ବଲିଉଡର ଲୋକପ୍ରିୟ ଗାୟିକା ଆଶା ଭୋସଲେଙ୍କ ପରଲୋକ, ୯୨ ବର୍ଷ ବୟସରେ ଆଖି ବୁଜିଲେ
ନୂଆଦିଲ୍ଲୀ: ଲୋକପ୍ରିୟ ଗାୟିକା ଆଶା ଭୋସଲେଙ୍କ ପରଲୋକ । ପରଲୋକ ନେଇ ସୂଚନା ଦେଲେ ପୁଅ ଆନନ୍ଦ ଭୋସଲେ । ୯୨ ବର୍ଷ ବୟସରେ ଆଖି ବୁଜିଲେ ଆଶା ଦିଦି । ଗତକାଲି ଏପ୍ରିଲ ୧୧ ଶନିବାର ମୁମ୍ବାଇର ବ୍ରିଚକ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଆଶା ଭୋସଲେ, ଗୁରୁତର ଦୁର୍ବଳତା ଏବଂ ଛାତିରେ ଇନଫେକ୍ସନ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ୧୯୩୩ ସେପ୍ଟେମ୍ବର ୮ରେ ମହାରାଷ୍ଟ୍ରର ସାଙ୍ଗଲିରେ ଜନ୍ମିଗ୍ରହଣ କରିଥିଲେ ଆଶା ଭୋସଲେ । […]
Read More Text.