୨୩ରେ ଆଉ ଏକ ଲଘୁଚାପ; ୩ ଦିନ ବିରତି ପରେ ପୁଣି ବଢ଼ିବ ବର୍ଷା
ଭୁବନେଶ୍ବର: ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ସକ୍ରିୟ ଅବପାତ ଆଗାମୀ ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଝାଡ଼ଖଣ୍ଡ ଏବଂ ବିହାର ମଧ୍ୟ ଦେଇ ଗତି କରିବ। ଏହା ଦୁର୍ବଳ ହୋଇ ଏକ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବା ସମ୍ଭାବନା ରହିଛି। ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ନ ଥିଲେ ବି ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ସକ୍ରିୟ ଥିବାରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବ। ପାଣିପାଗ ବିଶେଷଜ୍ଞଙ୍କ ଆକଳନ […]
Read More Text.