ଜାତୀୟ ସ୍ତରୀୟ ଗୋଶାଳା କପ ଦିବାରାତ୍ର କ୍ରିକେଟ ଟୁର୍ଣ୍ଣାମେଣ୍ଟ; ପ୍ଲେ ବେକ ଚାଲେଞ୍ଜର ଚମ୍ପିୟାନ
ବାରିପଦା : ସ୍ଥାନୀୟ ତୁଳସୀଚଉରା ଦୁର୍ଗାପୂଜା ପଡିଆରେ ଫ୍ରେଣ୍ଡସ ୟୁନିୟନ ଓ ଶ୍ରୀଦୁର୍ଗା ସ୍ପୋର୍ଟିଂ କ୍ଲବ ଆନୁକୂଲ୍ୟରେ ଆୟୋଜିତ ଜାତୀୟ ସ୍ତରୀୟ ଗୋଶାଳା କପ ଦିବାରାତ୍ର କ୍ରିକେଟ ଟୁର୍ଣ୍ଣାମେଣ୍ଟ ମହାସମାରୋହରେ ଉଦଯାପିତ ହୋଇଯାଇଛି I ଫାଇନାଲ ମ୍ୟାଚରେ ପ୍ଲେ ବେକ ଚାଲେଞ୍ଜର ୧୩ ରନରେ ଦାନୀ – ୧୧ କୁ ପରାସ୍ତ କରି ଏ ବର୍ଷ ଚମ୍ପିୟାନ ହୋଇଛି I ପ୍ଲେ ବେକ ପ୍ରଥମେ ବ୍ୟାଟିଂ କରି ୧୨ ଓଭରରେ ୬ ଉଇକେଟ ହରାଇ ୧୪୯ ରନ […]
Read More Text.