ମେଘାସନୀ ମହୋତ୍ସବ-୨୦୨୬ ଅବସରରେ ରକ୍ତଦାନ ଶିବିର
ବାରିପଦା : ମେଘାସନୀ ମହୋତ୍ସବ-୨୦୨୬ ପାଳନ ଅବସରରେ ଆଜି ବାରିପଦା ସ୍ଥିତ ଛଉ ପଡିଆ-କଲେଜ ପଡିଆ ପରିସର ଠାରେ ଜିଲ୍ଲା ପ୍ରଶାସନ ତତ୍ୱାବଧାନରେ ଓରମାସ ପକ୍ଷରୁ ଏକ ସ୍ବେଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି। ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଧର୍ମାନନ୍ଦ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ଉକ୍ତ ରକ୍ତଦାନ ଶିବିରକୁ ଶୁଭ ଉଦଘାଟନ କରି କହିଥିଲେ ଯେ ବର୍ତମାନ ପରିବର୍ତ୍ତିତ ସମୟରେ ଥାଲସେମିଆ, ସିକିଲସେଲ ଭଳି ଦୁରାରୋଗ୍ୟ ପାଇଁ ହେଉ କିମ୍ବା […]
Read More Text.