ଜିଲ୍ଲାସ୍ତରୀୟ ବିଦ୍ୟାଳୟ ସମୁହ ଚିତ୍ରାଙ୍କନ ପ୍ରତିଯୋଗିତା
-ବାରିପଦା : ବାରିପଦା ଷ୍ଟାଡିୟମ ସମ୍ମିଳନୀ କକ୍ଷରେ ‘ବାସ୍ତବ’ ପରିବାର ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ବିଦ୍ୟାଳୟ ସମୂହ ଚିତ୍ରାଙ୍କନ ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି I ନର୍ସରୀ ରୁ ୧୦ମ ଶ୍ରେଣୀର ୩ ଶହ ଛାତ୍ରଛାତ୍ରୀଙ୍କୁ ନେଇ ଚାରୋଟି ବିଭାଗ ମାଧ୍ୟମରେ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା I ପ୍ରବଳ ଉତ୍ସାହ ଓ ଉଦ୍ଦୀପନା ଭିତରେ ଅନେକ ସଂଖ୍ୟାରେ ପ୍ରତିଯୋଗୀ ମାନେ ଅଂଶ ଗ୍ରହଣ କରିବା ପରିଲକ୍ଷିତ ହୋଇଥିଲା I ବାସ୍ତବ ଅନୁଷ୍ଠାନ ସମାଜରେ ବିଭିନ୍ନ କ୍ଷେତ୍ରରେ ଯଥା ସ୍ବାସ୍ଥ୍ୟସେବା, ପରିବେଶ […]
Read More Text.