ଖୁବଶୀଘ୍ର ସରିବ ଶ୍ରୀଗୁଣ୍ଡିଚା ମନ୍ଦିର ସଂରକ୍ଷଣ କାର୍ଯ୍ୟ
ପୁରୀ: ଖୁବଶୀଘ୍ର ଖୋଲିବ ଶ୍ରୀଗୁଣ୍ଡିଚା ମନ୍ଦିର । ଭକ୍ତଙ୍କ ଦର୍ଶନ ପାଇଁ ଖୁବଶୀଘ୍ର ସରିବ କାର୍ଯ୍ୟ । ଖୁବଶୀଘ୍ର ସରିବ ଶ୍ରୀଗୁଣ୍ଡିଚା ମନ୍ଦିର ସଂରକ୍ଷଣ କାର୍ଯ୍ୟ । ମନ୍ଦିର ସଂରକ୍ଷଣ କାର୍ଯ୍ୟ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ସେ ଆହୁରି କହିଛନ୍ତି ଯେ, ସର୍ବସାଧାରଣ ଦର୍ଶନ ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯିବ । ଚଳିତ ମାସ ବସନ୍ତ ପଞ୍ଚମୀରୁ ଭକ୍ତଙ୍କ ପାଇଁ ଶ୍ରୀଗୁଣ୍ଡିଚା ମନ୍ଦିର […]
Read More Text.