ସାଉଦି ଆରବରୁ ତଡ଼ା ଖାଇଲେ ୫୦ ହଜାରରୁ ଅଧିକ ପାକିସ୍ତାନୀ ଭିକାରୀ
ସାଉଦି ଆରବ : ବାରମ୍ୱାର ବେଜ୍ଜିତ ହେଉଛି ପାକିସ୍ତାନ । ସାଉଦି ଆରବ ସରକାରଙ୍କ ସମସ୍ତ କଟକଣା ସତ୍ତ୍ବେ ପାକିସ୍ତାନରୁ ଅଧିକାଂଶ ଭିକାରୀ ସେଠାକୁ ଯାଇ ଭିକ୍ଷାବୃତ୍ତି କରୁଛନ୍ତି । ତେଣୁ ସାଉଦି ଆରବ ପକ୍ଷରୁ ୫୬ ହଜାର ପାକିସ୍ତାନୀ ଭିକାରୀଙ୍କୁ ବିତାଡିତ କରିଛି । ସାଉଦି ଆରବରେ ମକ୍କା ଓ ମଦିନା ଭଳି ଇସଲାମ ଧର୍ମର ଦୁଇଟି ଗୁରୁତ୍ବପୂର୍ଣ୍ଣ ଧାର୍ମିକ ସ୍ଥଳ ରହିଛି । ହଜ୍ ସମେତ ବର୍ଷ ତମାମ ବିଶ୍ବର ବିଭିନ୍ନ ରାଷ୍ଟ୍ରରୁ ଲକ୍ଷାଧିକ ମୁସଲମାନ […]
Read More Text.