ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ଜରୁରୀ ବୈଠକ
ଭୁବନେଶ୍ଵର: ମଧ୍ୟପ୍ରାଚ୍ୟ ଯୁଦ୍ଧ ନେଇ ଜରୁରୀ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀମୋହନ ମାଝୀଙ୍କ ଅଧ୍ୟକତାରେ ସନ୍ଧ୍ୟାରେ ଲୋକସେବା ଭବନରେ ବସିବ ବୈଠକ। ଏହି ବୈଠକରେ ରାଜ୍ୟର ସମସ୍ତ ଜିଲ୍ଲାପାଳ ଯୋଡି ହେବେ। ରାଜ୍ୟରେ ରନ୍ଧନଗ୍ୟାସ ନେଇ ସଙ୍କଟ ଦେଖାଦେଇଛି। ଏହି ବୈଠକରେ ଶକ୍ତି ସଙ୍କଟ ମୁକାବିଲା ନେଇ ହେବ ଗୁରୁତ୍ଵପୂର୍ଣ୍ଣ ଆଲୋଚନା। ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁଁ ଦେଶରେ ଶକ୍ତି ସଙ୍କଟ ସୃଷ୍ଟି ହୋଇଛି। ଗ୍ୟାସ୍ ଓ ପେଟ୍ରୋଲ, ଡିଜେଲ ଯୋଗାଣ ବାଧାପ୍ରାପ୍ତ ହୋଇଛି। ଯାହାର ମୁକାବିଲା ଲାଗି […]
Read More Text.