ବିଦ୍ୟାଳୟସ୍ତରୀୟ ପିଏମଶ୍ରୀ ଉତ୍ସବ ଊଦଯାପିତ
ବାରିପଦା : ମୟୂରଭଂଜ ଜିଲ୍ଲାର ବହଳଦା ବ୍ଲକ ଅନ୍ତର୍ଗତ ଝରାଡିହି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ପରିସରରେ ବିଦ୍ୟାଳୟ ସ୍ତରୀୟ ପିଏମଶ୍ରୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷା ଦେଓଲା ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବ୍ଲକ ସ୍ତରୀୟ ପିଏମଶ୍ରୀ ଉତ୍ସବ କାଯ୍ର୍ୟକ୍ରମରେ ମୁଖ୍ୟଅତିଥି ଭାବେ ସାଂସଦ ନବଚରଣ ମାଝୀ ଏବଂ ମୁଖ୍ୟବକ୍ତା ଭାବେ ରାଇରଙ୍ଗପୁର ବିଧାୟକ ଜଲେନ ନାଏକ ଯୋଗ ଦେଇ କାର୍ଯ୍ୟକ୍ରମର ଉଦଘାଟନ କରିଥିଲେ। ସମ୍ମାନୀତ ଅତିଥି ଭାବେ ବହଳଦା ଗୋଷ୍ଠି ଶିକ୍ଷାଧିକାରୀ ଶୁଭଶ୍ରୀ ସିଂ, ଡା. […]
Read More Text.