ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନାରେ ମୟୂରଭଞ୍ଜରୁ ପୁରୀ ଯାତ୍ରା କଲେ ୬୪ ତୀର୍ଥଯାତ୍ରୀ
ବାରିପଦା : ରାଜ୍ୟ ସରକାରଙ୍କ ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା ନବରଙ୍ଗପୁରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ ଉଦଘାଟିତ ହୋଇଯାଇଛି । ଏହି ଅବସରରେ ଓଡିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ଓ ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ତରଫରୁ ବାରିପଦାସ୍ଥିତ କଲେଜ ପଡ଼ିଆରେ ଏକ ସଭା ଆୟୋଜିତ ହୋଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ଡଃ କୃଷ୍ଣଚନ୍ଦ୍ର ମହାପାତ୍ର, ସମ୍ମାନୀତ ଅତିଥି ଭାବେ ଜଙ୍ଗଲ, […]
Read More Text.