ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟ ଦୂର ଓ ଅନଲାଇନ୍ ଶିକ୍ଷାରେ ଦ୍ଵୈତ ଡିଗ୍ରୀ ସୁଯୋଗ 

ବାରିପଦା: ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟ ଦୂର ଓ ଅନଲାଇନ୍ ଶିକ୍ଷା ବ୍ୟବସ୍ଥାରେ ଅନ୍ୟ ନିୟମିତ  ବିଭାଗରେ ପାଠ ପଢୁଥିବା ଛାତ୍ରଛାତ୍ରୀମାନେ ଦ୍ଵୈତ ଡିଗ୍ରୀ ହାସଲ କରିପାରିବେ ବୋଲି ବିଶ୍ଵବିଦ୍ୟାଳୟ ତରଫରୁ ପ୍ରକାଶ କରାଯାଇଛି। ଏହି ବ୍ୟବସ୍ଥା ଅନୁଯାୟୀ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟ ଓ ଏହାର ଅନୁବନ୍ଧିତ ସମସ୍ତ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ବିଶେଷ ଉପକୃତ ହେବେ। ନୂତନ ଶିକ୍ଷାନୀତି ୨୦୨୦ ଅନୁଯାୟୀ ସ୍ନାତକୋତ୍ତର ଛାତ୍ରଛାତ୍ରୀମାନେ ଏକକାଳୀନ ଦୁଇଟି ଶିକ୍ଷାଗତ କାର୍ଯ୍ୟକ୍ରମରେ ଅଧ୍ୟୟନ କରିପାରିବେ। ସେମାନଙ୍କ ପାଇଁ […]

Read More Text.
Images

ଡିପଫେକ୍-AI କଣ୍ଟେଣ୍ଟ ଉପରେ କାର୍ଯ୍ୟାନୁଷ୍ଠାନ; ୨୦ରୁ ନୂଆ ନିୟମ

ନୂଆଦିଲ୍ଲୀ: ଇଣ୍ଟରନେଟ୍ ଏବଂ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଏଆଇ ଦ୍ୱାରା ସୃଷ୍ଟି ହେଉଥିବା ନକଲି ଏବଂ ଭ୍ରମାତ୍ମକ ବିଷୟବସ୍ତୁକୁ ରୋକିବା ପାଇଁ କେନ୍ଦ୍ର ସରକାର ସୂଚନା ପ୍ରଯୁକ୍ତିବିଦ୍ୟା (ମଧ୍ୟସ୍ଥି ମାର୍ଗଦର୍ଶିକା ଏବଂ ଡିଜିଟାଲ୍ ମିଡିଆ ନୀତିଶାସ୍ତ୍ର କୋଡ୍) ନିୟମ, ୨୦୨୧ରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି। ନୂତନ ସଂଶୋଧନଗୁଡ଼ିକ ଫେବୃଆରୀ ୨୦ରୁ କାର‌୍ୟ୍ୟକାରୀ ହେବ। ଏହି ପରିବର୍ତ୍ତନଗୁଡ଼ିକ ଡିପଫେକ୍ ଏବଂ ଏଆଇ-ଜାତ ବିଷୟବସ୍ତୁ ସମ୍ପର୍କରେ ସୋସିଆଲ ମିଡିଆ କମ୍ପାନୀଗୁଡ଼ିକ ଏବଂ ଅନ୍ୟାନ୍ୟ ଡିଜିଟାଲ୍ ପ୍ଲାଟଫର୍ମ ଗୁଡ଼ିକର ଦାୟିତ୍ୱକୁ ଯଥେଷ୍ଟ […]

Read More Text.
5 6 e1770743161613 300x176

ବାବ୍ରି ମସଜିଦ୍‌ ପୁନଃନିର୍ମାଣ କଦାପି ହେବ ନାହିଁ: ଯୋଗୀ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବଡ ବୟାନ । ଯୋଗୀ କହିଛନ୍ତି ଯେ ସେ ବିଚାର ଦିନ ପର୍ଯ୍ୟନ୍ତ ବାବ୍ରି ଢାଞ୍ଚାକୁ ପୁନଃନିର୍ମାଣ କରିବାକୁ ଦେବେ ନାହିଁ । ଉତ୍ତର ପ୍ରଦେଶର ବାରବାଙ୍କିରେ ଏକ କାର୍ଯ୍ୟକ୍ରମରେ ଯୋଗୀ କହିଛନ୍ତି ‘ଆମେ ଆମର ଐତିହ୍ୟକୁ ସମ୍ମାନ କରିବୁ, ଯେପରି ପ୍ରଧାନମନ୍ତ୍ରୀ ମୋଦୀ ଅଯୋଧ୍ୟାରେ କରିଥିଲେ ଏବଂ ସନାତନ ଧମର୍କୁ ସମ୍ମାନ ଜଣାଇ ଶ୍ରୀରାମ ମନ୍ଦିରରେ ଏକ ଗେରୁଆ ପତାକା ଉତ୍ତୋଳନ କରିଥିଲେ । ଏହି ଗେରୁଆ ପତାକା […]

Read More Text.
IMG 20260209 WA0167

କେନ୍ଦ୍ରୀୟ ବଜେଟ “୨୦୨୬“ମହିଳା ସମାବେଶ 

ବାରିପଦା : ଭାରତୀୟ ଜନତା ମହିଳାମୋର୍ଚ୍ଚା, ମୟୂରଭଞ୍ଜ ସଂସଦୀୟ କ୍ଷେତ୍ରରେ   ରାଷ୍ଟ୍ରୀୟ ମହିଳାମୋର୍ଚ୍ଚା ସଭାନେତ୍ରୀ ଭାନତି ଶ୍ରୀନିବାସନ ଆକ୍କା ଙ୍କ ନିର୍ଦେଶ କ୍ରମେ ପଶ୍ଚିମ ମୟୁରଭଞ୍ଜ ଜ଼ିଲ୍ଲା ମହିଳାମୋର୍ଚ୍ଚା ସଭାନେତ୍ରୀ ସୋନାଲି ବିଜୟଲଷ୍ମୀ ମହାନ୍ତ ଙ୍କ ନେତୃତ୍ୱ ରେ କେନ୍ଦ୍ରୀୟ ବଜେଟ ୨୦୨୬ ମହିଳା ସମାବେଶ ବାରିପଦା ଷ୍ଟାଡିୟମ ର ସମ୍ମିଳନୀ କକ୍ଷ ରେ ଆଜି ଅନୁଷ୍ଠିତ ହୋଇଯାଇଛି | ଏହି ସମାବେଶ ରେ ରାଜ୍ୟସଭାନେତ୍ରୀ ଡ଼କ୍ଟର ଐଶ୍ୱରିୟା ବିଶ୍ୱାଳ ଙ୍କ ସହିତ  ମୟୂରଭଞ୍ଜ ସାଂସଦ ନବଚରଣ […]

Read More Text.
IMG 20260209 WA0160

ଶ୍ରୀରାମଚନ୍ଦ୍ର ଉର୍ଦ୍ଦୁ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ବାରିପଦା : ବାରିପଦା ମୁନିସିପାଲିଟି ଅନ୍ତର୍ଗତ ୧୬  ନମ୍ବର ୱାର୍ଡରେ ସ୍ଥିତ ଶ୍ରୀରାମଚନ୍ଦ୍ର ଉର୍ଦୁ ସରକାରୀ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି I ପ୍ରଧାନ ଶିକ୍ଷୟତ୍ରୀ ମଞ୍ଜୁବାଳା ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ କାଉନସିଲର ଦୀପ୍ତି ରାଣୀ ପଟ୍ଟନାୟକ, ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ବ୍ରଜମୋହନ ମୁର୍ମୁ, ପ୍ରାକ୍ତନ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଡଃ ସ୍ନେହଲତା ବେହେରା, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ […]

Read More Text.
IMG 20260209 WA0159

ସୃଷ୍ଟି କଳାକେନ୍ଦ୍ରର ପ୍ରତିଷ୍ଠା ଦିବସରେ ଚିତ୍ରକଳା କାର୍ଯ୍ୟକ୍ରମ

ବାରିପଦା : ବାରିପଦା ନିକଟସ୍ଥ ମଞ୍ଚବନ୍ଧା ଆମ୍ବବାଗାନ ପରିସରରେ ସୃଷ୍ଟି କଳାକେନ୍ଦ୍ରର ପ୍ରତିଷ୍ଠା ଦିବସ ପାଳନ ଅବସରରେ କୁନିକୁନି ଶିଶୁମାନଙ୍କୁ ନେଇ ଏକ ଚିତ୍ରକଳା ଶିବିର ଅନୁଷ୍ଠିତ ହୋଇଯାଇଛି। କଳାକେନ୍ଦ୍ରର ପ୍ରତିଷ୍ଠାତ୍ରୀ ସ୍ମତୀ ନିବେଦିତା ମହାନ୍ତଙ୍କ ନେତୃତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସଦସ୍ୟ ଏବଂ ସଦସ୍ୟା ଅନିମା ମିଶ୍ର, ରାକେଶ ମହାନ୍ତ, ସୁମାଲି ମୁର୍ମୁ, ପ୍ରଭାସ ମହାନ୍ତ ଶିଶୁମାନଙ୍କ ଅଭିଭାବକ ଉପସ୍ଥିତ ଥିଲେ I ମୁଖ୍ୟ ଅତିଥି ଭାବେ ସାମାଜିକ କର୍ମୀ, ନାଟ୍ୟବ୍ୟକ୍ତିତ୍ୱ ଓ ଶିକ୍ଷକ ସୋମନାଥ […]

Read More Text.
IMG 20260209 WA0137

ବିଭିନ୍ନ ଦୋକାନରେ ଅବକାରୀ ଚଢ଼ାଉ

ବାରିପଦା : ଆଜି ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ, ପୋଲିସ ବିଭାଗ, ଡ୍ରଗ ଇନ୍ସପେକ୍ଟର ମୟୂରଭଞ୍ଜ ରେଞ୍ଜ ୨ ଓ ଅବକାରୀ ବିଭାଗ ପକ୍ଷରୁ ମିଳିତ ଭାବେ ଆଜି ବାରିପଦା ସଦର ଥାନା ଅଞ୍ଚଳରେ ବିଭିନ୍ନ ଶିକ୍ଷା ଅନୁଷ୍ଠାନ ନିକଟସ୍ଥ ଓ ବଜାର ଅଞ୍ଚଳରେ ପାନ ଦୋକାନ, କିରାନା ( ଗ୍ରୋସେରୀ) ଦୋକାନ ମାନଙ୍କରେ ଅଚାନକ ଚଢ଼ାଉ କରାଯାଇ ଏହି ସବୁ ଦୋକାନ ଗୁଡିକରେ ବିକ୍ରୟ କରାଯାଉଥିବା ବିଭିନ୍ନ ପ୍ରକାର ତମାଖୁ ଜାତୀୟ ନିଶା ଦ୍ରବ୍ୟ ବିକ୍ରି କରୁଥିବା […]

Read More Text.
IMG 20260209 WA0162

ପୂର୍ଣ୍ଣଚନ୍ଦ୍ର ଶିଳ୍ପ ତାଲିମ ଅନୁଷ୍ଠାନର ବାର୍ଷିକ ଉତ୍ସବ

ବାରିପଦା :ଆଗରୁ ଚାଳ ଛପର ମାଟି କାନ୍ଥ ଘର ଶିକ୍ଷା ଅନୁଷ୍ଠାନରେ ଗୁଣାତ୍ମକ ଶିକ୍ଷା ଥାଇ ଭଲ ମଣିଷ ସୃଷ୍ଟି ହେଉଥିଲେ ।ଏବେ କଂକ୍ରିଟ ଘରେ ବଡ ମଣିଷ ସୃଷ୍ଟି ହେଉଛନ୍ତି ସିନା ବୌଦ୍ଧିକ ସ୍ତରରେ ଭଲ ମଣିଷ ସୃଷ୍ଟି ହେବା ବିରଳ ଦେଖାଯାଉଛି ବୋଲି ୧୯୩୧ ମସିହାରେ ମହାରାଜା ପ୍ରତାପଚନ୍ଦ୍ର ଭଞ୍ଜଙ୍କ ଦ୍ଵାରା ପ୍ରତିଷ୍ଠିତ ଓଡିଶାର ପ୍ରଥମ ପୂର୍ଣ୍ଣଚନ୍ଦ୍ର ବୈଷୟିକ ଶିକ୍ଷା ତାଲିମ ଅନୁଷ୍ଠାନର ୯୬ତମ ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଇ ଅତିଥିଗଣ ମତବ୍ୟକ୍ତ ଦେଇଛନ୍ତି […]

Read More Text.
Punjab

ଆଇନ କଲେଜରେ ଗୁଳିକାଣ୍ଡ, ଛାତ୍ରୀ ମୃତ

ପଞ୍ଜାବ : ଆଇନ କଲେଜରେ କ୍ରାଇମ । ପଞ୍ଜାବ ତରନତାରନ ଜିଲ୍ଳାର ଉସମା ଆଇନ କଲେଜରେ ଗୁଳିକାଣ୍ଡ । କ୍ଲାସରୁମ୍ ଭିତରେ ସହପାଠୀ ଛାତ୍ରୀଙ୍କୁ ଗୁଳିମାଡ଼ । ସହପାଠୀ ଛାତ୍ରର ଗୁଳିମାଡ଼ରେ ଜଣେ ଛାତ୍ରୀ ମୃତ । ଗୁଳିମାଡ଼ ପରେ ଅଭିଯୁକ୍ତ ନିଜକୁ ଗୁଳି କରି ଜୀବନ ଶେଷ କରିବାକୁ ଉଦ୍ୟମ କରିଥିଲେ । ଅଭିଯୁକ୍ତ ଛାତ୍ର ଗୁରୁତର ଅବସ୍ଥାରେ ମେଡିକାଲରେ ଚିକିତ୍ସିତ ହେଉଛି । ଗୁଳି କରିଥିବା ଛାତ୍ରର ନାଁ ପ୍ରିନ୍ସ ରାଜ । ମୃତ ଛାତ୍ରୀଙ୍କ […]

Read More Text.
Omm birla

ବାଚସ୍ପତି ଓମ୍ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବ ବିରୋଧୀ !

ନୂଆଦିଲ୍ଲୀ : ବିରୋଧୀ ଦଳ ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିପାରନ୍ତି । ବିପକ୍ଷ ଦଳ ଏଥିପାଇଁ ପ୍ରସ୍ତୁତି ଜୋରଦାର କରିଛନ୍ତି । ଲୋକସଭାରେ ଜାରି ରହିଛି ପ୍ରବଳ ହଟ୍ଟଗୋଳ । ବିରୋଧୀଙ୍କୁ ଗୃହରେ କହିବାକୁ ସୁଯୋଗ ମିଳୁନଥିବାର ପ୍ରବଳ ହୋହଲ୍ଲାରେ ଗୃହ କାର୍ଯ୍ୟ ଚାଲିପାରୁନି । ଲୋକସଭା ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଉପସ୍ଥାପନ କରିବା ପାଇଁ ଅତି କମରେ ୫୦ ଜଣ ସାଂସଦଙ୍କ ସମର୍ଥନ ଆବଶ୍ୟକ । ପ୍ରସ୍ତାବ ପାଇଁ ୧୪ […]

Read More Text.