କାନ୍ଥ ପଡ଼ି ଶିଶୁ ମୃତ
ଉମରକୋଟ: କାନ୍ଥ ପଡ଼ି ଚାଲିଗଲା ଶିଶୁର ଜୀବନ। ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ଅନ୍ତର୍ଗତ କମାବନ୍ଧ ଗ୍ରାମରେ ଘଟିଛି ଏଭଳି ଅଭାବନୀୟ ଘଟଣା। ମୃତକ ଜଣେ ୪ ବର୍ଷର ଶିଶୁ। ଅନ୍ୟ ୨ ଜଣ ଶିଶୁ ଏଥିରେ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ଉମରକୋଟ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ, ୩ ଜଣ ଶିଶୁ ଗୁରୁବାର ଘର ବାରଣ୍ଡାରେ ଖେଳୁଥିଲେ। ନିକଟରେ ଥିବା ଏକ କାନ୍ଥ ସେମାନଙ୍କ ଉପରେ ଭୁଶୁଡ଼ି ପଡ଼ିଥିଲା। […]
Read More Text.