ଧଉଳି ପରିଦର୍ଶନ କଲେ ମୁଖ୍ୟ ନିର୍ବାଚନ କମିଶନର
ଭୁବନେଶ୍ୱର : ଧଉଳି ବୁଲି ଦେଖିଲେ ମୁଖ୍ୟ ନିର୍ବାଚନ କମିଶନର । ଏହାପୂର୍ବରୁ ପୁରୀ ଜିଲ୍ଲାର ଐତିହ୍ୟ ଗ୍ରାମ ରଘୁରାଜପୁର ପରିଦର୍ଶନ କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର l ରଘୁରାଜପୁରରେ ପହଞ୍ଚିବା ପରେ ତାଙ୍କୁ ଗ୍ରାମବାସୀ ଓ ପ୍ରଶାସନ ତରଫରୁ ସ୍ୱାଗତ କରାଯାଇଥିଲା । ରଘୁରାଜପୁର ପଟ୍ଟଚିତ୍ର, ଗୋବର କଣ୍ଢେଇ,ପେପର ମାସ୍କ ଆଦିକୁ ଦେଖିଥିଲେ ସିଇସି । ପଟ୍ଟଚିତ୍ରରେ ନିଖୁଣ ଭାବେ ଚିତ୍ରିତ ହୋଇଥିବା ବିଭିନ୍ନ ବିଷୟବସ୍ତୁ, ଓଡ଼ିଶାର କଳା, ସଂସ୍କୃତି,ପରମ୍ପରା, ରାମାୟଣ, ମହାଭାରତ, କୃଷ୍ଣଲୀଳାକୁ […]
Read More Text.