ଅପରେସନ ସିନ୍ଦୁର ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଗର୍ବର ପ୍ରତୀକ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୧୨୯ ତମ ‘ମନ୍ କି ବାତ୍’ କାର୍ଯ୍ୟକ୍ରମ। ଏହା ଚଳିତ ବର୍ଷର ମନ କି ବାତର ଶେଷ ଏପିସୋଡ୍। ଏହି ଅବସରରେ ପ୍ରଧାନମନ୍ତ୍ରୀ ସମ୍ବୋଧିତ କରି ୨୦୨୫ ମସିହାରେ ଭାରତର ଗର୍ବର ମୁହୂର୍ତ୍ତଗୁଡ଼ିକୁ ମନେ ପକାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଅପରେସନ ସିନ୍ଦୂର ସମୟରେ ଭାରତ ଏକ ଦୃଢ଼ ଛାପ ଛାଡ଼ିଥିଲା। ଯାହା ଦେଶର ସୁରକ୍ଷା ପ୍ରତି ପ୍ରତିବଦ୍ଧତାର ପ୍ରଦର୍ଶନ ଥିଲା। ପାକିସ୍ତାନର ଦୁଃସାହସିକତା ବିରୁଦ୍ଧରେ ଅପରେସନ ବିଶ୍ୱକୁ ଏକ ବାର୍ତ୍ତା […]
Read More Text.