556600

ଏପ୍ରିଲ ପହିଲାରୁ ଲାଗୁ ହେବ ନୂଆ ଆୟକର ନିୟମ

ନୂଆଦିଲ୍ଲୀ:୧ ଏପ୍ରିଲ ୨୦୨୬ରୁ ନୂଆ ଆୟକର ନିୟମ ଲାଗୁ ହେବ। ଆଜି ବଜେଟ୍ ୨୦୨୬ରେ ଏ ନେଇ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଛୋଟ କରଦାତାଙ୍କ ପାଇଁ ପ୍ରକ୍ରିୟା ସହଜ ହେବ। ଜୁଲାଇ ୩୧ ତାରିଖ ଯାଏଁ ରିଟର୍ଣ୍ଣ ଦାଖଲ କରିପାରିବେ। ଆଇଟିଆର୍‌-୧, ଆଇଟିଆର୍‌ -୨ ଲୋକେ ରିଟର୍ଣ୍ଣ ଭରିପାରିବେ। ଏବେ ପ୍ୟାନ୍ ଜରିଆରେ ଏନଆର୍‌ଆଇ ନିଜ ସମ୍ପତ୍ତି ବିକିପାରିବେ । ଆୟକର ଫାଙ୍କିଲେ ଆଉ ଦଣ୍ଡ ମିଳିବନି। ଅତିରିକ୍ତ ୩୦ ପ୍ରତିଶତ ଟିକସ ଦେଇ […]

Read More Text.
Nirmala ss c

ଏଥର ବଜେଟରେ କଣ ସବୁ ହେଲା ଶସ୍ତା ଓ ମହଙ୍ଗା

ଶସ୍ତା ହେଲା : କର୍କଟ ଏବଂ ମଧୁମେହ ଔଷଧ କ୍ରୀଡା ସାମଗ୍ରୀ ସୋଲାର ସାମଗ୍ରୀ ମୋବାଇଲ ବ୍ୟାଟେରୀ ମାଇକ୍ରୋଓଭନ ଚମଡା ବିଦେଶ ଯାତ୍ରା ବାୟୋ ସିଏନଜି କପଡା ମହଙ୍ଗା ହୋଇଛି : ମଦ ଖଣିଜ ପଦାର୍ଥ ସ୍କ୍ରାପ୍ ସିଗାରେଟ୍ ପାନ ମସଲା ସୌଖୀନ ପୋଷାକ ତମାଖୁ ସାମଗ୍ରୀ ଆମଦାନୀ ଘଣ୍ଟା ବଜେଟରେ କର୍କଟ ଔଷଧ ଉପରେ ଆମଦାନୀ ଶୁଳ୍କ ହ୍ରାସ କରାଯାଇଛି। ୭ଟି ଗମ୍ଭୀର ରୋଗର ଔଷଧ ଶସ୍ତା ହୋଇଛି। ଏଥିରେ କର୍କଟ ଏବଂ ମଧୁମେହ ଅନ୍ତର୍ଭୁକ୍ତ। […]

Read More Text.
5 e1769952748821 300x152

୨୦୨୬-୨୭ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍‌

ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପିତ ଲଗାତାର ୯ମ ଥର ପାଇଁ ବଜେଟ୍‌ ଆଗତ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବିଗତ ୧୧ ବର୍ଷର ଆର୍ଥିକ ଅଭିବୃଦ୍ଧି ନେଇ ରଖିଲେ ତଥ୍ୟ ଅର୍ଥମନ୍ତ୍ରୀ ବିକଶିତ ଭାରତ ଲକ୍ଷ୍ୟ ନେଇ ଦେଶ ଆଗକୁ ବଢ଼ୁଛି ଚଳିତ ବଜେଟ୍ ଯୁବ ଶକ୍ତି ବଜେଟ୍ ହେବାକୁ ଯାଉଛି, କର୍ତ୍ତବ୍ୟ ଭବନରେ ଏହା ଆମର ପ୍ରଥମ ବଜେଟ୍ ଆମର ପ୍ରଥମ କର୍ତ୍ତବ୍ୟ ହେଉଛି ସବ୍‌କା ସାଥ୍ ସବ୍‌କା ବିକାଶ, ଆମ […]

Read More Text.
Judgement 1 e1765031965819 300x157

ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହେଲେ ଅବସରପ୍ରାପ୍ତ ପୋଲିସ ଅଧିକାରୀ

ବାରିପଦା:  ଆଜି ଏକ ଭିଜିଲାନ୍ସ ଟ୍ରାପ ମାମଲାର ବିଚାର କରି ବାରିପଦା ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ର ମାନ୍ୟବର ବିଚାରପତି ପୂର୍ଣ୍ଣିମା ଜେନା  ମୟୁରଭଞ୍ଜ ଜିଲ୍ଲା ତିରିଂ ଥାନା ଅଧିନରେ ଥିବା ଝରାଡ଼ି ଫାଣ୍ଡି ର ଅବସରପ୍ରାପ୍ତ ପୋଲିସ ଆସିଷ୍ଟାଣ୍ଟ ସବ ଇନ୍ସପେକ୍ଟର ସତ୍ୟବାନ ଗିରି ଙ୍କୁ ତିନି ବର୍ଷ ସଶ୍ରମ କାରାଦଣ୍ଡ ସମେତ ଜୋରିମାନା ରେ ଦଣ୍ଡିତ କରିଛିନ୍ତି l ପ୍ରକାଶ ଥାଉକି ସତ୍ୟବାନ ଗିରି ଜଣେ ମଦ ଦୋକାନୀ କୁ ସବୁବେଳେ ନାନାଦି ଧମକ […]

Read More Text.
IMG 20260131 WA0254

ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ପେନସନ ମେଳା 

୮ ଜଣ ଙ୍କୁ ବିଦାୟ ସମ୍ବର୍ଦ୍ଧନା ବାରିପଦା: ମୟୂରଭଞ୍ଜ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ସମ୍ମୀଳନୀ କକ୍ଷରେ ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠି ଙ୍କ ସଭାପତିତ୍ବରେ ଜାନୁଆରୀ ମାସରେ ଅବସର ଗ୍ରହଣ କରିଥିବା ୮ ଜଣ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷା କର୍ମଚାରୀଙ୍କ ଉଦ୍ଦେଶ୍ୟରେ ଏକ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାରେ ଥିବା ସମସ୍ତ ସରକାରୀ ଓ ପୂର୍ଣ୍ଣ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ରୁ ଏହି କର୍ମଚାରୀ ମାନେ ଅବସର ଗ୍ରହଣ […]

Read More Text.
IMG 20260131 WA0214

ମୟୁରଭଞ୍ଜ କେନ୍ଦ୍ର ସମବାୟ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବିଦାୟ ଓ ନୂତନ ସିଇଓଙ୍କୁ ସ୍ୱାଗତ

ବାରିପଦା.: ମୟୁରଭଞ୍ଜ କେନ୍ଦ୍ର ସମବାୟ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ  ମହେନ୍ଦ୍ର ନାଥ ସାମଲଙ୍କ ଅବସର ଗ୍ରହଣ ପୂର୍ବକ ଏକ ଭାବାବେଗ ବିଦାୟ କାଳୀନ କାର୍ଯ୍ୟକ୍ରମ ବ୍ୟାଙ୍କ ପରିସରରେ ଆୟୋଜିତ ହୋଇଥିଲା। ଏହି ଅବସରରେ ନୂତନ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ  ସିଦ୍ଧାର୍ଥ ବଡ଼ଜେନାଙ୍କୁ ତାଙ୍କର କାର୍ଯ୍ୟଭାର ଗ୍ରହଣ ଅବସରରେ  ସୁସ୍ୱାଗତ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ବ୍ୟାଙ୍କର ସଭାପତି  ସୁବ୍ରମଣ୍ୟମ ମହାନ୍ତି ସଭାପତିତ୍ୱ କରିଥିଲେ। ନିର୍ଦ୍ଦେଶକ ମଣ୍ଡଳୀର  ମଳୟ କୁମାର ଜେନା, ଅଭିନ୍ନ […]

Read More Text.
IMG 20260131 WA0209

ରାଷ୍ଟ୍ରପତିଙ୍କ ଗସ୍ତ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକ 

ତ୍ରୁଟିଶୂନ୍ୟ ପରିଚାଳନାକୁ ଗୁରୁତ୍ୱ  ବାରିପଦା: ଆସନ୍ତା ଫେବ୍ରୁଆରୀ ୪ ରୁ ୬ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ମୟୁରଭଞ୍ଜ ଗସ୍ତରେ ଆସୁଛନ୍ତି  ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହାକୁ ନେଇ ଜିଲ୍ଲାପାଳ ହେମକାନ୍ତ ସୟ୍ ଙ୍କ ଅଧ୍ୟକ୍ଷତାରେ ଏକ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମକୁ ଶାନ୍ତି ଶୃଙ୍ଖଳାର ସହିତ ସମ୍ପାଦନ କରିବାକୁ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା । ଏହାସହ ବର୍ତ୍ତମାନର  ସ୍ଥିତିକୁ ନେଇ ଜିଲ୍ଲାପାଳ ସମୀକ୍ଷା କରିଥିଲେ। […]

Read More Text.
IMG 20260131 WA0126

ରାଜ୍ୟ ବିପର୍ଯ୍ୟୟ ପରିଚାଳନା ଅଧିକାରୀଙ୍କ ଜିଲ୍ଲା ପରିଦର୍ଶନ ଓ କାର୍ଯ୍ୟର ସମୀକ୍ଷା. 

ବାରିପଦା : ଓସଡମାର ରାଜ୍ଯ ପ୍ରକଳ୍ପ ଅଧିକାରୀ ଶ୍ରୀ ମେଘନାଦ ବେହେରା ଦିନିକିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତ କରି ଓଡିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଓ ସ୍ ଡ ମା), ଭୁବନେଶ୍ବର  ଦ୍ଵାରା ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ ଗୁଡିକର ଅଗ୍ରଗତି ସମ୍ପର୍କରେ ଅବଗତ ହେବା ସହିତ ସେସବୁର ସମୀକ୍ଷା ଓ ମୂଲ୍ୟାୟନ କରିଛନ୍ତି. ଏହିକ୍ରମରେ ସେ ଜିଲ୍ଲା ସ୍ତରୀୟ ଅଧିକାରୀମାନଙ୍କ ସହିତ ଆଲୋଚନା କରିବା ସଙ୍ଗେ ସଙ୍ଗେ ଉଦଳା ବ୍ଲକ ପରିଦର୍ଶନ […]

Read More Text.
111

ବେଲୁଚିସ୍ତାନର ୧୦ ସହର ଉପରେ କବଜା କଲା BLA, ୧୦ ପାକ୍ ଯବାନ ମୃତ

ବେଲୁଚିସ୍ତାନ: ବେଲୁଚିସ୍ତାନର ରାଜଧାନୀ କ୍ୱେଟାରେ ବେଲୁଚିସ୍ତାନ ଲିବରେସନ ଆର୍ମି (BLA) ଲଢ଼ୁଆମାନେ ଅନେକ ବଜାରକୁ ନିୟନ୍ତ୍ରଣ କରିଛନ୍ତି । ‘ଦି ବେଲୁଚିସ୍ତାନ ପୋଷ୍ଟ’, X ରେ ପୋଷ୍ଟ କରିଛି ଯେ BLA ଲଢ଼ୁଆମାନେ, ବଜାରଗୁଡ଼ିକୁ କବଜା କରୁଛନ୍ତି । ଏପର୍ଯ୍ୟନ୍ତ, ସେମାନେ ବେଲୁଚିସ୍ତାନର ପ୍ରାୟ ୧୦ଟି ସହରକୁ କବଜା କରିଛନ୍ତି । ଏଥିରେ ଅନେକ ବଜାର ଏବଂ ପୋଲିସ ପୋଷ୍ଟ ସାମିଲ୍ । ଭିଡିଓରେ, ଲଢ଼ୁଆମାନେ ବଜାରରେ ବୁଲୁଥିବାର ଦେଖାଯାଉଛି । ଏହି ସମୟରେ, ପାକିସ୍ତାନୀ ସୈନିକ ପୋଷ୍ଟ […]

Read More Text.
Sunetra Pawar oath 1769860144545

ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସୁନେତ୍ରା

ମୁମ୍ବାଇ : ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ହେଲେ ସୁନେତ୍ରା ପାୱାର । ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା । ଅଜତି ପାୱାରଙ୍କ ବିମାନ ଦୁର୍ଘଟଣାରେ ଜୀବନ ଯିବା ପରେ ଏହି ପଦ ପାଇଁ ସୁନେତ୍ରାଙ୍କୁ ଚୟନ କରାଯାଇଥିଲା । NCP ବିଧାୟକ ଦଳର ବୈଠକରେ ସୁନେତ୍ରା ପାୱାରଙ୍କୁ ବିଧାୟକ ଦଳର ନେତା ଭାବେ ଆନୁଷ୍ଠାନିକ ଭାବେ ଚୟନ କରାଯାଇଥିଲା । ସୁନେତ୍ରା ପାୱାର ପୂର୍ବରୁ ଅଜିତ ପାୱାରଙ୍କ ପାଖରେ […]

Read More Text.