ଏଫସିଆଇ ଉଠାଉନି ଚାଉଳ, ଭରା ସଭାରେ ଯୋଗାଣ ମନ୍ତ୍ରୀଙ୍କ କ୍ଷୋଭ
ଭୁବନେଶ୍ୱର : ଏଫସିଆଇ ଚାଉଳ ଉଠାଉନଥିବାରୁ ରାଜ୍ୟ ଯୋଗାଣ ନିଗମର ୪୭ ତମ ବାର୍ଷିକ ଉତ୍ସବରେ ଭାରତୀୟ ଖାଦ୍ୟ ନିଗମ ମହାପ୍ରବନ୍ଧକଙ୍କ ଆଗରେ କ୍ଷୋଭ ବ୍ୟକ୍ତ କରିଥିଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। କହିଥିଲେ ନିର୍ଦ୍ଦିଷ୍ଟ ପରିମାଣର ଚାଉଳ ଉଠାଇବାକୁ ଏଫସିଆଇ ଟାର୍ଗେଟ ଦେଇଥିଲା। କିନ୍ତୁ ଏଯାଏ ଆମ ଚାଉଳ ଉଠିନାହିଁ। ବାରମ୍ବାର ଦିଲ୍ଲୀ ଯାଇ କେନ୍ଦ୍ର ମନ୍ତ୍ରୀଙ୍କୁ ଭେଟି ଏବାବଦରେ ଆଲୋଚନା ମଧ୍ୟ କରିଥିବା କହିଛନ୍ତି ଯୋଗାଣ ମନ୍ତ୍ରୀ। ରାଜ୍ୟର ଉତ୍ପାଦନ ବଢିଵ। କିନ୍ତୁ ଚାଉଳ ଠିକ୍ […]
Read More Text.