ରେକର୍ଡ ଭାଙ୍ଗିଲା ଓଡ଼ିଶା: ତାଳଚେର ଓ ଅନୁଗୁଳ ସବୁଠୁ ଅଧିକ ପ୍ରଦୂଷିତ ସହର
ଭୁବନେଶ୍ବର: ପ୍ରଦୂଷଣରେ ରେକର୍ଡ ଭାଙ୍ଗିଲା ଓଡ଼ିଶା । ଲଗାତାର ଦୁଇ ଦିନ ହେଲା ଓଡ଼ିଶାର ତାଳଚେର ଓ ଅନୁଗୁଳ ସବୁଠୁ ଅଧିକ ପ୍ରଦୂଷିତ ସହର ପାଲଟିଛି । ଆଜି ସକାଳ ୮ଟା ସୁଦ୍ଧା ୩୦୦ରୁ ଅଧିକ ଏକ୍ୟୁଆଇ ସହ ବାୟୁର ମାନ ଅତି ଖରାପ ସ୍ତରରେ ଥିବା ଦେଶର ୫ସହର ମଧ୍ୟରେ ରହିଛନ୍ତି ଓଡ଼ିଶାର ୪ଟି ସହର ରହିଛି । ୩୫୫ଏକ୍ୟୁଆଇ ସହ ଆଜି ମଧ୍ୟ ତାଳଚେର ଦେଶର ସବୁଠୁ ଅଧିକ ପ୍ରଦୂଷିତ ସହର ହୋଇଥିବା ବେଳେ ୩୨୮ […]
Read More Text.