ତେହରାନରେ ପ୍ରତିବାଦର ନିଆଁ , ଖାମନେଇ ମୃତ୍ୟୁ ନାରା ପରେ ୨ ହଜାରରୁ ଅଧିକ ଗିରଫ

ନୂଆଦିଲ୍ଲୀ : ଇରାନର ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମନେଇଙ୍କ ବିରୋଧରେ ପ୍ରତିବାଦ ତୀବ୍ର ହେବାରେ ଲାଗିଛି । ରାଜଧାନୀ ତେହେରାନରେ ସରକାରୀ କାର୍ଯ୍ୟାଳୟ ଗୁଡ଼ିକ ଉପରେ ଆକ୍ରମଣ ହେଉଛି । ବିଦ୍ରୋହୀମାନେ ସୈନିକମାନଙ୍କୁ ଘେରି ରହିବା ସହ ଛୁରାମାଡ କରୁଛନ୍ତି । ପୋଲିସ ଅଧିକାରୀଙ୍କ ଉପରେ ଆକ୍ରମଣ ହେଉଛି । ନିର୍ବାସିତ ଯୁବରାଜଙ୍କ ଡାକରାରେ ତେହେରାନ ଏବଂ ଦେଶର ଅନ୍ୟାନ୍ୟ ସ୍ଥାନରେ ପ୍ରତିବାଦକାରୀ ପ୍ରତିବାଦରେ ଯୋଗ ଦେବା ପରେ ଗୁରୁବାର ରାତିରେ ଇଣ୍ଟରନେଟ୍ ଏବଂ ଟେଲିଫୋନ୍ […]

Read More Text.

ଲୋକାଲ ଟ୍ରେନରେ ଅଗ୍ନିକାଣ୍ଡ, ରେଳ ସେବା ପ୍ରଭାବିତ

ମହାରାଷ୍ଟ୍ର : ମୁମ୍ବାଇର ଗୋଟିଏ ଲୋକାଲ ଟ୍ରେନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଘଟଣାଟି ଗତକାଲି ରାତି ପ୍ରାୟ ୮.୩୦ଟା ସମୟରେ କୁର୍ଲା ଏବଂ ବିଦ୍ୟାବିହାର ଷ୍ଟେସନରେ ଘଟିଥିବା ଜଣାପଡିଛି । କିନ୍ତୁ ସୌଭାଗ୍ୟବସତଃ ଏହି ଅଗ୍ନିକାଣ୍ଡରେ କୌଣସି ମୃତାହତ କିମ୍ବା ସମ୍ପତ୍ତି କ୍ଷତିର ରିପୋର୍ଟ ହୋଇନାହିଁ । ସୂଚନାନୁଯାୟୀ, କୁର୍ଲା ଏବଂ ବିଦ୍ୟାବିହାର ରେଳ ଷ୍ଟେସନ ମଧ୍ୟରେ ଅଳିଆ ବୋଝେଇ ଏକ ଲୋକାଲ୍ ଟ୍ରେନର ଦ୍ୱିତୀୟ କୋଚରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା । ଅଗ୍ନିକାଣ୍ଡ ପରେ କେନ୍ଦ୍ରୀୟ […]

Read More Text.
G NrGSdbkAAWHjn

ଇଡି କାର୍ଯ୍ୟାନୁଷ୍ଠାନକୁ ବିରୋଧ: କଲକାତାରେ ମମତାଙ୍କ ରାଲି

କଲକାତା: କଲକାତାରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଲି ଆରମ୍ଭ କରିଛନ୍ତି । ଇଡି ଚଢାଉକୁ ବିରୋଧ କରି ରାସ୍ତାକୁ ଓହ୍ଲାଇଛି ଟିଏମସି । ଟିଏମସିର ବରିଷ୍ଠ ନେତା ଓ ଶହ ଶହ କର୍ମୀ, ସମର୍ଥକମାନେ ଏକ ଶୋଭାଯାତ୍ରାରେ ବାହାରି ଇଡିର କାର୍ଯ୍ୟକୁ ତୀବ୍ର ବିରୋଧ କରିଛନ୍ତି । ଆଜି ସକାଳେ ଦିଲ୍ଲୀରେ ଟିଏମସି ସାଂସଦମାନେ ଗୃହମନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିବା ସହ ଶାନ୍ତିପୂର୍ଣ୍ଣ ଧାରଣା ଓ ଇଡିର କାର୍ଯ୍ୟକୁ ତୀବ୍ର ବିରୋଧ କରିଥିଲେ । ଏହି […]

Read More Text.

ଲାଲୁଙ୍କ ବିରୋଧରେ ସିବିଆଇ ହାତରେ ଦୃଢ ପ୍ରମାଣ, ୪୦ ଜଣଙ୍କ ବିରୁଦ୍ଧରେ ଚାର୍ଜଫ୍ରେମ୍

ବିହାର: ଲ୍ୟାଣ୍ଡ ଫର୍ ଜବ୍ ମାମଲାରେ ଆଜି ପୂର୍ବତନ ରେଳମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ଏକ ବଡ଼ ଝଟକା ଲାଗିଛି । କାରଣ ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟ ଏହି ମାମଲାରେ ଲାଲୁଙ୍କ ବିରୋଧରେ ଚାର୍ଜଫ୍ରେମ୍ କରିଛନ୍ତି। ସମସ୍ତ ପକ୍ଷଙ୍କ ଯୁକ୍ତି ଶୁଣିବା ପରେ ସ୍ୱତନ୍ତ୍ର ସିବିଆଇ କୋର୍ଟ ଆଜି ରାୟ ଶୁଣାଇଛନ୍ତି। ଲାଲୁ ପ୍ରସାଦ ଯାଦବ, ତାଙ୍କ ପତ୍ନୀ ରାବ୍ରୀ ଦେବୀ ଏବଂ ପୁଅ ତେଜସ୍ୱୀ ଯାଦବଙ୍କ ସମେତ ୪୦ ଜଣଙ୍କ ବିରୁଦ୍ଧରେ ଚାର୍ଜଫ୍ରେମ୍ କରାଯାଇଛି। […]

Read More Text.

ଗୃହମନ୍ତ୍ରୀଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ କଲେ ଟିଏମସିର ସାଂସଦ: ୮ ଜଣଙ୍କୁ ଉଠାଇ ନେଲା ଦିଲ୍ଲୀ ପୁଲିସ

ନୂଆଦିଲ୍ଲୀ: ଦିଲ୍ଲୀ ପହଞ୍ଚିଲା ପଶ୍ଚିମବଙ୍ଗ ହାଇଡ୍ରାମା । ଗୃହମନ୍ତ୍ରୀ ଅମିତ ଶାହଙ୍କ କାର୍ଯ୍ୟାଳୟ ଆଗରେ ଟିଏମସିର ସାଂସଦମାନେ ବିକ୍ଷୋଭ କରିଛନ୍ତି । ଇଡି ଚଢାଉକୁ ବିରୋଧ କରି ବିକ୍ଷୋଭ କରିଛନ୍ତି ଟିଏମସିର ସାଂସଦ । ଏହି ସମୟରେ ଦିଲ୍ଲୀ ପୁଲିସ ଓ ଟିଏମସି ସାଂସଦଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଛି । ଫଳରେ ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହେବା ସହ ୮ଜଣ ଟିଏମସି ସାଂସଦଙ୍କୁ ଉଠାଇ ନେଇଛି ପୁଲିସ । ଗତକାଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପଶ୍ଚିମବଙ୍ଗ ସମେତ […]

Read More Text.
Schools

ଶୀତ ପାଇଁ ଆସନ୍ତାକଲିଠାରୁ ବଦଳିବ ବିଦ୍ୟାଳୟ ସମୟ

କଟକ: ପ୍ରବଳ ଶୀତ ପାଇଁ ବଦଳିଲା ବିଦ୍ୟାଳୟ ସମୟ । ଛାତ୍ରଛାତ୍ରୀଙ୍କ ସୁବିଧା ଦୃଷ୍ଟିରୁ ନିଷ୍ପତ୍ତି ନେଲା କଟକ ପ୍ରଶାସନ । ପ୍ରବଳ ଶୀତକୁ ଦୃଷ୍ଟିରେ ରଖି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି କଟକ ଜିଲ୍ଲା ପ୍ରଶାସନ । ଜିଲ୍ଲାର ସମସ୍ତ ବିଦ୍ୟାଳୟ ଶନିବାର ସକାଳ ପରିବର୍ତ୍ତେ ଦିନ ସମୟରେ ଆରମ୍ଭ କରିବାକୁ ନିର୍ଦ୍ଦେଶ । ଆସନ୍ତାକଲି ଠାରୁ ଏହି ନିୟମ ଲାଗୁ କରିବାକୁ ନିର୍ଦ୍ଦେଶ । ଆଗାମୀ ନିଷ୍ପତ୍ତି ଆସିବା ପର୍ଯ୍ୟନ୍ତ ସକାଳୁ ବିଦ୍ୟାଳୟ ଆସିବେ ଛାତ୍ରଛାତ୍ରୀ […]

Read More Text.

ପ୍ରଦୂଷଣ ପ୍ରମାଣପତ୍ର ମାମଲାରେ ସରକାରଙ୍କୁ ହାଇକୋର୍ଟଙ୍କ ଝଟକା

କଟକ: ପ୍ରଦୂଷଣ ପ୍ରମାଣପତ୍ର ମାମଲାରେ ରାଜ୍ୟ ସରକାରଙ୍କ ଉଚ୍ଚ ଅଦାଲତଙ୍କ ବଡ଼ ଝଟକା । ମୋଟର ଯାନ ଆଇନ ଉଲଙ୍ଘନ ଅଭିଯୋଗରେ ପରିବହନ ପ୍ରାଧିକରଣକୁ ନୋଟିସ । ପିୟୁସିସି ପ୍ରସଙ୍ଗରେ ପରିବହନ ସଚିବ ଓ ରାଜ୍ୟ ପରିବହନ ପ୍ରାଧିକରଣକୁ ଜବାବ ମାଗିଲା ଉଚ୍ଚ ଅଦାଲତ । ମୋଟର ଯାନ ଆଇନ ଉଲଙ୍ଘନ ଅଭିଯୋଗରେ ଦାୟର ମାମଲାରେ ଉଭୟଙ୍କୁ ନୋଟିସ ଜାରି କରିଛି ଉଚ୍ଚ ଅଦାଲତ । ୧୫ଦିନ ମଧ୍ୟରେ ନୋଟିସର ଜବାବ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ଉଚ୍ଚ […]

Read More Text.

ଖୁବଶୀଘ୍ର ସରିବ ଶ୍ରୀଗୁଣ୍ଡିଚା ମନ୍ଦିର ସଂରକ୍ଷଣ କାର୍ଯ୍ୟ

ପୁରୀ: ଖୁବଶୀଘ୍ର ଖୋଲିବ ଶ୍ରୀଗୁଣ୍ଡିଚା ମନ୍ଦିର । ଭକ୍ତଙ୍କ ଦର୍ଶନ ପାଇଁ ଖୁବଶୀଘ୍ର ସରିବ କାର୍ଯ୍ୟ । ଖୁବଶୀଘ୍ର ସରିବ ଶ୍ରୀଗୁଣ୍ଡିଚା ମନ୍ଦିର ସଂରକ୍ଷଣ କାର୍ଯ୍ୟ । ମନ୍ଦିର ସଂରକ୍ଷଣ କାର୍ଯ୍ୟ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ସେ ଆହୁରି କହିଛନ୍ତି ଯେ, ସର୍ବସାଧାରଣ ଦର୍ଶନ ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯିବ । ଚଳିତ ମାସ ବସନ୍ତ ପଞ୍ଚମୀରୁ ଭକ୍ତଙ୍କ ପାଇଁ ଶ୍ରୀଗୁଣ୍ଡିଚା ମନ୍ଦିର […]

Read More Text.

କମିବନି ଶ୍ରୀମନ୍ଦିର ଭକ୍ତନିବାସ ପାର୍କିଂ ଫି

ପୁରୀ: କମିବ ନାହିଁ ପୁରୀ ଭକ୍ତ ନିବାସ ପାର୍କିଂ ଫି । ଭକ୍ତ ଚାହିଁଲେ ଅନ୍ୟ ପାର୍କିଂରେ ଗାଡ଼ି ରଖି ପାରିବେ । ଶ୍ରୀମନ୍ଦିର ଭକ୍ତନିବାସ ପାର୍କିଂ ଫି କମିବ ନାହିଁ । ନିର୍ଦ୍ଧାରିତ ଦ୍ୱାରା ଅନୁସାରେ ସେଇ ୫୦୦ ଟଙ୍କା ରହିବ ପାର୍କିଂ ଫି । ଏନେଇ ସ୍ପଷ୍ଟ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ସେ କହିଛନ୍ତି, ଭକ୍ତ ନିବାସରେ ସ୍ୱଳ୍ପ ମୂଲ୍ୟରେ ଯାତ୍ରୀଙ୍କୁ ରୁମ ଭଡ଼ା ଦିଆ ଯାଉଛି । […]

Read More Text.

ପିୟୁସି ପ୍ରକ୍ରିୟାରେ ଅବ୍ୟବସ୍ଥା ନେଇ ଉଦବେଗ ପ୍ରକାଶ କଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର: ପିୟୁସି ପ୍ରକ୍ରିୟାରେ ବ୍ୟାପକ ଅବ୍ୟବସ୍ଥା ନେଇ ବିଜେପି ସରକାରଙ୍କ ଉପରେ ବର୍ଷିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ବିଜେପି ସରକାରଙ୍କ ଦ୍ୱାରା ପ୍ରଦୂଷଣ ନିୟନ୍ତ୍ରଣ ସାର୍ଟିଫିକେଟ୍‌ କାର୍ଯ୍ୟକାରୀ କରିବାରେ ଘୋର ଭୁଲ ପରିଚାଳନା ଏବଂ ବାରମ୍ବାର ନୀତିଗତ ପରିବର୍ତ୍ତନ ଦେଖାଦେଇଛି । ଯାହା ଓଡ଼ିଶାର ସାଧାରଣ ଜନତାଙ୍କ ପାଇଁ ଅତ୍ୟନ୍ତ କଷ୍ଟ ଏବଂ ଅସୁବିଧା ସୃଷ୍ଟି କରିଛି। ଜାନୁଆରୀ ୧, ୨୦୨୬ ରୁ No PUC, No Fuelର” ନିୟମର ହଠାତ୍ ଘୋଷଣା […]

Read More Text.