ଭୁବନେଶ୍ୱରରେ ବାୟୁ ପ୍ରଦୂଷଣ ସ୍ଥିତି ଚିନ୍ତାଜନକ, ୩୦୦ ଟପିଲା ଗୁଣବତ୍ତା ସୂଚକାଙ୍କ ମାନ
ଭୁବନେଶ୍ୱର : ଭୁବନେଶ୍ୱରରେ ୩୦୦ ଟପୁଛି ବାୟୁ ଗୁଣବତ୍ତା ସୂଚକାଙ୍କ ମାନ । ଦୁଇ ସପ୍ତାହ ଧରି ବଢ଼ି ବଢ଼ି ଚାଲିଛି ବାୟୁ ପ୍ରଦୂଷଣ । ଆଜି ଭୁବନେଶ୍ୱରରେ ଦିନ ୧.୧୩ ବେଳକୁ ଏକ୍ୟୁଆଇ ୩୪୮ ରହିଥିଲା ଯାହା ଚିନ୍ତାର କାରଣ ପାଲଟିଛି । ନିଶ୍ୱାସରେ ବିଷ ନେଉଛନ୍ତି ଯାହା ଶରୀରକୁ ଯାଇ ରକ୍ତରେ ମିଶି ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟା ସୃଷ୍ଟି ହେଉଛି । ସହରା଼ଞ୍ଚଳରେ ପ୍ରଦୂଷଣ ମାତ୍ରା ଦିନକୁ ଦିନ ବୃଦ୍ଧି ପାଉଛି । ଏହା ନିୟନ୍ତ୍ରଣ […]
Read More Text.