ରାଉରକେଲାରେ ବସ୍ ଜାଳିଦେଲେ ଦୁର୍ବୃତ୍ତ
ରାଉରକେଲା: ରାଉରକେଲାରେ ବସ୍ ଜାଳିଦେଲେ ଦୁର୍ବୃତ୍ତ । ସହରର ସ୍ବପ୍ନେଶ୍ବର ମନ୍ଦିର ନିକଟ ପାର୍କିଂରେ ଥିବା ଏକ ଘରୋଇ ବସ୍ ଜାଳିଦେଲେ ଦୁର୍ବୃତ୍ତ । ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତ ନିଆଁ ଲଗାଇ ଦେଇଛନ୍ତି । ଏନେଇ ବସ୍ ମାଲିକ ଅନୟ ମଲ୍ଲିକ ଟାଙ୍ଗରପାଲି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ରାଉରକେଲାରୁ ଭୁବନେଶ୍ୱର ଯାଉଥିବା ଏହି ଘରୋଇ ବସ୍ କୌଣସି ବୈଷୟିକ ତ୍ରୁଟି କାରଣରୁ ନିଜ ଘର ନିକଟରେ ଥିବା ରାସ୍ତା ଉପରେ ପାର୍କିଂ କରିଥିଲା । […]
Read More Text.