ମଣିପୁରରୁ ହଟିଲା ରାଷ୍ଟ୍ରପତି ଶାସନ, ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ୟୁମନାମ୍ ଖେମଚାନ୍ଦ ସିଂହ
ମଣିପୁର : ପ୍ରାୟ ଏକ ବର୍ଷ ପରେ ମଣିପୁରରେ ରାଷ୍ଟ୍ରପତି ଶାସନ ପ୍ରତ୍ୟାହାର କରାଯାଇଛି । ଏନେଇ ଗୃହ ମନ୍ତ୍ରଣାଳୟ (MHA) ଦ୍ୱାରା ଏକ ସରକାରୀ ବିଜ୍ଞପ୍ତି ଜରି କରାଯାଇଛି । ଜାରି କରାଯାଇଥିବା ନୋଟିସରେ ଲେଖାଯାଇଛି ଯେ, ” ମୁଁ ଦ୍ରୌପଦୀ ମୁର୍ମୁ, ଭାରତର ରାଷ୍ଟ୍ରପତି, ସମ୍ବିଧାନର ଧାରା ୩୫୬ର ଧାରା (୨) ଦ୍ୱାରା ପ୍ରଦତ୍ତ କ୍ଷମତା ବ୍ୟବହାର କରି, ଫେବୃଆରୀ ୧୩ ୨୦୨୫ରେ ମୋ ଦ୍ୱାରା ଜାରି କରାଯାଇଥିବା ଘୋଷଣାକୁ ପ୍ରତ୍ୟାହାର କରୁଛି, ଯାହା ୪ […]
Read More Text.