Images

କେନ୍ଦ୍ର ସରକାରଙ୍କ ନୂଆ IAS/IPS କ୍ୟାଡର ବଣ୍ଟନ ନୀତି ଜାରି

ଭୁବନେଶ୍ବର: ବଦଳିଲା IAS/IPS କ୍ୟାଡର ନିୟମ ।  କେନ୍ଦ୍ର ସରକାରଙ୍କ ଦ୍ୱାରା ଜାରି କରାଯାଇଛି ନୂଆ IAS/IPS କ୍ୟାଡର ବଣ୍ଟନ ନୀତି ।  ଏହି ନୂତନ ନୀତି ପୂର୍ବରୁ ପ୍ରଚଳିତ ନିୟମଗୁଡ଼ିକୁ ହଟାଇ ୨୦୨୬ ମସିହାର ସିଭିଲ୍ ସର୍ଭିସ ପରୀକ୍ଷା (CSE-2026) ଠାରୁ କାର୍ଯ୍ୟକାରୀ ହେବ ।  ପ୍ରତିବର୍ଷ ଜାନୁଆରୀ ୧ ସୁଦ୍ଧା କ୍ୟାଡର ନିୟନ୍ତ୍ରଣ କରୁଥିବା ବିଭାଗଗୁଡ଼ିକ ଖାଲିଥିବା ପଦବୀର ତାଲିକା ପ୍ରସ୍ତୁତ କରିବେ ।  ଏହି ପଦବୀଗୁଡ଼ିକ ଅଣସଂରକ୍ଷିତ , SC, ST, OBC ଏବଂ […]

Read More Text.
IMG 20260124 WA0211

ବ୍ରାଉନସୁଗାର ଜବତ, ଦୁଇ ଗିରଫ

ବାରିପଦା: ନିଶା କବଳରେ ବରିପଦା ସହର। ବିଶେଷ ଭାବେ ନିଶା କବଳରେ କବଳିତ ହୋଇ ବିଭିନ୍ନ ଅସାମାଜିକ କାର୍ଯ୍ୟରେ ଲିପ୍ତ ହେଉଛନ୍ତି ଯୁବ ସମାଜ। ଯାହାର ନଗ୍ନ ଉଦାହରଣ ସ୍ବରୂପ ଶୁକ୍ରବାର ବାରିପଦା ସହରର ପେଣ୍ଠସ୍ଥଳୀରୁ ବ୍ରାଉନ ସୁଗାର ଜବତ ହେବା ସହ ୨ ଜଣଙ୍କୁ ଗିରଫ କରିଛି ବାରିପଦା ଟାଉନ ଥାନା ପୋଲିସ।   ସୂଚନା ଅନୁସାରେ ଶୁକ୍ରବାର ଦିନ ବାରିପଦା ଟାଉନ ଥାନା ପକ୍ଷରୁ ସ୍ଥାନୀୟ ଷ୍ଟେସନ ବଜାର ସ୍ଥିତ ଆଶୀର୍ବାଦ ଛକ ନିକଟରେ […]

Read More Text.
IMG 20260124 WA0134

ଭଞ୍ଜସେନାର ପ୍ରତିଷ୍ଠା ଦିବସ ପାଳିତ

 ବାରିପଦା : ମୟୁରଭଞ୍ଜ ଜିଲ୍ଲାର ଏକମାତ୍ର ସଂଗ୍ରାମୀ ଯୁବ ଛାତ୍ର ସଂଗଠନ ଭଞ୍ଜସେନା ପକ୍ଷରୁ ଜାନୁଆରୀ ୨୩ ତାରିଖ ଶୁକ୍ରବାର ମହାନ୍ ସ୍ଵାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ ଜୟନ୍ତୀ ଅବସରରେ ତଥା ଭଞ୍ଜସେନା ର 28 ତମ ପ୍ରତିଷ୍ଠା ଦିବସ ଅବସର ରେ ପ୍ରତିଷ୍ଠାତା କଳିଙ୍ଗ କେଶରୀ ଜେନା ଙ୍କ ତତ୍ୱାବଧାନ ରେ ଜିଲ୍ଲା ତମାମ ମନ୍ଦିର, ଜାହିରା ପୀଠ,ମସଜିଦ୍, ଗୀର୍ଜା ଓ ଅନ୍ୟାନ୍ୟ ଧାର୍ମିକ ପୀଠ ଗୁଡିକରେ ପୂଜାର୍ଚ୍ଚନା ସାରି ଜିଲ୍ଲାର […]

Read More Text.
IMG 20260124 WA0183

ରୋଗଶଯ୍ୟାରେ ଧିରେନ, ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

ବାରିପଦା : ମୟୁରଭଞ୍ଜ ଜିଲ୍ଲା କୁଳିଅଣା ବ୍ଲକ ଅନ୍ତର୍ଗତ ଡୁମୁରଡିହା ପଞ୍ଚାୟତର ହଳଦିଆ ଗ୍ରାମର ଧିରେନ କୁମାର ନାଥ କିଡନୀ ରୋଗରେ ପୀଡିତ ହୋଇ ଗତ ଅଗଷ୍ଟ ମାସ ପାଖରୁ କୀମସ୍ ହସ୍ପିଟାଲ୍ ଭୁବନେଶ୍ୱରରେ ଚିକିତ୍ସିତ ହେଉଛନ୍ତି I ୨ଟି ଯାକ କିଡନୀ ନଷ୍ଟ ହୋଇଯିବା ପରେ ଡାକ୍ତର କିଡନୀ ପ୍ରତ୍ୟାରୋପଣ ପାଇଁ ପରାମର୍ଶ ଦେଇଛନ୍ତି I ଆୟୁଷ୍ମାନ କାର୍ଡର ସମସ୍ତ ୫ଲକ୍ଷ ଟଙ୍କା ଖର୍ଚ୍ଚ ସରିବା ପରେ ନିଜର ସଞ୍ଚିତ ସମସ୍ତ ଅର୍ଥ ଖର୍ଚ୍ଚ କରିସାରି […]

Read More Text.
IMG 20260124 WA0184

ବଳାଙ୍ଗୀ ମହୋତ୍ସବ ପ୍ରସ୍ତୁତି ବୈଠକ 

ବାରିପଦା : ମୟୁରଭଞ୍ଜ ଜିଲ୍ଲା ରେ ଓଡ଼ିଆ ଭାଷା ସାହିତ୍ୟ, କଳା ସଂସ୍କୃତି ଏବଂ ପର୍ଯ୍ୟଟନର ସୁରକ୍ଷା ଏବଂ ବିକାଶ ନିମନ୍ତେ ବିଗତ 2003 ମସିହା ଠାରୁ ବାରିପଦାର ବାବା ବୁଢା ରାଉଳ ମଠ ନିକଟ ବୁଢାବଳଙ୍ଗ, ଚିପଟ ଏବଂ ଇଟାଯୋଡ଼ି ନଦୀର ତ୍ରିବେଣୀ ସଙ୍ଗମ ପୀଠରେ ମୟୁରଭଞ୍ଜ ଜିଲ୍ଲାର ମହାନ ଗଣପର୍ବ ମୟୁରଭଞ୍ଜ ବାଲି ମେଳା ବଳାଙ୍ଗୀ ମହୋତ୍ସବ ପାଳିତ ହୋଇ ଆସୁଥିବା ବେଳେ, ଚଳିତ ବର୍ଷ 24ତମ ରାଜ୍ୟ ସ୍ତରୀୟ ବଳାଙ୍ଗୀ ମହୋତ୍ସବ-2026 ମହା […]

Read More Text.
G ba2n7bQAAsTp9 1068x601

ଦିଲ୍ଲୀରେ ପହଞ୍ଚିଲେ ୟୁରୋପୀୟ କମିଶନର ଅଧ୍ୟକ୍ଷ; ଗଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ

ନୂଆଦିଲ୍ଲୀ: ଦିଲ୍ଲୀରେ ପହଞ୍ଚିଛନ୍ତି ୟୁରୋପୀୟ କମିଶନର ଅଧ୍ୟକ୍ଷ ଉର୍ସୁଲା ଭନ୍ ଡେର୍ ଲେଏନ୍ । ୭୭ତମ ଗଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବରେ ଯୋଗଦେବେ ଲେଏନ୍ । ୭୭ତମ ଗଣତନ୍ତ୍ର ଦିବସର ମୁଖ୍ୟ ଅତିଥି ଭାବରେ ଲେଏନ୍ ଏବଂ ୟୁରୋପୀୟ ପରିଷଦର ଅଧ୍ୟକ୍ଷ ଆଣ୍ଟୋନିଓ ଲୁଇସ୍ ସାଣ୍ଟୋସ୍ ଡା-କୋଷ୍ଟା ଅତିଥି ଭାବେ ଯୋଗଦେବେ । ଗଣତନ୍ତ୍ର ଦିବସ ସମାରୋହ ସହ ଏମାନେ ଆଗାମୀ ୨୭ରେ ହେବାକୁ ଥିବା ୧୬ତମ ୟୁରୋପ-ଭାରତ ଶିଖର ସମ୍ମିଳନୀରେ ୟୁରୋପର ପ୍ରତିନିଧିତ୍ୱ […]

Read More Text.
Vande mataram medium 1232

ଛିଡା ହୋଇ ଗାଇବାକୁ ପଡିବ ‘ବନ୍ଦେ ମାତରାମ୍‌’

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଜାତୀୟ ସଙ୍ଗୀତ “ଜନ ଗଣ ମନ” ପରି ଜାତୀୟ ଗୀତ “ବନ୍ଦେ ମାତରମ୍” ପାଇଁ ନିୟମ ଆଣିବାକୁ ବିଚାର କରୁଛନ୍ତି। ଏହି ମାସର ଆରମ୍ଭରେ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ବଙ୍କିମ ଚନ୍ଦ୍ର ଚାଟାର୍ଜୀଙ୍କ ଦ୍ୱାରା ଲିଖିତ “ବନ୍ଦେ ମାତରମ୍” ସ୍ୱାଧୀନତା ସଂଗ୍ରାମ ସମୟରେ ଏକ ପ୍ରମୁଖ ସ୍ଲୋଗାନ ପାଲଟିଥିଲା। ସମ୍ବିଧାନ ସଭା ଏହାକୁ ଜାତୀୟ ସଙ୍ଗୀତ ପରି ସମାନ ସମ୍ମାନ ଦେବାକୁ ଆହ୍ୱାନ କରାଯାଇଥିଲା। ତଥାପି, […]

Read More Text.
Capture 22 e1769270542317 300x89

୬୧ ହଜାର ଯୁବକ, ଯୁବତୀଙ୍କୁ ଚାକିରି ବାଣ୍ଟିଲେ ମୋଦୀ

ନୂଆଦିଲ୍ଲୀ: ନିଯୁକ୍ତିପତ୍ର ପାଇଲେ ୬୧ହଜାରରୁ ଅଧିକ ଯୁବକ, ଯୁବତୀ । ଆଜି ୧୮ତମ ରୋଜଗାର ମେଳା ଅବସରରେ ଏହି ନିଯୁକ୍ତିପତ୍ର ବାଣ୍ଟିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବିଭିନ୍ନ ସରକାରୀ ବିଭାଗରେ ନବନିଯୁକ୍ତ ଯୁବକ ଯୁବତୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଏହି ସମୟ ସମ୍ବିଧାନ ପ୍ରତି ଆପଣଙ୍କର ଦାୟିତ୍ୱର ନିକଟତର କରୁଛି । ୨୪ଜାନୁଆରୀରେ ଆମର ସମ୍ବିଧାନ ଜନ ଗଣ ମନକୁ ଜାତୀୟ ସଙ୍ଗୀତ ଭାବରେ ଏବଂ ବନ୍ଦେ […]

Read More Text.

ସାଧାରଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ୬ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା

ନୂଆଦିଲ୍ଲୀ : ସାଧାରଣତନ୍ତ୍ର ଦିବସ ପାଳନ ପୂର୍ବରୁ ଅଭେଦ୍ୟ ଦୁର୍ଗରେ ପରିଣତ ହୋଇଛି ରାଜଧାନୀ ଦିଲ୍ଲୀ ।  ଆକାଶରୁ ପାତାଳ ଜଗିଛି ପୋଲିସ ।  ସମ୍ଭାବ୍ୟ ଅଘଟଣକୁ ଏଡାଇବାକୁ ଦିଲ୍ଲୀରେ ୬ ସ୍ତରୀୟ ସୁରକ୍ଷା ଚକ୍ରବ୍ୟୂହ ରଚିଛନ୍ତି ସୁରକ୍ଷାକର୍ମୀ ।  କେନ୍ଦ୍ର ସରକାର ଓ ଦିଲ୍ଲୀ ପୋଲିସ ଅତ୍ୟାଧୁନିକ ଜ୍ଞାନକୌଶଳର ବ୍ୟବହାର କରୁଛନ୍ତି । କେବଳ ଦିଲ୍ଲୀ ପୋଲିସ ନୁହେଁ, ବରଂ CRPF ଏବଂ ଅନ୍ୟାନ୍ୟ କେନ୍ଦ୍ରୀୟ ବାହିନୀର ପ୍ରାୟ ୩୦ ହଜାରରୁ ଅଧିକ ଯବାନ କର୍ତ୍ତବ୍ୟ ପଥ […]

Read More Text.
BJPs Manmohan Samal Slams BJD Congress for ‘Disrupting Odisha Assembly

ଆଗୁଆ ହେବ ପଞ୍ଚାୟତ ନିର୍ବାଚନ; ଇସାରା ଦେଲେ ବିଜେପି ରାଜ୍ୟ ମୁଖିଆ

ଭୁବନେଶ୍ବର: ରାଜ୍ୟରେ ଆଗୁଆ ପଞ୍ଚାୟତ ନିର୍ବାଚନ ସମ୍ଭାବନା ନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ସେ କହିଛନ୍ତି ​ ଯେ ଆସନ୍ତାବର୍ଷ ଜନଗଣନା ହେବାର ଥିବାରୁ ସେଥିଲାଗି ଆଗୁଆ ପଞ୍ଚାୟତ ନିର୍ବାଚନ ହେବାର ସମ୍ଭାବନା ରହିଛି। ନିର୍ଦ୍ଧାରିତ ସମୟର ଦୁଇରୁ ତିନିମାସ ପୂର୍ବରୁ ହୋଇପାରେ ପଞ୍ଚାୟତ ନିର୍ବାଚନ । ଛଅମାସ ଭିତ​‌ରେ ଅଧୁରା ପଡିଥିବା ଲୋକାଭିମୁଖ୍ୟି କାମ ଗୁଡିକ ଶେଷ କରିବାକୁ ବିଜେପି ସମର୍ଥିତ ସରପଞ୍ଚ ଓ ସମିତି ସଭ୍ୟଙ୍କୁ ବିଜେପି ସଭାପତି […]

Read More Text.