କୋଇଲା ଖଣିରେ ବିସ୍ଫୋରଣ, ୧୦ ମୃତ
ମେଘାଳୟ : ମେଘାଳୟ ତାଶଖାଇ ଅଞ୍ଚଳ ସ୍ଥିତ ଏକ କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ । ବିସ୍ଫୋରଣରେ ଅତିକମରେ ୧୦ ଜଣ ଶ୍ରମିଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ବିସ୍ଫୋରଣ ପରେ ସମଗ୍ର ଅଞ୍ଚଳରେ ଭୟର ବାତାବରଣ ଦେଖାଦେଇଛି । ସ୍ଥାନୀୟ ପ୍ରଶାସନ ଏବଂ ପୋଲିସ ରେସକ୍ୟୁ ଅପରେସନ ଆରମ୍ଭ କରିଛି । ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି । ଖବର ମୁତାବକ, ତାଶଖାଇ କୋଇଲା ଖଣିରେ ହଠାତ୍ ଜୋରଦାର ବିସ୍ଫୋରଣ ହୋଇଥିଲା । […]
Read More Text.