ଶିମିଳିପାଳରେ ବିଏସନାଲ୍ ୪ଜି ଟାୱାର ଲୋକାର୍ପିତ କଲେ ମହାମହିମ
ବାରିପଦା : ମୟୁରଭଞ୍ଜ ଗସ୍ତର ତୃତୀୟ ଦିନରେ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଶିମିଳିପାଳର ଗୁଡୁଗୁଡ଼ିଆ ଠାରେ ଜିଲ୍ଲା ପ୍ରଶାସନ ତରଫରୁ ଅନୁଷ୍ଠିତ ଏକ ସଭାରେ ଯୋଗ ଦେଇଛନ୍ତି । ସ୍ଥାନୀୟ ହୋ, ସାନ୍ତାଳୀ, ମୁଣ୍ଡା, ଭୂମିଜ, ବାଥୁଡ଼ି, ଖଡ଼ିଆ ପ୍ରଭୃତି ଆଦିବାସୀମାନେ ହୁଳହୁଳି, କରତାଳି ଦେଇ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଙ୍କୁ ଉଚ୍ଚ୍ୱସିତ ସମ୍ବର୍ଦ୍ଧନା ସହକାରେ ସ୍ୱାଗତ କରିଥିଲେ । ସଭା ପ୍ରାରମ୍ଭରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ତଥାସଶ୍ରମ ମନ୍ତ୍ରୀ ଶ୍ରୀ […]
Read More Text.