ଜିଲ୍ଲା ପ୍ରଶାସନ ପକ୍ଷରୁ ୧୬ ତମ ଜାତୀୟ ମତଦାତା ଦିବସ ପାଳିତ
ବାରିପଦା: ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଆଜି ୧୬ ତମ ଜାତୀୟ ମତଦାତା ଦିବସ ପାଳିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ସକାଳ ୯ ଘଟିକା ସମୟରେ କଲେକ୍ଟୋରେଟ ପରିସରରୁ ଏକ ସଚେତନତା ରାଲିର ଆୟୋଜନ କରାଯାଇଥିଲା । ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦୁଖବନ୍ଧୁ ନାୟକ ଶ୍ରୀ ଇଶ୍ୱର ଚନ୍ଦ୍ର ନାୟକ, ବାରିପଦା ଉପଜିଲ୍ଲାପାଳ ଡଃ ଦୟାସିନ୍ଧୁ ପରିଡା, ପତାକା ଦେଖାଇ ଆନୁଷ୍ଠାନିକ ଭାବେ ଏହି ରାଲିକୁ ଶୁଭାରମ୍ଭ କରିଥିବା ବେଳେ ବହୁ ସଂଖ୍ୟକ ଏନ.ଏସ.ଏସ., ରେଡ […]
Read More Text.