IMG 20260128 WA0155

ମାକୁନ୍ଦା ଓ ଛାତନା ଗ୍ରାମବାସୀଙ୍କ ଅଭିଯୋଗ ଶୁଣିଲେ ମନ୍ତ୍ରୀ

ବାରିପଦା: ମନ୍ତ୍ରୀ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ତଥା ସାଧାରଣ ଉଦ୍ୟୋଗ ଡ଼. କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷ ଠାରେ ଏକ ଜନ ଶୁଣାଣି ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦୁଖବନ୍ଧୁ ନାୟକ ଓ ବାରିପଦା ଉପଜିଲ୍ଲାପାଳ ଡ଼. ଦୟାସିନ୍ଧୁ ପରିଡା ଯୋଗ ଦେଇଥିଲେ। ଉକ୍ତ ଅଭିଯୋଗ ଶୁଣାଣି ବୈଠକରେ ଭେନକୋ ରିସର୍ଚ୍ଚ ଏଣ୍ଡ ବ୍ରିଡିଙ୍ଗ ଫାର୍ମ ର […]

Read More Text.
IMG 20260128 WA0197

ପର୍ଯ୍ୟଟନ ଶିଳ୍ପ ପ୍ରତିଷ୍ଠା, ଐତିହ୍ୟସ୍ଥଳୀର ପୁନରୁଦ୍ଧାର, ହସ୍ତଶିଳ୍ପ ମାଧ୍ୟମରେ ବେକାରୀ ସମସ୍ୟା ଦୂର କରିବାକୁ ଦାବି

ବାରିପଦା : ମୟୁରଭଞ୍ଜ ଜିଲ୍ଲାରେ ପର୍ଯ୍ୟଟନ ଶିଳ୍ପ ପ୍ରତିଷ୍ଠା,ଐତିହ୍ୟସ୍ଥଳୀର ପୁନରୁଦ୍ଧାର ସହିତ ହସ୍ତତନ୍ତ ବୟନ ଓ ହସ୍ତଶିଳ୍ପ ମାଧ୍ୟମରେ ବେରୋଜଗାର ମାନଙ୍କୁ ରୋଜଗାର ଦେବା ସହିତ ଜିଲ୍ଲାରେ ଅର୍ଥନୈତିକ ଅଭିବୃଦ୍ଧି କରିବାର ଅଭିଯାନ ନେଇ ଭଞ୍ଜସେନା ପ୍ରତିଷ୍ଠାତା କଳିଙ୍ଗ କେଶରୀ ଜେନା ଙ୍କର ନେତୃତ୍ଵରେ ଦୀର୍ଘ ବର୍ଷ ଧରି  ଆନ୍ଦୋଳନ ଚାଲିଆସୁଅଛି l  ଆଜି ସଂଗଠନ   ପକ୍ଷରୁ ଏକ ନିଆରା ଢଙ୍ଗରେ ମୟୁରଭଞ୍ଜ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଜିଲ୍ଲାର ସମସ୍ତ ହସ୍ତତନ୍ତ ବୟନ ଓ ହସ୍ତଶିଳ୍ପ କାରିଗର […]

Read More Text.
Modi and netanyahu 134733637 16x9

ଇସ୍ରାଏଲ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଆସନ୍ତାମାସ ଇସ୍ରାଏଲ୍ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦୀ । ଏନେଇ ଛାନିଆ ରେ ପାକିସ୍ତାନ । ଆସନ୍ତା ମାସ ୨୭-୨୮ରେ ଇସ୍ରାଏଲ୍ ଗସ୍ତ କରିପାରନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ଯଦି ଏହା ହୁଏ,ଏହା ତାଙ୍କର ତୃତୀୟ କାର୍ଯ୍ୟକାଳରେ ଏବଂ ୨୦୧୭ରେ ପରେ ମୋଦି ପ୍ରଥମଥର ପାଇଁ ଇସ୍ରାଏଲ ଗସ୍ତ କରିବେ।  ପାଖାପାଖି ନଅ ବର୍ଷ ପରେ ଏହା ତାଙ୍କର ପ୍ରଥମ ଯାତ୍ରା। ଏହି ଗସ୍ତର ଉଦ୍ଦେଶ୍ୟ ଭାରତ ଏବଂ ଇସ୍ରାଏଲ ମଧ୍ୟରେ ରଣନୈତିକ ସହଭାଗୀତାକୁ ଆହୁରି ମଜବୁତ […]

Read More Text.
ANI 20260129073851 1068x801

ସ୍ଥଗିତ ହେଲା ୟୁଜିସିର ନୂତନ ନିୟମାବଳୀ

ନୂଆଦିଲ୍ଲୀ: ସର୍ବୋଚ୍ଚ ଅଦାଲତ ୟୁଜିସିର ନୂତନ ନିୟମାବଳୀ-୨୦୨୬ କାର୍ଯ୍ୟକାରୀ କରିବାକୁ ସ୍ଥଗିତ ରଖିଛନ୍ତି । ଏହା କେବଳ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ଅନ୍ୟାନ୍ୟ ପଛୁଆ ସମ୍ପ୍ରଦାୟ ସଦସ୍ୟମାନଙ୍କୁ ସଂରକ୍ଷଣର ଲାଭ ପ୍ରଦାନ କରୁଥିବା ବେଳେ ସାଧାରଣ କିମ୍ବା ଉଚ୍ଚ ଜାତିକୁ ସମାନ ସୁରକ୍ଷା ପ୍ରଦାନ ନକରି ପକ୍ଷପାତମୂଳକ ବୋଲି ଅଭିଯୋଗ କରାଯାଇଛି । ଅଦାଲତର ମୁଖ୍ୟ ବିଚାରପତି ଜଷ୍ଟିସ୍ ସୂର୍ଯ୍ୟକାନ୍ତଙ୍କ ଅଧ୍ୟକ୍ଷତାରେ ଗଠିତ ଏକ ଖଣ୍ଡପୀଠ କହିଛନ୍ତି ଯେ, ଏହି ନିୟମାବଳୀ ଅତ୍ୟଧିକ ବ୍ୟାପକ […]

Read More Text.
IMG 20260128 WA0208

ବିଦ୍ୟାଳୟସ୍ତରୀୟ ପିଏମଶ୍ରୀ ଉତ୍ସବ ଊଦଯାପିତ

ବାରିପଦା : ମୟୂରଭଂଜ ଜିଲ୍ଲାର ବହଳଦା ବ୍ଲକ ଅନ୍ତର୍ଗତ ଝରାଡିହି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ପରିସରରେ ବିଦ୍ୟାଳୟ ସ୍ତରୀୟ ପିଏମଶ୍ରୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷା ଦେଓଲା ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବ୍ଲକ ସ୍ତରୀୟ ପିଏମଶ୍ରୀ ଉତ୍ସବ କାଯ୍ର୍ୟକ୍ରମରେ ମୁଖ୍ୟଅତିଥି ଭାବେ ସାଂସଦ ନବଚରଣ ମାଝୀ ଏବଂ ମୁଖ୍ୟବକ୍ତା ଭାବେ ରାଇରଙ୍ଗପୁର ବିଧାୟକ ଜଲେନ ନାଏକ ଯୋଗ ଦେଇ କାର୍ଯ୍ୟକ୍ରମର ଉଦଘାଟନ କରିଥିଲେ। ସମ୍ମାନୀତ ଅତିଥି ଭାବେ ବହଳଦା ଗୋଷ୍ଠି ଶିକ୍ଷାଧିକାରୀ ଶୁଭଶ୍ରୀ ସିଂ, ଡା. […]

Read More Text.
IMG 20260128 WA0182

୫ ଦିନ କାର୍ଯ୍ୟ ଦିବସ ଦାବିରେ ୟୁନାଇଟେଡ଼ ଫୋରମ୍ ଅଫ ବ୍ୟାଙ୍କ ୟୁନିଅନର ଧର୍ମଘଟ

ବାରିପଦା : ମାସର ସମସ୍ତ ଶନିବାର ତଥା ସପ୍ତାହରେ ୫ ଟି କାର୍ଯ୍ୟ ଦିବସ  ନେଇ ଦିର୍ଘ ୨ ବର୍ଷ ହେଲା ବ୍ୟାଙ୍କ କର୍ମଚାରୀଙ୍କ ପକ୍ଷରୁ ସରକାରଙ୍କୁ ଲିଖିତ ଅନୁରୋଧ କରାଯାଇଥିବାବେଳେ ସରକାର ବିଚାର କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ ।କିନ୍ତୁ ଆଜିଯାଏଁ ସରକାର ଏହାକୁ ଅଣଦେଖା କରିବାରୁ ମଙ୍ଗଳବାର ଦିନ ସାରା ଦେଶରେ ବ୍ୟାଙ୍କ ସଂଘ ତରଫରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ବିକ୍ଷୋଭ ପ୍ରଦର୍ଶନ ହୋଇଥିଲା । ଵିଭିନ୍ନ ବ୍ୟାଙ୍କ ଏସବିଆଇ,ବ୍ୟାଙ୍କ ଅଫ୍ ଇଣ୍ଡିଆ,ପିଏନବି,ବ୍ୟାଙ୍କ ଅଫ୍ […]

Read More Text.
IMG 20260127 WA0072

ଷ୍ଟେସନ ବଜାର ହାଟ ଉନ୍ନତିକରଣ ଭିତ୍ତିପ୍ରସ୍ତର ସ୍ଥାପନ

ଅଳଙ୍କାରିକ ସୌନ୍ଦର୍ଯ୍ୟ ଆଲୋକର ଉଦଘାଟନ  ବାରିପଦା : ବାରିପଦାସ୍ଥିତ ଅମ୍ବିକା ମନ୍ଦିର ଓ ଅମ୍ବିକା ମନ୍ଦିର ଠାରୁ ତାରିଣୀ ମନ୍ଦିର ରାସ୍ତାର ଅଳଙ୍କାରିକ ସୌନ୍ଦର୍ଯ୍ୟ ଆଲୋକକୁ ରାଜ୍ୟ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଉଦ୍‌ଘାଟନ କରିଛନ୍ତି । ଏହାସହ ଷ୍ଟେସନ ବଜାର ହାଟର ଉନ୍ନତିକରଣ ପାଇଁ ରାଜ୍ୟ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଭିତିପ୍ରସ୍ତର ସ୍ଥାପନ କରିଛନ୍ତି । ଏଠାରେ ହାଟର ଉନ୍ନତିକରଣ ସହ ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ ହେବ । ଏଥି ପାଇଁ […]

Read More Text.
WhatsApp Image 2026 01 26 at 9.35.07 PM

‘ପ୍ରତିଶ୍ରୁତି’ ପକ୍ଷରୁ ଜିଲ୍ଲାସ୍ତରୀୟ ବହୁଭାଷୀ କବି ସମ୍ମିଳନୀ ଓ ସାରସ୍ୱତ ସମାରୋହ

ବାରିପଦା : ମୟୂରଭଞ୍ଜର ଅଗ୍ରଣୀ ସାରସ୍ୱତ ଅନୁଷ୍ଠାନ ପ୍ରତିଶ୍ରୁତି ପ୍ରତିଷ୍ଠାନ ଆନୁକୂଲ୍ୟରେ ଏକ ଜିଲ୍ଲା ସ୍ତରୀୟ ବହୁଭାଷୀ କବି ସମ୍ମିଳନୀ ପ୍ରତିଷ୍ଠାନର ସ୍ଥାୟୀ ସଭାପତି ଡା. ପାର୍ଥସାରଥି ଜେନାଙ୍କ ସଭାପତିତ୍ୱରେ ସ୍ଥାନୀୟ ଛଉପଡିଆଠାରେ ହେଉଥିବା ପ୍ରସ୍ତକମେଳା ମଣ୍ଡପରେ ଏକ ଭବ୍ୟ ପରିବେଶରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ସୁଶ୍ରୀ ଭାରତୀ ବେବର୍ତ୍ତା ବନ୍ଦେ ମାରତମ ତଥା ଶ୍ରୀଜଗନ୍ନାଥଙ୍କ ଭଜନ ଅତି ସୁଲଳିତ କଣ୍ଠରେ ପରିବେଷଣ କରିଥିଲେ । ପରେ ପ୍ରତିଶ୍ରୁତି ପତ୍ରିକାର ସମ୍ପାଦକ ଭାଗବତ ପଣ୍ଡା ସ୍ୱାଗତ […]

Read More Text.
IMG 20260128 WA0168

ଦୁଷ୍କର୍ମ ଅଭିଯୋଗରେ ଅଭିଯୁକ୍ତକୁ 21 ବର୍ଷ ସଶ୍ରମ କାରାଦଣ୍ଡ

ବାରିପଦା : ଆଜି ଏକ  ଦୁଷ୍କର୍ମ ଅଭିଯୋଗ ସଂକ୍ରାନ୍ତ  ମାମଲାର ବିଚାର କରି ମାନ୍ୟବର ଆଡ଼ ହକ ଆଡିସନାଲ ଜିଲ୍ଲା ଓ ଦୌରାଜଜ ଫାଷ୍ଟଟ୍ରାକ ସ୍ପେଶାଲ କୋର୍ଟ ଅଣ୍ଡାର ପୋକ୍ସ ଆକ୍ଟ ସନ୍ତୋଷ କୁମାର ନାୟକ  ଅଭିଯୁକ୍ତ କୁ ଦଫା 376 ଅନୁଯାୟୀ କୋଡିଏ ବର୍ଷ ସଶ୍ରମ କାରାଦଣ୍ଡ ସମେତ ଦଶ ହଜାର ଟଙ୍କା ଅନାଦେୟ ଅଧିକ ଛଅ ମାସ ସଶ୍ରମ କାରାଦଣ୍ଡ ରେ  ଦଣ୍ଡିତ କରିଛନ୍ତି l ସେହିପରି ଦଫା 323 ଏବଂ 341 ରେ […]

Read More Text.
Droupdi murmu president of india

ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଭାରତ ଆଗରେ ରହିଛି: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ : ଆରମ୍ଭ ହେଲା ସଂସଦର ବଜେଟ ଅଧିବେଶନ ।  ପ୍ରଥମ ଦିନରେ ଅଭିଭାଷଣ ରଖିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।  କହିଛନ୍ତି, ପ୍ରତି କ୍ଷେତ୍ରରେ ଦେଶ ଆଗକୁ ବଢ଼ୁଛି, ସାରା ବିଶ୍ବରେ ଭାରତର ଚର୍ଚ୍ଚା ହେଉଛି। ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଭାରତ ଆଗରେ ରହିଛି । ଦେଶର ଅର୍ଥ ବ୍ୟବସ୍ଥାକୁ ନୂଆ ଗତି ମିଳିଛି ।  ସେହିପରି ଗ୍ଲୋବାଲ ସାଉଥ୍ ର ନେତୃତ୍ୱ ଭାରତ ନେଉଥିବା ରାଷ୍ଟ୍ରପତି କହିଛନ୍ତି । ଭାରତ ବିକାଶଶୀଳ ଦେଶଗୁଡ଼ିକର ସମସ୍ୟାକୁ ବିଶ୍ୱ […]

Read More Text.