ବାରିପଦାରେ ଜିଲ୍ଲାସ୍ତରୀୟ ଶହୀଦ ଦିବସ-୨୦୨୬ ପାଳିତ
ବାରିପଦା : ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ତରଫରୁ ଆଜି ପୂର୍ବାହ୍ନ ୧୧ ଘଟିକା ସମୟ ରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷଠାରେ ଜିଲ୍ଲା ସ୍ତରୀୟ ଶହୀଦ ଦିବସ -୨୦୨୬ ପାଳିତ ହୋଇଯାଇଛି।ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସ ପାଳନ ତଥା ଭାରତର ସ୍ୱାଧୀନତା ପାଇଁ ଯେଉଁ ମହାମନୀଷୀ ଗଣ ଦେଶମାତୃକା ପାଇଁ ତା’ଙ୍କ ପ୍ରାଣବଳି ଦେଇଥିଲେ ସେମାନଙ୍କ ଅମର ଆତ୍ମା ପ୍ରତି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜ୍ଞାପନ ପରିପ୍ରେକ୍ଷୀରେ ପ୍ରତି ବର୍ଷ ଜାନୁଆରୀ ୩୦ ତାରିଖ […]
Read More Text.