Img 20251222 wa0213

ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ତିନି ଦିନିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତ

ବିଭିନ୍ନ ବିଭାଗର ଉନ୍ନୟନ ମୂଳକ ପ୍ରକଳ୍ପର ଅଗ୍ରଗତି ଓ ଜନ କଲ୍ୟାଣକାରୀ  ଯୋଜନାର କାର୍ଯ୍ୟକାରିତା ଉପରେ କଲେ ସମୀକ୍ଷା ବାରିପଦା : ଓଡିଶା ସରକାରଙ୍କ ମହିଳା ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ତଥା ଜିଲ୍ଲା ନୋଡାଲ ଅଧିକାରୀ  ଶୁଭା ଶର୍ମା ତିନି ଦିନିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଆସି କ୍ଷେତ୍ର ପରିଦର୍ଶନରେ ଜିଲ୍ଲାର ବିଭିନ୍ନ ସ୍ଥାନକୁ ଯାଇ ବିଭିନ୍ନ ବିଭାଗ ଅଧୀନରେ କାର୍ଯ୍ୟକାରି ହେଉଥିବା  ଉନ୍ନୟନ ମୂଳକ ପ୍ରକଳ୍ପ କାର୍ଯ୍ୟର ସ୍ଥିତି, ଅଗ୍ରଗତି ଏବଂ […]

Read More Text.
Photo for the news of school

ଶିକ୍ଷାନୁଷ୍ଠାନରେ ସୁରକ୍ଷା ବ୍ୟବସ୍ଥାକୁ ଅଣଦେଖା, ପରିତ୍ୟକ୍ତ ଶ୍ରେଣୀ ଗୃହରେ ଚାଲିଛି ପାଠପଢ଼ା

ଆଗରପଡ଼ା: ଗତ ନଭେମ୍ବର ୨୦୧୮ ମସିହାରୁ ସରକାରୀ ବିଦ୍ୟାଳୟର ପାଚେରୀ ନିର୍ମାଣ, ପରିତ୍ୟକ୍ତ ଗୃହ ଓ ପୁରାତନ ଗୃହ ଆଦିର ଦାଇତ୍ୱ ସରକାର ପଂଚାାୟତରାଜ ବିଭାଗକୁ ହସ୍ତାନ୍ତର କରିଥିଲେ । ସରକାରଙ୍କ ନିର୍ଦ୍ଦେଶକୁ ଇତି ମଧ୍ୟରେ ୭ବର୍ଷ ପୂରି ସାରି ଥିବା ବେଳେ ବିଭାଗ ତରଫରୁ ସେହିଭଳି କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନଥିବାରୁ ଶିକ୍ଷାନୁଷ୍ଠାନ ପରିବେଶରେ କୌଣସି ଉନ୍ନତି ପରିଲକ୍ଷିତ ହୋଇପାରୁନାହିଁ । ସରକାରୀ ବିଦ୍ୟାଳୟ ପ୍ରତି ପିଲାମାନଙ୍କୁ ଆକୃଷ୍ଟ କରିବା ପାଇଁ ଓ ପ୍ରାଥମିକ ଶିକ୍ଷା […]

Read More Text.
Photo for the news of abhinandan karmasala

ପୁରୁଷଣ୍ଢ ନୋଡ଼ାଲ ବିଦ୍ୟାଳୟରେ ଅଭିନନ୍ଦନ ପତ୍ର କର୍ମଶାଳା

ଆଗରପଡ଼ା: ବନ୍ତ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ ଅଧିନସ୍ଥ ତୋଫାବିବି କ୍ଲଷ୍ଟର ଅନ୍ତର୍ଗତ ପୁରୁଷଣ୍ଢ ନୋଡ଼ାଲ ଉ.ପ୍ରା ବିଦ୍ୟାଳୟରେ ପ୍ରଧାନଶିକ୍ଷୟିତ୍ରୀ ଭାରତୀ ମିଶ୍ରଙ୍କ ସଂଯୋଜନାରେ ଓ କଳା ଶିକ୍ଷକ ପଦ୍ମନାଭ ସେଠୀଙ୍କ ତତ୍ତ୍ୱାବଧାନରେ ଅଭିନନ୍ଦନ ପତ୍ର କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏଥିରେ ୫୫ଜଣ ଛାତ୍ରଛାତ୍ରୀ ଭାଗନେଇ ଅଭିନନ୍ଦନ ପତ୍ର ତିଆରି କରିଥିଲେ । ଏହି କର୍ମଶ।।ଳାରେ ସିଆରସିସି ନିରଜଂନ ଖିଲାର ପିଲାଙ୍କ ଅଭିନନନ୍ଦନ ପତ୍ରକୁ ଦେଖି ସେମାନଙ୍କୁ ଖୁବ୍ ପ୍ରଶଂସା କରିବା ସହ ଡ଼ିଜିଟାଲ ଯୁଗରେ ଅଭିନନ୍ଦନ ପତ୍ର […]

Read More Text.
Photo for the news of sobhaniya school

ଶୋଭନୀୟ ଶିକ୍ଷାଶ୍ରମ ବାର୍ଷିକ କ୍ରୀଡ଼ା

ଆଗରପଡ଼ା: ଆଗରପଡ଼ା ସ୍ଥିତ ଶୋଭନୀୟ ଶିକ୍ଷାଶ୍ରମ ବାର୍ଷିକ କ୍ରୀଡ଼ା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଶିକ୍ଷାଶ୍ରମ ସଭାପତି ରବିନ୍ଦ୍ର ପଣ୍ଡାଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ବିଡିଓ ସୀତାକାନ୍ତ ରାଉତ, ସରପଂଚ ପ୍ରକାଶ ବିଶ୍ୱାଳ,ଯୋଗଗୁରୁ ଧରଣୀଧର କର, ସିଆରସିସି ନିରଞ୍ଜନ ଖିଲାର, ବିଜେପି ମହତାବ ମଣ୍ଡଳ ସଭାପତି ଅମୂଲ୍ୟରତ୍ନ ନନ୍ଦ, ଶିକ୍ଷାବିତ୍ ମୋହନ ମହାନ୍ତି ପ୍ରମୁଖ ଅତିଥିଭାବେ ଯୋଗ ଦେଇଥିଲେ । ଶିକ୍ଷାବିତ୍ ମହେନ୍ଦ୍ର ନାୟକଙ୍କ ତତ୍ତ୍ୱବଧାନରେ ପ୍ରଧାନ ଗୁରୁମା ସୁକାନ୍ତିଲତା ସିଂହ, ରଶ୍ମିତା ବିଶ୍ୱାଳ, ବବିତା ଦାଶ, […]

Read More Text.
Chahal

ନିଜକୁ ଗୁଳି କରି ଆତ୍ମହତ୍ୟା ଉଦ୍ୟମ କଲେ ପୂର୍ବତନ ଆଇଜି

ପଞ୍ଜାବ: ପଞ୍ଜାବର ପୂର୍ବତନ ଆଇଜି ତଥା ଅବସରପ୍ରାପ୍ତ ଆଇପିଏସ ଅଧିକାରୀ ଅମର ସିଂହ ଚହଲ ସୋମବାର ନିଜକୁ ଗୁଳି କରି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଚହଲଙ୍କ ଅବସ୍ଥା ସ୍ଥିର ଥିବା ସୂଚନା ମିଳିଛି। କ’ଣ ପାଇଁ ସେ ଏଭଳି ପଦକ୍ଷେପ ନେଲେ ତାହା ସ୍ପଷ୍ଟ ହୋଇନାହିଁ। ଅନ୍ୟପଟେ ଘଟଣାସ୍ଥଳରୁ ଏକ ହାତଲେଖା କପିକୁ ପୁଲିସ ଜବତ କରିଛି। ଚହଲ ଆର୍ଥିକ କ୍ଷେତ୍ରରେ ଗୁରୁତର ଭାବେ କ୍ଷତି ସହିଥିବା ଉକ୍ତ […]

Read More Text.
Bangladesh 1

ବାଂଲାଦେଶରେ ହାଦୀ ପରେ ଆଉ ଜଣେ ନେତାଙ୍କୁ ଗୁଳି

ବାଂଲାଦେଶ: ବାଂଲାଦେଶରେ ଥମୁନି ହିଂସା। ଯୁବନେତା ଶରିଫ ଓସମାନ ବିନ୍‌ ହାଦୀଙ୍କୁ ହତ୍ୟା କରାଯିବା ପରେ ଦେଶରେ ହିଂସା ଉଗ୍ର ରୂପ ନେଇଥିବାବେଳେ ସୋମବାର ଆଉ ଜଣେ ନେତାଙ୍କୁ ଗୁଳି କରାଯାଇଛି। ସେହି ନେତା ଜଣକ ହେଉଛନ୍ତି ମହମ୍ମଦ ମୋତାଲେବ ସିକ୍‌ଦାର। ସେ ବାଂଲାଦେଶ ନେସନାଲ ସିଟିଜନେ ପାର୍ଟି(ବିଏନସିପି)ର ଖୁଲନା ଡିଭିଜନାଲ ମୁଖ୍ୟ। ତାଙ୍କ ମୁଣ୍ଡରେ ଗୁଳି ବାଜିଥିବାବେଳେ ତାଙ୍କୁ ଗୁରୁତର ଅବସ୍ଥାରେ ଖୁଲନା ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବାଂଲାଦେଶର ସୋନାଦଙ୍ଗା ଅଞ୍ଚଳର ଶେକପଡ଼ା […]

Read More Text.
8 9 e1766417920956 300x167

ଲାଞ୍ଚ ନେଇ ବନ୍ଧା ହେଲେ ଲେଫ୍ଟନାଣ୍ଟ କର୍ଣ୍ଣେଲ

ନୂଆଦିଲ୍ଲୀ: ତିନି ଲକ୍ଷ ଟଙ୍କା ଲାଞ୍ଚ ଗ୍ରହଣ କରୁଥିବାବେଳେ ସିବିଆଇ ପକ୍ଷରୁ  ସେନାରେ କାର୍ଯ୍ୟରତ ଜଣେ ଲେଫ୍ଟନାଣ୍ଟ କର୍ଣ୍ଣେଲଙ୍କୁ ଗିରଫ କରାଯାଇଛି। ​‌େ​‌ଡପୁଟେସନରେ ଆସିଥିବା ଲେଫ୍ଟନାଣ୍ଟ କର୍ଣ୍ଣେଲ ଦୀପକ କୁମାର ଶର୍ମା ବର୍ତ୍ତମାନ ପ୍ରତିରକ୍ଷା ମନ୍ତ୍ରଣାଳୟ ଅଧୀନସ୍ଥ ପ୍ରତିରକ୍ଷା ଉତ୍ପାଦନ ବିଭାଗରେ ଡେପୁଟି ପ୍ଲାନିଂ ଅଫିସର ଭାବେ କାର୍ଯ୍ୟରତ ଅଛନ୍ତି। ପ୍ରତିରକ୍ଷା ସାମଗ୍ରୀ ଉତ୍ପାଦନ, ରପ୍ତାନୀ ଏବଂ ଅନ୍ୟ କାରବାରରେ ସଂପୃକ୍ତ ଘରୋଇ ଓ ବିଦେଶୀ କମ୍ପାନୀ ନିକଟରୁ ଦୀପକ ନିୟମିତ ଭାବେ ଲାଞ୍ଚ ଗ୍ରହଣ କରି […]

Read More Text.
Bomb threat 4

KLM ଫ୍ଲାଇଟକୁ ବୋମା ଧମକ

ହାଇଦ୍ରାବାଦ :  ଆମଷ୍ଟରଡାମରୁ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ଆସୁଥିବା KLM ଏୟାରଲାଇନ୍ସର ଏକ ବିମାନକୁ ବୋମା ଧମକ । ଧମକ ଆସିବା ପରେ ହଇଚଇ ସୃଷ୍ଟି କରିଛି । ବିଳମ୍ବିତ ରାତିରେ ମେଲ୍ ଆସିବା ପରେ ସୁରକ୍ଷା ଏଜେନ୍ସିଗୁଡିକୁ ସତର୍କ କରାଯାଇଛି । ସୂଚନାନୁଯାୟୀ, ଗତକାଲି ରାତି ପ୍ରାୟ ୧୨ଟା ସମୟରେ ଆମଷ୍ଟରଡାମରୁ ଆସୁଥିବା KLM  ଏୟାରଲାଇନ୍ସର ଏକ ବିମାନକୁ ବୋମା ଧମକ ମିଳିଥିଲା । ବିପଦ ସମ୍ପର୍କରେ ସୂଚନା ପାଇବା ମାତ୍ରେ ବିମାନବନ୍ଦରର କର୍ତ୍ତୁପକ୍ଷ […]

Read More Text.
Airindia

ମଝି ଆକାଶରେ ଇଞ୍ଜିନ୍ ଫେଲ୍, ଏମରଜେନ୍ସି ଲ୍ୟାଣ୍ଡିଂ କଲା ବିମାନ

ନୂଆଦିଲ୍ଲୀ : ମଝି ଆକାଶରେ ବିମାନର ଇଞ୍ଜିନ୍ ଫେଲ୍ । ଦିଲ୍ଲୀରୁ ମୁମ୍ବାଇ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖା ଦେବାରୁ ଜରୁରୀ ଅବତରଣ  ହୋଇଥିବା ସୂଚନା ମିଳିଛି ।ସୂଚନାନୁଯାୟୀ, ଏମରଜେନ୍ସି ଲ୍ୟାଣ୍ଡିଂ କଲା ଏୟାର ଇଣ୍ଡିଆ ବିମାନ । ଟେକଅପ କରିବାର କିଛି ସମୟ ପରେ ସୁରକ୍ଷିତ ଭାବେ ଜରୁରୀ ଅବତରଣ କରିଥିଲା । ଆଜି ସକାଳେ ଦିଲ୍ଲୀରୁ ମୁମ୍ବାଇ ଅଭିମୁଖେ ଯାଉଥିବା ସମୟରେ ବିମାନର ଗୋଟିଏ ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି ଦେଖିବାକୁ ମିଳିଥିଲା […]

Read More Text.
Sekh hasina

ବାଂଲାଦେଶରେ ଭାରତ-ବିରୋଧୀ ମନୋଭାବ ପଛରେ ଉଗ୍ରବାଦୀଙ୍କ ହାତ: ଶେଖ୍ ହସିନା

ବାଂଲାଦେଶ : ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କ ବଡ଼ ବୟାନ । ଭାରତ-ବିରୋଧୀ ମନୋଭାବ ପଛରେ ଉଗ୍ରବାଦୀଙ୍କ ହାତ। ୟୁନୁସ୍ ସରକାର ଅପରାଧୀଙ୍କୁ ପ୍ରଶ୍ରୟ ଦେଉଛନ୍ତି । ଉଗ୍ରବାଦୀଙ୍କୁ ଉତ୍ସାହିତ କରୁଥିବା ହସିନା ଅଭିଯୋଗ କରିଛନ୍ତି । ଯେଉଁମାନେ ମୋତେ ଦେଶ ଛାଡ଼ିବାକୁ ବାଧ୍ୟ କଲେ, ସେମାନେ ଏବେ କ୍ଷମତାରେ। ଭାରତ ଓ ବାଂଲାଦେଶର ସମ୍ପର୍କ ଚିରସ୍ଥାୟୀ, ଅନ୍ତରୀଣ ସରକାର ନୁହେଁ । ଏକ ସାକ୍ଷାତକାରରେ ହସିନା, ମହମ୍ମଦ ୟୁନୁସ୍ ସରକାରଙ୍କ ଉପରେ ବର୍ଷିଛନ୍ତି । ଭାରତ-ବିରୋଧୀ […]

Read More Text.