ଲା ପକ୍ଷରୁ ରାଇରଙ୍ଗପୁର ଟାଉନ ଥାନା ଅଧିକାରୀ  ରଞ୍ଜନ କୁମାର ସେଠୀ ଏକ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ  ସହରର ସୁନାଗହଣା ଦୋକାନୀ ମାନଙ୍କୁ ନେଇ ଏକ ବୈଠକ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିଥିଲେ।  ଉପଖଣ୍ଡରେ ହେଉଥିବା ବର୍ଦ୍ଧିତ ଚୋରି, ଲୁଟ୍ ଓ ଅପରାଧ କୁ ରୋକିବା ପାଇଁ ରାଇରଙ୍ଗପୁର ଟାଉନ ଥାନା ପୋଲିସ ଏକ ସୁନ୍ଦର ପ୍ରୟାସ ଆରମ୍ଭ କରିଛି।  ସହରର ସୁନାଗହଣା ଦୋକାନୀ ମାନଙ୍କ ସହିତ […]

Read More Text.
IMG 20260821 WA0246

ରାଇରଙ୍ଗପୁର, ଜାମଦା ଓ ବହଳଦାରେ ଭୋଟର ସଚେତନତା ଶିବିର 

ବାରିପଦା : ମୟୁରଭଞ୍ଜ ଜିଲ୍ଲା ବାମନଘାଟୀ ଉପଖଣ୍ଡ ଅଧିନସ୍ଥ ବିଭିନ୍ନ ବ୍ଲକରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡିକରେ  ଇଲେକ୍ଟ୍ରୋରାଲ ଲିଟେରାସି କ୍ଲବ୍ ପକ୍ଷରୁ ଭୋଟର, ସଚେତନ‌ତା ଶିବିର ଅନୁଷ୍ଠିତ ହେଉଛି। ଭାରତର ନିର୍ବାଚନ ଆୟୋଗଙ୍କ ମାର୍ଗଦର୍ଶନରେ ଉକ୍ତ ଫ୍ଲାଗସିପ କାର୍ଯ୍ୟକ୍ରମର ମୁଖ୍ୟ ଉଦେଶ୍ୟ ହେଉଛି ଭୋଟର ସଚେତନତା ସୃଷ୍ଟି, ଭୋଟର ତାଲିକାରେ ନାମ ପଞ୍ଜିକରଣ ବୃଦ୍ଧି କରିବା ଏବଂ ନିର୍ବାଚନ ପ୍ରକ୍ରିୟାରେ ସମସ୍ତ ଯୋଗ୍ୟ ଭୋଟରଙ୍କୁ ଅଂଶ ଗ୍ରହଣ କରିବା ପାଇଁ ଉତ୍ସାହିତ କରିବା। ଏହି […]

Read More Text.
IMG 20260821 WA0237

ବାରିପଦା ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ପ୍ରାଥମିକ ଚିକିତ୍ସା ପ୍ରଶିକ୍ଷଣ ଶିବିର

ବାରିପଦା: ବାରିପଦା ବ୍ଲକର ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କର ଏକ ଅଭିନବ ପ୍ରୟାସ ଦ୍ବାରା ପ୍ରଥମ କରି ବାରିପଦା ବ୍ଲକର ଶିକ୍ଷକ ଓ ଶିକ୍ଷୟିତ୍ରୀ ମାନଙ୍କୁ ନେଇ ବିଦ୍ୟାଳୟମାନଙ୍କରେ ପିଲାମାନଙ୍କର ସୁରକ୍ଷା ଓ ନିରାପତ୍ତାକୁ ଆଖି ଆଗରେ ଦୃଷ୍ଟିକୁ ରଖି ଏକ ଦିନିଆ ପ୍ରଶିକ୍ଷଣ ଶିବିର ଲେଡି ହାମିଲଟନ ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି I ଉକ୍ତ ପ୍ରଶିକ୍ଷଣ ଶିବିର ଗୋଷ୍ଠୀ ଶିକ୍ଷା ଅଧିକାରୀ ଅନୁଜା ମାଧୁରୀ ଦାସ ଙ୍କ ମାର୍ଗଦର୍ଶନରେ ଅନୁଷ୍ଠିତ ହୋଇଥିଲା I ଶିବିରକୁ ବରିଷ୍ଠ […]

Read More Text.
IMG 20260821 WA0272

ୱାର୍ଲ୍ଡ କଣ୍ଟିନେଣ୍ଟାଲ ସିଲଭର୍ ଲେଭଲ୍ ଆଥଲେଟିକ୍ସ ମିଟ୍-୨୦୨୬

ମୟୂରଭଞ୍ଜ କ୍ରୀଡ଼ା ଅଧିକାରୀ ବୈଷୟିକ ଷ୍ଟାଫ୍ ଭାବେ ମନୋନୀତ ବାରିପଦା, :  ମୟୂରଭଞ୍ଜ ଜିଲ୍ଲା କ୍ରୀଡ଼ା ଅଧିକାରୀ ଡ. ଶୁଭାଶିଷ ନାୟକଙ୍କୁ ଆଥଲେଟିକ୍ସ ଫେଡେରେସନ୍ ଅଫ୍ ଇଣ୍ଡିଆ ପକ୍ଷରୁ ୱାର୍ଲ୍ଡ କଣ୍ଟିନେଣ୍ଟାଲ ସିଲଭର୍ ଲେଭଲ୍ ଆଥଲେଟିକ୍ସ ମିଟ୍-୨୦୨୬ ପାଇଁ ବୈଷୟିକ ଷ୍ଟାଫ୍ ଭାବେ ଚୟନ କରାଯାଇଛି । ଏହି ଅନ୍ତର୍ଜାତୀୟସ୍ତରୀୟ ଆଥଲେଟିକ୍ସ ମିଟ୍ ଆସନ୍ତା ୨୨ ଅଗଷ୍ଟ ୨୦୨୬ରେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମ୍ଠାରେ ଅନୁଷ୍ଠିତ ହେବ । ଏକ ପ୍ରତିଷ୍ଠିତ ଅନ୍ତର୍ଜାତୀୟ କ୍ରୀଡ଼ା ଆୟୋଜନରେ ବୈଷୟିକ ଦାୟିତ୍ୱ […]

Read More Text.
Mathura

ମଲ୍ ରେ ଧସିଲା ସେଣ୍ଟ୍ରିଂ, ୩ ଶ୍ରମିକ ମୃତ

ମଥୁରା : ମଥୁରା ବୃନ୍ଦାବନରେ ଏକ ନିର୍ମାଣାଧୀନ ମଲରେ ଅଭାବନୀୟ ଅଘଟଣ । ଓମେକ୍ସ କୋର୍ଟୟାର୍ଡ ମଲ୍ ରେ ଢଳେଇ କାମ ଚାଲିଥିବା ବେଳେ ହଠାତ୍ ସେଣ୍ଟ୍ରିଂ ଧସିବା ଯୋଗୁଁ ୩ ଜଣ ଶ୍ରମିକଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଛି । ଘଟଣାରେ ଅନ୍ୟ ଜଣେ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି । ଖବର ମୁତାବକ, ଓମେକ୍ସ କୋର୍ଟୟାର୍ଡ ମଲ୍ ରେ ଛାତ ଢଳେଇ କାମ ଚାଲୁଥିଲା । ଏହି ସମୟରେ ହଠାତ୍ ସେଣ୍ଟ୍ରିଂ ଧସିପଡିଥିଲା । ଏହି […]

Read More Text.
Alaska

ଆଲାସ୍କାରେ ଚାର୍ଟର ବିମାନ ଦୁର୍ଘଟଣାଗ୍ରସ୍ତ, ୮ ମୃତ

ଆମେରିକା : ଆମେରିକାର ଆଲାସ୍କାର ପଶ୍ଚିମ ଅଞ୍ଚଳରେ ଏକ ଚାର୍ଟର୍ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ବିମାନରେ ୨ ପାଇଲଟଙ୍କ ସହିତ ୬ ଜଣ ଯାତ୍ରୀ ରହିଥିଲେ । ବିମାନରେ ମୋଟ ୮ ଜଣ ଥିଲେ । ମୃତକମାନଙ୍କ ପରିଚୟ ସମ୍ପର୍କରେ ଅଧିକାରୀମାନେ ପରିବାରବର୍ଗଙ୍କୁ ସୂଚନା ଦେଇଛନ୍ତି । ଗୁରୁବାର ଏହି ବିମାନଟି ଏକ ଦୁର୍ଗମ ରାଡାର୍ ସାଇଟ୍ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ସୂଚନା ଅନୁସାରେ, ବିମାନଟି ଆଲାସ୍କାର ଆଙ୍କୋରେଜରୁ ଉଡ଼ାଣ ଭରି କେପ୍ ନ୍ୟୁଏନହାମ୍ […]

Read More Text.