ନୀତିନ ନବୀନଙ୍କୁ Z କ୍ୟାଟେଗୋରୀ ସୁରକ୍ଷା ପ୍ରଦାନ
ନୂଆଦିଲ୍ଲୀ : ନୀତିନ ନବୀନ ବିଜେପିର ନୂଆ ଅଧ୍ୟକ୍ଷ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି । ଗୃହମନ୍ତ୍ରଣାଳୟ ତରଫରୁ ନୀତିନ ନବୀନଙ୍କୁ Z କ୍ୟାଟେଗୋରୀ ସୁରକ୍ଷା ପ୍ରଦାନ କରାଯାଇଛି । ଏହି ସୁରକ୍ଷା ତାଙ୍କୁ ଅଧ୍ୟକ୍ଷ ହେବା ପୂର୍ବରୁ ମିଳିଛି । ନୀତିନ ନବୀନଙ୍କ ସୁରକ୍ଷା ଦାୟିତ୍ବ ଏବେ କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ(ସିଆରପିଏଫ) କମାଣ୍ଡୋ କରିବେ । ଖବର ମୁତାବକ, ଏହି ନିଷ୍ପତ୍ତି ଇଣ୍ଟେଲେିଜେନ୍ସୀ ବ୍ୟୁରୋର ରିପୋର୍ଟ ଅନୁସାରେ ନିଆଯାଇଛି । ସମ୍ଭାବ୍ୟ ବିପଦକୁ ଦେଖି ଉଚ୍ଚସ୍ତରୀୟ […]
Read More Text.