ବିଡିଓଙ୍କ ପରିଚୟ ଦେଇ ପ୍ରିନ୍ସିପାଲଙ୍କଠାରୁ ୨୦ ହଜାର ଲୁଟ୍
ଉଦଳା : ବିଡ଼ିଓ ହୋଇ ପ୍ରିନ୍ସିପାଲଙ୍କୁ ଠକିଲେ ସାଇବର ଲୁଟେରା । କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ୱପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଲୁଟ । ମୟୂରଭଞ୍ଜ ଜିଲ୍ଲା ଖୁଣ୍ଟା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରିନ୍ସିପାଲ ନନ୍ଦ କିଶୋର ପଟ୍ଟନାୟକଙ୍କ ଠାରୁ ଲୁଟ । ସୂଚନା ଅନୁଯାୟୀ, ପ୍ରିନ୍ସିପାଲଙ୍କୁ ଏକ ଅଜଣା ନମ୍ବରରେ ଫୋନ ଆସିଥିଲା । ଫୋନ କରିଥିବା ବ୍ୟକ୍ତି ନିଜକୁ ବିଡ଼ିଓର ପରିଚୟ ଦେଇ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବା ପାଇଁ କହିଥିଲେ । ଏହି […]
Read More Text.