Thana b (1)

ନିଶା ଚକୋଲେଟ ଖୁଆଇ ତିନି ନାବାଳିକାଙ୍କୁ ସ୍କୁଲ ଯିବା ବାଟରୁ ଅପହରଣ ଉଦ୍ୟମ

 ବାରିପଦା : ଆଜି ବୁଧବାର ଦିନ ପୂର୍ବାହ୍ନ ପ୍ରାୟ ସାଢେ଼ ୯ଟା ବେଳେ ନିଜ ଘରୁ ବହିଵସ୍ତାନୀ ଧରି ସ୍କୁଲକୁ ଯାଉଥିବା ତିନି ଜଣ କୋମଳମତି ନାବାଳିକାଙ୍କୁ ନିଶା ମିଶ୍ରିତ ଚକୋଲେଟ ଜୋର ଜବରଦସ୍ତ ଖୁଆଇ ଅପହରଣ ଉଦ୍ୟମ କରାଯିବା ଓ ଧଳା ରଙ୍ଗର ସ୍କୁଟି ଚଢି ଅପହରଣ ଉଦ୍ୟମ କରିଥିବା ତିନି ଜଣ ଅଜଣା ଯୁବକ ଘଟଣାସ୍ଥଳରୁ ଛୁ’ ମାରିବା ଭଳି ଘଟଣା ସ୍ଥାନୀୟ ଇଲାକାରେ ଚର୍ଚ୍ଚାର ବିଷୟ ହୋଇଛି । ଏଭଳି ଅଭାବନୀୟ ଘଟଣା […]

Read More Text.
Download

କୋଲକାତାରେ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ, ୯ ବାଂଲାଦେଶୀ ମୃତ

କୋଲକାତା: କୋଲକାତାରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । କୋଲକାତାର ମିର୍ଜା ଗାଲିବ ଷ୍ଟ୍ରିଟରେ ଅବସ୍ଥିତ ଏକ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଯେଉଁଥିରେ ୯ ଜଣ ବାଂଲାଦେଶୀଙ୍କର ମୃତ୍ୟୁ ହୋଇଥିବାବେଳେ ୬ ଜଣ ଆହତ ହୋଇଥିବା ଜଣାପଡିଛି । ଏହି ହୋଟେଲରେ ଥିବା ଅଧିକାଂଶ ଲୋକ ବାଂଲାଦେଶର ସୀମାନ୍ତ ଅଞ୍ଚଳର ବାସିନ୍ଦା ଥିଲେ ଏବଂ ଚିକିତ୍ସା ପାଇଁ ବାଂଲାଦେଶରୁ କୋଲକାତା ଆସିଥିଲେ ବୋଲି ସୂଚନା ମିଳିଛି । ସୂଚନା ଅନୁଯାୟୀ, କୋଲକାତାର ନ୍ୟୁ ମାର୍କେଟ୍ […]

Read More Text.
Sergio Gor on Kashmir 750x430

ଜମ୍ମୁ-କାଶ୍ମୀର ପ୍ରସଙ୍ଗରେ ନିଜର ଆଭିମୁଖ୍ୟ ପରିବର୍ତ୍ତନ କଲା ଆମେରିକା, ଚୀନ ଓ ପାକିସ୍ତାନକୁ ଶକ୍ତ ଝଟକା

ଶ୍ରୀନଗର : ଭାରତ ପାଇଁ ଏକ ବଡ଼ କୂଟନୈତିକ ବିଜୟ ସ୍ୱରୂପ, ଆମେରିକା ଏବେ ଜମ୍ମୁ-କାଶ୍ମୀର ପ୍ରସଙ୍ଗରେ ନିଜର ଦୀର୍ଘ ଦିନର ଆଭିମୁଖ୍ୟ ପରିବର୍ତ୍ତନ କରିଛି। ଗତ ୧୫ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ କୌଣସି ଆମେରିକୀୟ ରାଷ୍ଟ୍ରଦୂତ କାଶ୍ମୀର ଗସ୍ତ କରିଛନ୍ତି। ଭାରତରେ ନିଯୁକ୍ତ ଆମେରିକାର ନୂଆ ରାଷ୍ଟ୍ରଦୂତ ତଥା ଦକ୍ଷିଣ-ମଧ୍ୟ ଏସିଆ ପାଇଁ ସ୍ୱତନ୍ତ୍ର ଦୂତ ସର୍ଜିଓ ଗୋର୍ ଅଗଷ୍ଟ ୧୯ ରେ ଜମ୍ମୁ-କାଶ୍ମୀର ଗସ୍ତ କରି ଏକ ଐତିହାସିକ ବୟାନ ଦେଇଛନ୍ତି । […]

Read More Text.
IMG 20260819 WA0002 750x430

କ୍ରମାଗତ ଚତୁର୍ଥ ଦିନ ପାଇଁ ବଢ଼ିଲା ଅଶୋଧିତ ତୈଳ ଦର, ବଢୁଛି ଆମେରିକା-ଇରାନ ଯୁଦ୍ଧ ଆଶଙ୍କା

ନୂଆଦିଲ୍ଲୀ : ଆମେରିକା ଏବଂ ଇରାନ ମଧ୍ୟରେ ଲାଗି ରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ରାଜନୈତିକ ଉତ୍ତେଜନା ବିଶ୍ୱ ଅର୍ଥନୀତି ପାଇଁ ଏବେ ଚିନ୍ତାର କାରଣ ପାଲଟିଛି। ଏହାର ସିଧାସଳଖ ପ୍ରଭାବ ବିଶ୍ୱ ତୈଳ ବଜାର ଉପରେ ପଡ଼ୁଥିବା ଦେଖିବାକୁ ମିଳିଛି। ଫଳସ୍ୱରୂପ, କ୍ରମାଗତ ଚତୁର୍ଥ ଦିନ ପାଇଁ ଅଶୋଧିତ ତୈଳ ଦର ବୃଦ୍ଧି ପାଇଛି। ବିଶେଷ କରି ତୈଳ ପରିବହନ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ତଥା ରଣନୈତିକ ମାର୍ଗ ଭାବେ ବିବେଚନା କରାଯାଉଥିବା ‘ହରମୁଜ୍ ପ୍ରଣାଳୀ’ […]

Read More Text.
Aaj tak bangla

ରାକ୍ଷି ପୂର୍ଣ୍ଣିମାକୁ ନେଇ ଦ୍ବନ୍ଦ୍ବ ଦୂର, ୨୭ରେ ରକ୍ଷା ବନ୍ଧନ ପାଳନ

ପୁରୀ : ପବିତ୍ର ରାଖି ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମାକୁ ନେଇ ଦ୍ବନ୍ଦ୍ବ । ଆସନ୍ତା ୨୭ ତାରିଖ ସକାଳ ୯ଟା ୭ଟାରୁ ପୂର୍ଣ୍ଣିମା ତିଥି ଲାଗୁଥିବା ବେଳେ ଜନସାଧାରଣ ରକ୍ଷା ବନ୍ଧନ କାର୍ଯ୍ୟ କରି ପାରିବେ । ୨୭ ତାରିଖ ସକାଳ ୯ ଟା ୭ ରୁ ୨୮ ତାରିଖ ସକାଳ ୯ଟା ୪୫ ଯାଏ ପୂର୍ଣ୍ଣମୀ ତିଥି ରହିଛି ବୋଲି କହିଛନ୍ତି ଜ୍ୟୋତିର୍ବିଦ ନରେଶ ଚନ୍ଦ୍ର ଦାସ । ସେପଟେ ଶ୍ରୀମନ୍ଦିରରେ ୨୮ ତାରିଖରେ ମହାପ୍ରଭୁ […]

Read More Text.
WATER B

ବୋଲଗଡ଼ ମୁଗମଣ୍ଡା ଆଶ୍ରମ ବିଦ୍ୟାଳୟରେ ଜଣ୍ଡିସ୍ ଆତଙ୍କ, ୧୫ ଦିନ ଛୁଟି ଘୋଷଣା

ବେଗୁନିଆ : ଜଣ୍ଡିସ୍ ପାଇଁ ସ୍କୁଲ ଛୁଟି । ୧୫ଦିନ ପାଇଁ ଛୁଟି ଘୋଷଣା କଲେ ସ୍କୁଲ କର୍ତ୍ତୃପକ୍ଷ । ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ମୁଗମଣ୍ଡା ଆଶ୍ରମ ବିଦ୍ୟାଳୟରେ ଜଣ୍ଡିସ୍ ଆତଙ୍କ । ଅନେକ ପିଲା ଜଣ୍ଡିସରେ ଆକ୍ରାନ୍ତ ହେବା ପରେ ସ୍କୁଲ ଛୁଟି ଘୋଷଣା କରାଯାଇଛି । ସ୍କୁଲରେ ୬୦୦ରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ ପାଠ ପଢୁଛନ୍ତି । ୩୫୦ ଛାତ୍ରଛାତ୍ରୀ ହଷ୍ଟେଲରେ ରହୁଛନ୍ତି । କିଛି ପିଲା ଜଣ୍ଡିସ୍ ରେ ଆକ୍ରାନ୍ତ ହେବା ପରେ ସମସ୍ତଙ୍କର ରକ୍ତ […]

Read More Text.
FLOOD V (1)

ବୃଦ୍ଧି ପାଉଛି ହୀରାକୁଦ ଜଳସ୍ତର, ଖୋଲିଲା ଆଉ ୨ ଗେଟ୍

ଭୁବନେଶ୍ୱର : ହୀରାକୁଦ ଜଳଭଣ୍ଡାରର ୧୭ ଗେଟ୍ ଖୋଲା । ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୨ଟି ଗେଟ । ପୂର୍ବରୁ ୧୫ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ହେଉଥିଲା । ଜଳସ୍ତର ବୃଦ୍ଧି ଯୋଗୁଁ ଆଉ ୨ଟି ଗେଟ୍ ଖୋଲାଯାଇଛି । ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୧୯.୮୭ ଫୁଟ ରହିଛି । ଉପର ମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ଅଧିକ ଗେଟ୍ ଖୋଲାଯାଇଛି । ଯେଉଁଥିରୁ ବାମପାର୍ଶ୍ୱର ୧୧ଟି ଓ ଡାହାଣପାର୍ଶ୍ୱର ୬ଟି ଗେଟ୍ […]

Read More Text.
SCHOOL C

ବନ୍ୟା ଘେରରେ ଫସିଥିବା ଆଶ୍ରମ ଆବାସିକ ବିଦ୍ୟାଳୟର ୨୩୦ ଛାତ୍ରଛାତ୍ରୀଙ୍କୁ ଉଦ୍ଧାର କଲା ଓଡ୍ରାଫ୍ ଟିମ୍

ପଟ୍ଟାମୁଣ୍ଡାଇ:ଆଶ୍ରମ ସରକାରୀ ଆବାସିକ ବିଦ୍ୟାଳୟରେ ୪ ଦିନ ଧରି ଜଳବନ୍ଦୀ ଥିଲେ ଛାତ୍ରଛାତ୍ରୀ। ପଟ୍ଟାମୁଣ୍ଡାଇ ବ୍ଳକ ପେଣ୍ଠପାଳ ଗ୍ରାମ ପଂଚାୟତ ଅନ୍ତର୍ଗତ କୂଳସାହିସ୍ଥିତ ଆଶ୍ରମ ସରକାରୀ ଆବାସିକ ବିଦ୍ୟାଳୟରେ ଛାତ୍ରଛାତ୍ରୀମାନେ ୪ ଦିନ ଧରି ଜଳବନ୍ଦୀ ଥିଲେ । ଆଜି ଆଶ୍ରମ ସରକାରୀ ଆବାସିକ ବିଦ୍ୟାଳୟର ୨୩୦ ଛାତ୍ରଛାତ୍ରୀଙ୍କୁ ସୁରକ୍ଷିତ ସ୍ଥାନକୁ ଉଦ୍ଧାର କରିଛି ଓଡ୍ରାଫ୍ ଟିମ୍। ସେମାନଙ୍କ ମଧ୍ୟରେ ୧୪୦ଜଣ ଛାତ୍ର ଥିବା ବେଳେ ୯୦ ଛାତ୍ରୀ ଥିବା ଜଣାପଡିଛି । ବନ୍ୟା ସ୍ଥିତକୁ ଦେଖି […]

Read More Text.
Screenshot 2026 08 19 183130 750x430

MMDR ବିଲକୁ ନବୀନଙ୍କ ବିରୋଧ: ରାଜ୍ୟର ଅର୍ଥନୀତିକୁ ବିପଦକୁ ଠେଲିଦେବ, କେନ୍ଦ୍ରର ଦୟା ଉପରେ ନିର୍ଭର କରିବ ଓଡିଶା

ଭୁବନେଶ୍ବର: MMDR ସଂଶୋଧନ ବିଲକୁ ଜୋରଦାର ବିରୋଧ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ବିଲ୍ ସଂସଦରେ ପାରିତ ହୋଇଛି। ଏହି ବିଲ୍ ବିରୋଧରେ ବିରୋଧୀ ଦେଇଛନ୍ତି ରଣହୁଙ୍କାର। ନବୀନ ପଟ୍ଟନାୟକ ଅଭିଯୋଗ ଆଣିଛନ୍ତି ଯେ ଓଡ଼ିଶାକୁ ଦୁର୍ବଳ କରିବାକୁ ଭୟଙ୍କର ଚକ୍ରାନ୍ତ ଚାଲିଛି। ଓଡ଼ିଶା ମାଟି ଓ ଖଣି ଅଧିକାରର ସୁରକ୍ଷା ପାଇଁ ଲଢ଼େଇ କରିବେ ବୋଲି ଘୋଷଣା କରିଛନ୍ତି ନବୀନ । ଶେଷ ନିଶ୍ୱାସ […]

Read More Text.
POLICE B

ପୋଲିସ-ଅନଲାଇନ ଗାଡ଼ି ଚାଳକ ମୁହାଁମୁହିଁ, ଆମ ବସ୍ ଭଙ୍ଗିଲେ, ପୋଲିସକୁ ଟେକା ପଥର ମାରିଲେ

ଭୁବନେଶ୍ୱର :  ରଣକ୍ଷେତ୍ର ପାଲଟିଲା ମାଷ୍ଟରକ୍ୟାଣ୍ଟିନ। ପୋଲିସ-ଅନଲାଇନ ଗାଡ଼ିଚାଳକ ମୁହାଁମୁହିଁ ହୋଇଛନ୍ତି । ରାସ୍ତା ଉପରେ ଗାଡ଼ି ରଖି ଡ୍ରାଇଭର ମାନେ ରାସ୍ତାରୋକ କରିଛନ୍ତି । ଭୁବନେଶ୍ବର ମାଷ୍ଟରକ୍ୟାଣ୍ଟିନରେ ପୋଲିସ-ଅନଲାଇନ ଗାଡ଼ିଚାଳକ ଧସ୍ତାଧସ୍ତି । ସ୍ଥିତି ନିୟନ୍ତ୍ରଣ କରିବା ପାଇଁ ପୋଲିସର ଲାଠିଚାର୍ଜ କରିଛି । କଟକ-ଭୁବନେଶ୍ବରରେ ବନ୍ଦ ରହିଛି ଓଲା, ଉବେର ସେବା । ରେଲୱେ ଷ୍ଟେସନରୁ ବିମାନବନ୍ଦର ପର୍ଯ୍ୟନ୍ତ ରାସ୍ତାଜାମ୍ ରହିଛି। ସେପଟେ ଓଲା, ଉବେର ଓ ରାପିଡୋ ଭଳି ଅନଲାଇନ ସେବା ଯୋଗାଉଥିବା […]

Read More Text.