ବାଚସ୍ପତି ଓମ୍ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବ ବିରୋଧୀ !
ନୂଆଦିଲ୍ଲୀ : ବିରୋଧୀ ଦଳ ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିପାରନ୍ତି । ବିପକ୍ଷ ଦଳ ଏଥିପାଇଁ ପ୍ରସ୍ତୁତି ଜୋରଦାର କରିଛନ୍ତି । ଲୋକସଭାରେ ଜାରି ରହିଛି ପ୍ରବଳ ହଟ୍ଟଗୋଳ । ବିରୋଧୀଙ୍କୁ ଗୃହରେ କହିବାକୁ ସୁଯୋଗ ମିଳୁନଥିବାର ପ୍ରବଳ ହୋହଲ୍ଲାରେ ଗୃହ କାର୍ଯ୍ୟ ଚାଲିପାରୁନି । ଲୋକସଭା ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଉପସ୍ଥାପନ କରିବା ପାଇଁ ଅତି କମରେ ୫୦ ଜଣ ସାଂସଦଙ୍କ ସମର୍ଥନ ଆବଶ୍ୟକ । ପ୍ରସ୍ତାବ ପାଇଁ ୧୪ […]
Read More Text.