Iran

ତୀବ୍ର ପ୍ରତିବାଦ ଯୋଗୁଁ ଇରାନରେ ଇଣ୍ଟରନେଟ୍ ସେବା ଠପ୍, ବିମାନ ବାତିଲ

ନୂଆଦିଲ୍ଲୀ : ଇରାନରେ ଚାଲିଥିବା ସରକାରୀ ବିରୋଧୀ ପ୍ରତିବାଦ ମଧ୍ୟରେ ଇଣ୍ଟରନେଟ୍ ଏବଂ ଟେଲିଫୋନ୍ କଲ୍ ଉପରେ ପ୍ରତିବନ୍ଧକ ଲଗାଯାଇଛି । ଏହି ବିରୋଧ ଆନ୍ଦୋଳନ ହେବା ପରଠାରୁ ଏଥିରେ ୬୨ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳୁଛି । ସରକାରୀ ବିରୋଧୀ ପ୍ରତିବାଦ ପାଇଁ ଆମେରିକା ଏବଂ ଇସ୍ରାଏଲର ଆତଙ୍କବାଦୀ ଏଜେଣ୍ଟମାନଙ୍କୁ ଦାୟୀ କରାଯାଇଛି । ନେତା  ଆୟାତୋଲ୍ଲା ଅଲି ଖାମେନି ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ କଡ଼ା ସମାଲୋଚନା କରିଛନ୍ତି । ଇରାନରେ ୨୮ ଡିସେମ୍ବର […]

Read More Text.
Fire breaks out

ମୁମ୍ବାଇରେ ଭୟଙ୍କର ଅଗ୍ନିକାଣ୍ଡ, ଗୋଟିଏ ପରିବାରର ୩ ଜୀବନ୍ତ ଦଗ୍ଧ

ମୁମ୍ବାଇ : ଗୋରଗାଓଁ ଅଞ୍ଚଳରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ଗୋଟିଏ ପରିବାରର ୩ ଜଣ ସଦସ୍ୟଙ୍କ ମୃତ୍ୟୁ ଘଟିଛି । ଏପରି ଘଟଣା ପ୍ରାୟ ଭୋର ୩ଟା ସମୟରେ ଘଟିଥିବା ଜଣାପଡିଛି । ତୁରନ୍ତ ସ୍ଥାନୀୟ ଲୋକେ ଅଗ୍ନିଶମ ବାହିନୀ ବିଭାଗକୁ ସୂଚନା ଦେଇଥିଲେ । ଅଗ୍ନିଶମ ବାହିନୀ ଗାଡ଼ି ଘଟଣାସ୍ଥଳରେ ପହଞ୍ଚିବା ପର୍ଯ୍ୟନ୍ତ ନିଆଁ ନିୟନ୍ତ୍ରଣ କରାଯାଇଥିଲା । ଦୀର୍ଘ ପରିଶ୍ରମ ପରେ ନିଆଁକୁ ଆୟତ୍ତ କରାଯାଇଥିଲା । ସୂଚନାନୁଯାୟୀ, ପ୍ଲସ-ୱାନ ମହଲା […]

Read More Text.
Jual oram

ଝାଡ଼ଖଣ୍ଡରେ ବିଜେପି ପାଇଁ ନିର୍ବାଚନ ସମ୍ଭାଳିବେ ଜୁଏଲ

ଭୁବନେଶ୍ବର: ପୁଣି ଜାତୀୟ ରାଜନୀତିରେ ଆଉ ଜଣେ ଓଡ଼ିଆ ପୁଅଙ୍କୁ ଗୁରୁତ୍ୱ । ଝାଡ଼ଖଣ୍ଡରେ ଜୁଏଲ ଓରାମଙ୍କୁ ମିଳିଲା ବଡ ଦାୟିତ୍ୱ । ବିଜେପି ପାଇଁ ନିର୍ବାଚନ ସମ୍ଭାଳିବେ ଜୁଏଲ । ଜାତୀୟ ରାଜନୀତିରେ ଆଉ ଜଣେ ଓଡ଼ିଆ ବିଜେପି ନେତାଙ୍କୁ ଦାୟିତ୍ୱ । ସୁନ୍ଦରଗଡ଼ ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କୁ ଝାଡ଼ଖଣ୍ଡ ଦାୟିତ୍ୱ ଦେଇଛି ବିଜେପି । ଆଗକୁ ଝାଡ଼ଖଣ୍ଡରେ ରାଜ୍ୟ ବିଜେପି ସଭାପତି ଓ ଜାତୀୟ ପରିଷଦ ସଦସ୍ୟ ପାଇଁ ନିର୍ବାଚନ ଅନୁଷ୍ଠିତ […]

Read More Text.
Images

ସ୍ଲିପର ବସରେ ପାଣିଟାଙ୍କି ରଖିବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଭୁବନେଶ୍ବର: ଗତ କିଛିଦିନ ଭିତରେ ବାରମ୍ବାର ସ୍ଲିପର ବସ ପୋଡି ଘଟଣା ଆସିବା ପରେ ବଡ ପଦକ୍ଷେପ ନେଇଛନ୍ତି ମନ୍ତ୍ରୀ । ପ୍ରତି ବସରେ ପାଣିଟାଙ୍କି ରଖିବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ । ଗତ କିଛିଦିନ ମଧ୍ୟରେ ରାଜ୍ୟରେ ବାରମ୍ବାର ସ୍ଲିପର କୋଚ ବସରେ ଆଗ୍ନିକଣ୍ଡ ଘଟି ଅନେକ କ୍ଷୟଖଟି ଘଟିବ ଘଟଣା ସାମ୍ନାକୁ ଆସିଛି । ଯାହାକୁ ନେଇ ବଡ଼ ପଦକ୍ଷେପ ନେଇଛନ୍ତି ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା । ପ୍ରତି ସ୍ଲିପର କୋଚ […]

Read More Text.
Murder case 300x169

ପୁତୁରାର କଟୁରୀ ଚୋଟରେ ବଡବାପା ମୃତ

ମୟୁରଭଞ୍ଜ: ମୟୁରଭଞ୍ଜରେ ଘଟିଛି ଅଭବନୀୟ ଘଟଣା । ବଡ଼ବାପାକୁ ହାଣି ମାରିଦେଲା ମାନସିକ ବିକାରଗ୍ରସ୍ତ ପୁତୁରା । ମୟୁରଭଞ୍ଜରେ ଘଟିଯାଇଛି ଏକ ଅଭାବନୀୟ ଘଟଣା । ବଡବାପାକୁ ହାଣି ଜୀବନ ନେଲା ପୁତୁରା । ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା କରଡିଆ ଗାଁରେ ଘଟିଛି ଏହି ଅଭାବନୀୟ ଘଟଣା । କରଡିଆ ଗାଁରେ ଜଣେ ମାନସିକ ବିକାରଗ୍ରସ୍ତ ଯୁବକ ନିଜ ବଡବାପାଙ୍କୁ ହାଣି ଦେଇଛି । ଫଳରେ ବଡବାପାଙ୍କର ମୃତ୍ୟୁ ହୋଇଛି । ଘଟଣାରେ ଅଭିଯୁକ୍ତ ପୁତୁରାକୁ […]

Read More Text.
Cyberthaka 300x166

୭ ସାଇବର ଲୁଟେରାଙ୍କୁ ବାନ୍ଧିଲା କଟକ ପୁଲିସ

କଟକ: ସାଇବର ପୁଲିସକୁ ବଡ଼ ସଫଳତା । ସାଇବର ପୁଲିସ ହାତରେ ଧରା ପଡ଼ିଲେ ୭ଜଣିଆ ଲୁଟେରା ଗ୍ୟାଙ୍ଗ । ଦିନକୁଦିନ ବଢୁଥିବା ସାଇବର ଅପରାଧରେ କଠୋର ହୋଇଛି ସାଇବର ପୁଲିସ । କଟକ ସାଇବର ପୁଲିସକୁ ବଡ ସଫଳତା ମିଳିଛି । ୭ଜଣିଆ ସାଇବର ଲୁଟେରାଙ୍କୁ ଧରିବରେ ସଫଳ ହୋଇଛି ସାଇବର ପୁଲିସ । ସୂଚନା ଦେଇଛନ୍ତି ପୁଲିସ କମିଶନର ସୁରେଶ ଦେବଦତ୍ତ ସିଂ । ଲୁଟେରାଙ୍କୁ ଧରିବା ସହ ସେମାନଙ୍କ ନିକଟରୁ ଅପରାଧରେ ବ୍ୟବହୃତ […]

Read More Text.
Navodaya School Gurujang

ରୋଷେଇ ଘରେ ପାଇପ୍ ଫାଟି ପାଣି ଦୂଷିତ ହୋଇ ନବୋଦୟ ବିଦ୍ୟାଳୟରେ ବ୍ୟାପିଥିଲା ଜଣ୍ଡିସ: ସ୍ୱାସ୍ଥ୍ୟ ମନ୍ତ୍ରୀ

ଖୋର୍ଦ୍ଧା : ସାମ୍ନାକୁ ଆସିଲା ଖୋର୍ଦ୍ଧା ଜବାହର ନବୋଦୟ ବିଦ୍ୟାଳୟରେ ଜଣ୍ଡିସ ବ୍ୟାପିବାର କାରଣ । ସ୍କୁଲ୍ ରୋଷେଇ ଘରେ ପାଇପ୍ ଫାଟି ପାଣି ଦୂଷିତ ହୋଇଥିଲା । ସେହି ପାଣି ବ୍ୟବହାରରୁ ଛାତ୍ରଙ୍କୁ ଜଣ୍ଡିସ ବ୍ୟାପିଥିବା ସ୍ପଷ୍ଟ କରିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ପାଣି ନମୁନା ରିପୋର୍ଟ ଆସିବା ପରେ ଏହା ଜଣାପଡ଼ିଛି । ପାନୀୟ ଜଳ ଯୋଗାଣ ହେଉ କିମ୍ବା ୱାଟକୋ ସମସ୍ତେ କିଭଳି ସ୍ୱଚ୍ଛ ପାନୀୟ ପାଣି ଯୋଗାଇ ଦେବେ ସମସ୍ତଙ୍କୁ […]

Read More Text.
Mokim

ମାର୍ଚ୍ଚ ୨୬ ବା ଏପ୍ରିଲ ୮ରେ ମହମ୍ମଦ ମୋକିମଙ୍କ ନୂଆ ରାଜନୈତିକ ଦଳ ଘୋଷଣା !

କଟକ : ଜାନୁଆରୀରେ ଘୋଷଣା ହେବନି ମହମ୍ମଦ ମୋକିମଙ୍କ ନୂଆ ରାଜନୈତିକ ଦଳ ।  ମାର୍ଚ୍ଚ ୨୬ ବା ଏପ୍ରିଲ ୮ ତାରିଖରେ ଘୋଷଣା ହୋଇପାରେ। ଦଳର ନାଁ କଣ ରହିବ ସେ ନେଇ ବିଚାର ବିମର୍ଶ ଚାଲିଛି। ନୂଆ ଦଳ ଗଠନ ପାଇଁ ପ୍ରସ୍ତୁତି ଚାଲିଥିବା କହିଛନ୍ତି ମହମ୍ମଦ ମୋକିମ ।  ଜାନୁଆରୀ ୧୨ରେ ଦଳ ଘୋଷଣା ହେବ ବୋଲି ପୂର୍ବରୁ ସୂଚନା ଥିଲା ।  ତେବେ ଜାନୁଆରୀ ୧୨ ରେ ଭୁବନେଶ୍ୱର ଠାରେ ମହମ୍ମଦ ମୋକିମଙ୍କ […]

Read More Text.
Cm majhi

ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ଆହତଙ୍କୁ ମିଳିବ ସର୍ବୋତ୍ତମ ଚିକିତ୍ସା

ରାଉରକେଲା: ରାଉରକେଲାରେ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆହତ ହୋଇଥିବା ବ୍ୟକ୍ତିମାନଙ୍କୁ ତୁରନ୍ତ ସର୍ବୋତ୍ତମ ଚିକିତ୍ସା ସେବା ଯୋଗାଇବା ପାଇଁ ସେ ନିର୍ଦ୍ଦେଶ ଦେଇଥିବା ସୋସିଆଲ ମିଡିଆ X ରେ ସୂଚନା ଦେଇଛନ୍ତି । ସେ ବ୍ୟକ୍ତିଗତ ଭାବେ ସ୍ଥିତି ଉପରେ ନଜର ରଖିଥିବା କହିଛନ୍ତି । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

Read More Text.
Murder case 300x169

ଗୁଣି ସନ୍ଦେହରେ ହତ୍ୟା, ୩ ଗିରଫ

ରାଇକିଆ : କନ୍ଧମାଳ ଟିକାବାଲି ଥାନା ଚୂନାପଡ଼ା ଜଙ୍ଗଲରୁ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ମିଳିବା ଘଟଣା । ମାମଲାର ତଦନ୍ତ କରି ୩ ଅଭଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅଭିଯୁକ୍ତମାନେ ହେଲେ ଖଜୁରୀପଡ଼ା ଥାନା ଖଲିବେର୍ଣ୍ଣାର ପ୍ରକାଶ ହଂସ, ମୁକେଶ ହଂସ ଓ ଟିକାବାଲି ଥାନା ନାଗିରିଗୁଡାରିର ଜିତେନ୍ଦ୍ର ଗୁରୁ। ଅଭିଯୁକ୍ତ ମାନଙ୍କୁ ଘଟଣାସ୍ଥଳକୁ ନେଇ କ୍ରାଇମସିନ ରିକ୍ରିଏସନ କରିଛି ପୋଲିସ । ସୂଚନା ଅନୁସାରେ ଗତ ୭ ମାସ ତଳେ ଅଭିଯୁକ୍ତ ପ୍ରକାଶ ହଂସଙ୍କ […]

Read More Text.