ରାଜଧାନୀ ଏକ୍ସପ୍ରେସ୍ ଧକ୍କାରେ ୮ ହାତୀ ମୃତ
ହୋଜାଇ : ୮ଟା ହାତୀକୁ ଧକ୍କା ଦେଇ ଲାଇନଚ୍ୟୁତ ହେଲା ରାଜଧାନୀ ଏକ୍ସପ୍ରେସ । ବିଳମ୍ବିତ ରାତିରେ ଆସାମର ହୋଜାଇ ଜିଲ୍ଲାରେ ଏହି ଦୁର୍ଘଟଣା ଘଟିଛି । ସାଇରାଙ୍ଗ-ନୂଆଦିଲ୍ଲୀ ଏକ୍ସପ୍ରେସର ୫ଟି କୋଚ୍ ଓ ଇଂଜିନ ଲାଇନଚ୍ୟୁତ ହୋଇଛି । ବିଳମ୍ବିତ ରାତିରେ ହାତୀପଲ ରେଳଲାଇନ ପାର କରୁଥିବା ବେଳେ ଟ୍ରେନ ଧକ୍କା ଦେଇଥିଲା । ଫଳରେ ୮ଟି ହାତୀଙ୍କର ଜୀବନ ଯାଇଛି । ଏହାରି ମଧ୍ୟରେ ରେଳବାଇର ଜଣେ ମୁଖପାତ୍ର କହିଛନ୍ତି ଯେ, ୫ଟି କୋଚ୍ ଏବଂ […]
Read More Text.