ପୋଲିସ SI ପରୀକ୍ଷା ଘୋଟାଲା, ୪ ଦିନିଆ ରିମାଣ୍ଡରେ ଯିବେ ଅଭିଯୁକ୍ତ
ଭୁବନେଶ୍ୱର : ପୋଲିସ ଏସ୍ଆଇ ପରୀକ୍ଷା ଜାଲିଆତି ମାମଲାରେ ରିମାଣ୍ଡରେ ଯିବେ ୩ ଅଭିଯୁକ୍ତ । ୪ ଦିନିଆ ରିମାଣ୍ଡରେ ଯିବେ ଶଙ୍କର, ସୁରେଶ ଓ ସାଗର । ଏନେଇ ସ୍ବତନ୍ତ୍ର ସିବିଆଇ କୋର୍ଟ ଅନୁମତି ମିଳିଛି । ଝାରପଡ଼ା କାରାଗାରରୁ ୩ ଜଣଙ୍କୁ ନେଇ ପଚରାଉଚରା କରିବ ତଦନ୍ତକାରୀ ସଂସ୍ଥା । ଏହି ୩ ଅଭିଯୁକ୍ତ ଏସ୍ଆଇ ଅନିୟମିତତାର ମୁଖ୍ୟ କାର୍ପଟଦାର ବୋଲି ଦର୍ଶାଇଛି ସିବିଆଇ । ବିଶେଷ କରି ଶଙ୍କର ଠାରୁ ହଜାରେ କୋଟି ଟଙ୍କା […]
Read More Text.