News visual

Tariff Tsunami: India Braces for Impact as Trump Backs ‘Bone-Crushing’ 500% Levy on Russian Oil Buyers

NEW DELHI, 8/1 : India’s economic corridors are buzzing with anxiety today as the specter of a trade war with the United States looms larger than ever. In a move that has sent shockwaves through Dalal Street and South Block alike, US President Donald Trump has officially thrown his weight behind the bipartisan “Sanctioning of […]

Read More Text.
Bomb treat

ଅନେକ କୋର୍ଟକୁ ବୋମା ଧମକ, ଯାଞ୍ଚ ଆରମ୍ଭ

ପାଟନା : ପାଟନା ସହିତ ବିହାରର ଅନେକ ସିଭିଲ କୋର୍ଟକୁ ବୋମା ଧମକ ମିଳିଛି । କିଶନଗଂଜ ସିଭିଲ କୋର୍ଟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଗୟାଜୀ ସିଭିଲ କୋର୍ଟକୁ ମଧ୍ୟ ଧମକ ମିଳିଛି । ସିଭିଲ କୋର୍ଟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିବା ପରେ ଭୟଭୀତ ହୋଇଛନ୍ତି ଲୋକ । ତୁରନ୍ତ ଜିଲ୍ଲା ଜଜ କୋର୍ଟ ପରିସରକୁ ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ବୋମା ଧମକ ମିଳିବା ପରେ କୋର୍ଟ ପରିସର ଖାଲି କରିଦିଆଯାଇଛି […]

Read More Text.
Delhi police

ଏସଆଇଆର ପୂର୍ବରୁ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନ, ୨୦ ବାଂଲାଦେଶୀ ଗିରଫ

ନୂଆଦିଲ୍ଲୀ : ଭାରତର ବିଭିନ୍ନ ରାଜ୍ୟରେ ଅବୈଧ ବାଂଲାଦେଶୀଙ୍କୁ ଖୋଜା ଚାଲିଛି । ପୋଲିସ ଦ୍ବାରା ଅନେକ ମାତ୍ରାରେ ଅବୈଧ ଭାବେ ରହୁଥିବା ବାଂଲାଦେଶୀଙ୍କୁ ଗିରଫ କରାଯାଇ ଫେରିଯିବାକୁ କୁହାଯାଉଛି । ଏପରି ସ୍ଥଳେ ଦିଲ୍ଲୀ ପୋଲିସ ବଡ଼ ଆକ୍ସନ ନେଇଛି । ପୋଲିସ କାର୍ଯ୍ୟାନୁଷ୍ଠାନ ନେଇ ଦିଲ୍ଲୀ ଭିତରୁ ୨୦ ବାଂଲାଦେଶୀ ନାଗରିକଙ୍କୁ ଗିରଫ କରିଛି । ଦିଲ୍ଲୀରେ ଏସଆଇଆର ପ୍ରକ୍ରିୟା ପୂର୍ବରୁ ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ ଦେଖିବାକୁ ମିଳିଛି । ପୋଲିସ ଦ୍ବାରା ୨୦ ବାଂଲାଦେଶୀ […]

Read More Text.
RI

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଆରଆଇ

ଅନୁଗୁଳ  : ୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଆରଆଇ ।  ଅନୁଗୁଳ ଆଠମଲ୍ଲିକ ତୁସର ଆରଆଇ ସୁରେନ୍ଦ୍ର ଦାଶ ।  ଏକ ଜମି ଡିମାର୍କେସନ ପାଇଁ ମାଗିଥିଲେ ଲାଞ୍ଚ ।  ଏଥିପାଇଁ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ଆରଆଇ ।  ପ୍ରଥମେ ୨ ହଜାର ଟଙ୍କା ନେଇଥିଲେ ।  ବକେୟା ଲାଞ୍ଚ ୮ ହଜାର ଟଙ୍କା ମାଗିଥିଲେ ଆରଆଇ ।  ପରେ ୬ ହଜାର ଟଙ୍କାକୁ ଖସିଥିଲେ ।  ଲାଞ୍ଚ ନେବାବେଳେ ମାଡି […]

Read More Text.

ନାବାଳିକାଙ୍କ ସହ ପ୍ରେମ ପାଇଁ ଯୁବକଙ୍କୁ ଉଲଗ୍ନ କରି ରାସ୍ତାରେ ବୁଲାଇଲେ

ରାଇରଙ୍ଗପୁର : ପ୍ରଥମେ ମାଡ଼ ମାରିଲେ। ପରେ ଉଲଗ୍ନ କରି ରାସ୍ତାରେ ବୁଲାଇଲେ ।  ନାବାଳିକାଙ୍କ ସହ ପ୍ରେମ ସମ୍ପର୍କକୁ ନେଇ କଙ୍ଗାରୁ କୋର୍ଟ ।  ମୟୂରଭଞ୍ଜ ଜିଲ୍ଲା ବହଳଦା ଥାନା ଅଞ୍ଚଳରେ ନାବାଳିକା ସହ ଯୁବକଙ୍କ ପ୍ରେମ ସମ୍ପର୍କ ଜାଣିବା ପରେ ଆଇନକୁ ହାତକୁ ନେଇ କଙ୍ଗାରୁ କୋର୍ଟ ବସାଯାଇଛି ।  ଯୁବକଙ୍କ ହାତବାନ୍ଧି ମାଡ଼ ମାରିବା ସହ ଉଲଗ୍ନ କରି ରାଜରାସ୍ତାରେ ବୁଲାଇ ଥିଲେ ।  ଏହାର ଭିଡିଓ ଭାଇରାଲ ହେବା ପରେ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ […]

Read More Text.
Cold

ଆଗାମୀ ଦୁଇ ସପ୍ତାହ ଜାରି ରହିବ ଶୀତ ଲହରୀ

ଭୁବନେଶ୍ବର: ଆଗାମୀ ଦୁଇ ସପ୍ତାହ ପର୍ଯ୍ୟନ୍ତ ଶୀତରୁ ମିଳିବ ନାହିଁ ନିସ୍ତାର । ଏ ନେଇ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ । ସୂଚନାଯୋଗ୍ୟଯେ ,୨୪ ସହରରେ ରାତି ତାପମାତ୍ରା ୧୦ କିମ୍ବା ତାଠୁ କମ ଥିଲା । ରାଜଧାନୀ ସମେତ ଅନେକ ସହରରେ ତାପମାତ୍ରା ୧୦ ତଳକୁ ରହିବା ଓ ଶୀତ ଲହରୀ ଜାରି ରହିବା ,ନେଇ ଚର୍ଚ୍ଚା ଜୋର ଧରିଛି । ପାଣିପାଗ ବିଶେଷଜ୍ଞଙ୍କ ସୂଚନା ଅନୁସାରେ, ବାୟୁମଣ୍ଡଳୀୟ ତଥା ଭୂପୃଷ୍ଟ […]

Read More Text.
PARKING

ବଢିଲା ପାର୍କିଂ ଫି, ପୁରୀରେ ୨୪ ଘଣ୍ଟା ପର୍ଯ୍ୟନ୍ତ ଚାରିଚକିଆ ଯାନ ପାଇଁ ଦେବାକୁ ପଡିବ ୫୦୦ ଟଙ୍କା

ପୁରୀ: ପୁରୀରେ ବଢିଲା ପାର୍କିଂ ଫି । ଶ୍ରୀମନ୍ଦିର ପ୍ରଶାସନ ଅଧିନରେ ଥିବା ୪ଟି ଭକ୍ତନିବାସର ପାର୍କିଂ ଫି ବୃଦ୍ଧି କରାଯାଇଛି । ଏଣିକି ୨୪ ଘଣ୍ଟା ପର୍ଯ୍ୟନ୍ତ ଚାରିଚକିଆ ଯାନ ପାର୍କିଂ ପାଇଁ ୫୦୦ ଟଙ୍କା ସହ ଅତରିକ୍ତ ୧୮ ପ୍ରତିଶତ ଜିଏସଟି ଦେବାକୁ ପଡ଼ିବ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି । ତେବେ ପରିଚାଳନା କମିଟି ବୈଠକରେ ପାର୍କିଂ ଫି ବୃଦ୍ଧି ନେଇ କୌଣସି ଆଲୋଚନା ହୋଇନାହିଁ […]

Read More Text.

ରାଜନଗର ବିଡିଓଙ୍କୁ ଆକ୍ରମଣ ଘଟଣା: କାର୍ଯ୍ୟାନୁଷ୍ଠାନ ଦାବିରେ ୭ଦିନ ହେଲା ବ୍ଲକ ଅଫିସରେ ପଡିଛି ତାଲା

ରାଜନଗର: ରାଜନଗରରେ ମହିଳା ବିଡିଓଙ୍କୁ ଆକ୍ରମଣ ଘଟଣାରେ କାର୍ଯ୍ୟାନୁଷ୍ଠାନ ଦାବି ।  ୭ଦିନ ହେଲା ବ୍ଲକ ଅଫିସରେ ପଡିଛି ତାଲା । ସରକାରୀ କାର୍ଯ୍ୟ ଠପ୍ । ଆଜି ବି ଧାରଣାରେ ବସିଛନ୍ତି ସରପଞ୍ଚ ସଂଘ ଓ ଜିଲ୍ଲା ପରିଷଦ ସଦସ୍ୟ । ବ୍ଲକରେ ଅଚଳା ଅବସ୍ଥା ଜାରି ରହିଛି । ଗତକାଲି ବିଜେଡି ବିଧାୟକ ଧ୍ରୁବ ସାହୁ, ପ୍ରତାପ କେଶରୀ ଦେବ ଏବଂ ଗଣେଶ୍ୱର ବେହେରାଙ୍କ ସହ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଓ ଏସିପିଙ୍କ ବୈଠକ ବସିଥିଲା  । […]

Read More Text.

ଆତ୍ମସମର୍ପଣ କଲେ ୨୬ ହାର୍ଡକୋର ମାଓବାଦୀ

ମାଲକାନଗିରି : ଭୁଶୁଡୁଛି ମାଓ ଗଡ଼ । ୨୬ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ । ପୋଲିସ ନିକଟରେ ଅସ୍ତ୍ର ଛାଡ଼ି ଗୋଲାପ ଧରିଲେ ମାଓବାଦୀ । ଛତିଶଗଡ଼ର ସୁକମା SPଙ୍କ ନିକଟରେ ୨୬ ହାର୍ଡକୋର ମାଓବାଦୀମାନେ ଆତ୍ମସମର୍ପଣ କରିଛନ୍ତି । ଏହି ୨୬ଜଣ ହାର୍ଡକୋର ମାଓବାଦୀଙ୍କ ଉପରେ ଥିଲା ୬୪ ଲକ୍ଷ ଟଙ୍କା ପୁରସ୍କାର । ଆତ୍ମସମର୍ପଣ କରିଥିବା ସମସ୍ତ ମାଓବାଦୀ ଓଡିଶା ଏବଂ ସୁକମା ଅଞ୍ଚଳରେ ସକ୍ରିୟ ରହି ହିଂସାକାଣ୍ଡ ଘଟାଉଥିଲେ । ସରକାରଙ୍କ ଆତ୍ମସମର୍ପଣ ନିତିରେ […]

Read More Text.
Salary 750x430

ପରିବହନ ନିଗମର ୩ ଅଧିକାରୀଙ୍କ ଦରମା ବନ୍ଦ

କୋରାପୁଟ: କାର୍ଯ୍ୟରେ ଅବହେଳା ଅଭିଯୋଗ ନେଇ ପରିବହନ ବିଭାଗର ୩ଜଣ ଅଧିକାରୀଙ୍କ ଦରମା ବନ୍ଦ କରାଯାଇଛି । ଦରମା ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ପରିବହନ ନିଗମ ନିର୍ଦ୍ଦେଶକ । କାର୍ଯ୍ୟରୁ ଅନ୍ତର ସହ ପୁନଃ ଯୋଗ ଦେବା ଯାଏଁ ଦରମା ବନ୍ଦ ହେବ । ତିନି ଅଧିକାରୀ ହେଉଛନ୍ତି ଈଶ୍ୱର ମହାପାତ୍ର ଜିଲ୍ଲା ପରିଚାଳକ, ଜୟପୁର, କୋରାପୁଟ, ଜ୍ୟୋତି ପ୍ରକାଶ ବେହେରା, ଅତିରିକ୍ତ ପରିଚାଳକ ଜୟପୁର, କୋରାପୁଟ ଏବଂ ପ୍ରିତିଶ କୁମାର ନାୟକ, ଅତିରିକ୍ତ […]

Read More Text.