ଶିକ୍ଷକ ନିଯୁକ୍ତି ଦାବିରେ ସ୍କୁଲ ଫାଟକରେ ତାଲା ପକାଇଲେ ଛାତ୍ରଛାତ୍ରୀ
ରେଢ଼ାଖୋଲ : ଶିକ୍ଷକ ଦାବିରେ ସ୍କୁଲ ଫାଟକରେ ତାଲା । ଶିକ୍ଷକଙ୍କୁ ସ୍କୁଲ ଭିତରେ ରଖି ତାଲା ମାରିଲେ ଅଭିଭାବକ । ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବଂଶାଜାଳରେ ଥିବ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଘଟଣା । ସ୍କୁଲରେ ୫ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀ ଥିଲେ । ସ୍କୁଲରୁ ପ୍ରଧାନ ଶିକ୍ଷକଙ୍କ ଅବସର ହେବା ପରେ ଆଉ ସ୍କୁଲରେ ଅଛନ୍ତି ୩ ଜଣ ଶିକ୍ଷୟତ୍ରୀ ଓ ଜଣେ ଶିକ୍ଷକ l ବାରମ୍ବାର ଅଭିଯୋଗ କରିଥିଲେ ବି ସମସ୍ୟାର ସମାଧାନ […]
Read More Text.