ମକର ସଂକ୍ରାନ୍ତିରେ ନୂଆ ଅଫିସକୁ ସ୍ଥାନାନ୍ତର ହେବ PMO
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୂଆ ଅଫିସ୍ ପ୍ରସ୍ତୁତ । ପବିତ୍ର ମକର ସଂକ୍ରାନ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସାଉଥ ବ୍ଳକରୁ ଏହି ନୂଆ ଅଫିସକୁ ସ୍ଥାନାନ୍ତର ହେବ ବୋଲି କୁହାଯାଉଛି । ଦେଶ ସ୍ବାଧୀନତା ଲାଭକରିବା ପରଠାରୁ ଅର୍ଥାତ ୧୯୪୭ ମସିହାରୁ ପିଏମ୍ଓ ସାଉଥ୍ ବ୍ଳକରେ କାର୍ଯ୍ୟକ୍ଷମ ହୋଇଆସୁଥିଲା । ନୂଆ ଅଫିସର ଠିକଣା ସେବାତୀର୍ଥ ରଖାଯାଇଛି । ସେଣ୍ଟ୍ରାଲ ଭିଷ୍ଟା ରିଡେଭେଲପମେଣ୍ଟ ପ୍ରୋଜେକ୍ଟ ଅଧୀନରେ ଏହାର ନିର୍ମାଣ କରାଯାଇଛି । ଏହି କମ୍ପ୍ଲେକ୍ସରେ ପ୍ରଧାନମନ୍ତ୍ରୀଙ୍କ […]
Read More Text.